Home

ଏକାଠି ନଜର ଆସିବେ ଅଜୟ ଦେବଗନ-ଦୀପିକା

ମୁମ୍ବାଇ: ଅଜୟ ଦେବଗନ ଏବଂ ରୋହିତ ଶେଟ୍ଟୀ ପୁଣି ଥରେ ରେକର୍ଡ କରିବାକୁ ପ୍ରସ୍ତୁତ ହେଉଛନ୍ତି। ୨୦୦୩ରେ ଡେବ୍ୟୁ ଫିଲ୍ମ ‘ଜମିନ’ ପରଠାରୁ ଅଭିନେତା-ନିର୍ଦ୍ଦେଶକ ଯୋଡ଼ି ଅନେକ ହିଟ୍‌ ଦେଇଛନ୍ତି। ‘ସିଂହମ’ ଏବଂ ‘ସିଂହମ ରିଟର୍ନସ’ର ସଫଳତା ପରେ ବର୍ତ୍ତମାନ ଅଜୟ…

କଳା ହେଇଯାଏ ଧଳା ଅଣ୍ଡା

ସମସ୍ତେ ଜାଣନ୍ତି ଅଣ୍ଡାର ରଙ୍ଗ ଧଳା। କିଛି ଅଣ୍ଡା ବାଦାମୀ ରଙ୍ଗର ବି ଥାଏ। ହେଲେ କେବେ କଳା ରଙ୍ଗର ଅଣ୍ଡା ଦେଖିଛନ୍ତି? ଭାବୁଥିବେ ଅଣ୍ଡା ରଙ୍ଗ କ’ଣ କେବେ କଳା ହୋଇପାରେ। ହେଲେ ଜାପାନରେ କିନ୍ତୁ କଳା ଅଣ୍ଡା ଦେଖିବାକୁ…

ଯେ କେହି ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ: ଅଜିତ ପାଓ୍ବାରଙ୍କୁ ଫଡନାଭିସଙ୍କ ଉତ୍ତର…

ମୁମ୍ବାଇ,୨୩।୪ : ଭାରତୀୟ ଜନତା ପାର୍ଟି ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନସିପି ନେତା ଅଜିତ ପାୱାରଙ୍କ ମନ୍ତବ୍ୟ ନେଇ ନିଜର ଉତ୍ତର ରଖିଛନ୍ତି। ଅଜିତ କହିଥିଲେ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ପ୍ରସ୍ତୁତ…

ଭାରତର ନିଜସ୍ବ ପରମ୍ପରା ରହିଛି: ସମଲିଙ୍ଗୀ ବିବାହ ନେଇ ଜବାବ ଦେଲେ ରିଜିଜୁ…

ନୂଆଦିଲ୍ଲୀ,୨୩।୪ : ସମଲିଙ୍ଗୀ ବିବାହ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। କେନ୍ଦ୍ର ସରକାର ଏହା ଉପରେ ଏକ ଆପତ୍ତି ଉଠାଇଛନ୍ତି। ଏହି ବିଷୟରେ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, ସମଲିଙ୍ଗୀ ସମ୍ପର୍କରେ ଥିବା ଲୋକଙ୍କ ପ୍ରତି ଆମର କୌଣସି ଆପତ୍ତି…

ଇଡେନ ଗାର୍ଡେନରେ କେକେଆର-ସିଏସକେ ମୁହାଁମୁହିଁ…

କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)କୁ ଭେଟିବ। ରବିବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ ଗାର୍ଡେନରେ ଉଭୟ ଦଳ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲର ତୃତୀୟରେ ଥିବା ସିଏସକେ…

କେବେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ: ଉତ୍ତର ଦେଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ,୨୩।୪ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ ଶୀଘ୍ର ୟୁନିଫର୍ମ ସିଭିଲ କୋଡ (ୟୁସିସି) ଲାଗୁ କରିବାକୁ ପ୍ରସ୍ତୁତ ହେଉଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଏହା ସୂଚିତ କରିଛନ୍ତି। ଧାରା ୪୪କୁ ଦର୍ଶାଇ ରିଜିଜୁ କହିଛନ୍ତି,…

