Home

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ ତୁରନ୍ତ କାର୍ଯ୍ୟ ଆରମ୍ଭ କରିଛି। ସୋମବାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ତାଙ୍କର ପ୍ରଥମ…

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ ବଲ ପର୍ଯ୍ୟନ୍ତ ଚାଲିଥିବା ଏହି ହାଇ-ଭୋଲଟେଜ ପ୍ରତିଯୋଗିତାରେ RCB ମୁମ୍ବାଇ ଇଣ୍ଡିଆନ୍ସକୁ ୨…

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା ମଧ୍ୟରେ,ସୋସିଆଲ ମିଡିଆରେ ଏକ ଫଟୋ ସାମ୍ନାକୁ ଆସିଛି। ଏଥିରେ କୋହଲି ପର୍ନ ଷ୍ଟାର…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ କୋରାପୁଟ ସାଇବର କ୍ରାଇମ ଓ ଇକନୋମିକ ଅଫେନ୍ସ ଥାନା ପୋଲିସ ଆନ୍ଧ୍ରପ୍ରଦେଶ ଅଞ୍ଚଳରୁ…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି ସଭାପତି ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ। କଳାହାଣ୍ଡିକୁ ଭକ୍ତଙ୍କ ଗଡ଼…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ, ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ କହିଥିଲେ ଯେ ଆଲୋଚନା ଫଳପ୍ରଦ ହୋଇଥିଲା। ସେ ଆହୁରି ମଧ୍ୟ…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର ସର୍ବବୃହତ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ; ଦେଶ ଏହାର ଘରୋଇ ଚାହିଦା…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ) ପରେ ରାଜ୍ୟ ଗୀତ ‘ତାମିଲ ଥାଇ ଭାଜଥୁ’କୁ ପ୍ରଦର୍ଶନ କ୍ରମରେ ତୃତୀୟ ସ୍ଥାନ…

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌ ଭରି ରହିଛି। ତନ୍ମଧ୍ୟରୁ ଭିଟାମିନ୍‌ ‘ସି’ ଅନ୍ୟତମ। ଏଥିରେ ଆଇରନ୍‌ ଏବଂ ମିନେରାଲ…

ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା

ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ। ଭଗବାନ ଶିବଙ୍କ ୧୨ ଜ୍ୟୋର୍ତିଲିଙ୍ଗ (ପବିତ୍ର ସ୍ଥଳ) ମଧ୍ୟରୁ ଗୋଟିଏ ସୋମନାଥ ମନ୍ଦିରର…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ କରାଯାଇ ଜଳସେଚନ ଓ ବିଦ୍ୟୁତ୍‌ ଉତ୍ପାଦନ କରାଯାଉଛି। ଲୁହା ଇସ୍ପାତ କାରଖାନା ସ୍ଥାପନ…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରି କି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?