ସବୁଜ ପୃଥିବୀ ଲାଗି ପ୍ରୟାସ

ଦିନକୁ ଦିନ ପୃଥିବୀରୁ ପ୍ରାକୃତିକ ଜଙ୍ଗଲ କ୍ଷୟ ହେଉଛି। ଏଥିଯୋଗୁ ଜଳବାୟୁ ପରିବର୍ତ୍ତନ ଘଟୁଛି। ପରିବେଶଜନିତ ନାନା ସମସ୍ୟା ଲାଗି ପ୍ରାଣୀମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଉଛି। ଏମିତି ପରିସ୍ଥିତିରେ ପରିବେଶ ସୁରକ୍ଷା ପାଇଁ ଅଣ୍ଟାଭିଡ଼ିଛନ୍ତି ଜଣେ ଗୃହିଣୀ। ସେ…

ନିଜ ଅଞ୍ଚଳ ପାଇଁ ପାଠାଗାର

ପୁସ୍ତକ ପଠନ ପ୍ରତି ସମସ୍ତେ କିପରି ଆଗ୍ରହୀ ହେବେ । ଓଡ଼ିଶାର ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ଭାଷାର ସୁରକ୍ଷା ଉଦ୍ଦେଶ୍ୟରେ କିପରି ଜନସଚେତନତା ସୃଷ୍ଟି ହୋଇପାରିବ। ସେଥିପାଇଁ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକର ବିକାଶ ନଗରଠାରେ ଗଢ଼ିଉଠିଛି ଏକ ଅନୁଷ୍ଠାନ। ବିପିନ…

ଶ୍ରୀମା ଶ୍ରୀଅରବିନ୍ଦଙ୍କ ପାଇଁ ଭୋଗ କିଣିଥିଲି

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଫୁଲପାଟଣା ଗ୍ରାମର ଏକ ଯୌଥ ପରିବାରରେ ମୋ ଜନ୍ମ। ବାପା ବୈଦ୍ୟନାଥ ନାୟକ ଯେହେତୁ ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ସିମେଣ୍ଟ କାରଖାନାରେ ଚାକିରି କରୁଥିଲେ, ତେଣୁ ମୋ ଶିକ୍ଷାଦୀକ୍ଷା ରାଜଗାଙ୍ଗପୁର ଓ ରାଉରକେଲାରେ ହୋଇଥିଲା।…

ଖରାପାଇଁ କମଳା ଜୁସ୍‌

ଆଇରନ୍‌, ଭିଟାମିନ୍‌ ସି ଓ ଅନେକ ପ୍ରକାରର ନ୍ୟୁଟ୍ରିଏଣ୍ଟ୍ସରେ ଭରା କମଳା ବା କମଳା ଜୁସ୍‌ରେ ପୋଟାସିୟମ୍‌ ଏବଂ ଆଣ୍ଟିଅକ୍ସିଡାଣ୍ଟ୍ସ ବି କିଛି ମାତ୍ରାରେ ଥାଏ। ତେଣୁ ଏହାକୁ ଖାଇଲେ ଅଥବା ଏହାର ଜୁସ୍‌ ପିଇଲେ, ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…

୩୨ ତମ ମ୍ୟାଚରେ ଆରସିବି-ଆରଆର ଲଢ଼େଇ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ରାଜସ୍ଥାନ ରୟାଲ୍ସ(ଆରଆର)କୁ ଭେଟିବ। ରବିବାର ଅପରାହ୍ନ ସାଢ଼େ ୩ଟାରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ରାଜସ୍ଥାନ…

ଅପେକ୍ଷାରେ ପରିଣିତି

ପରିଣିତି ଚୋପ୍ରା ଏବେ ଏକ ନୂଆ କଥା ଚିନ୍ତା କରୁଛନ୍ତି। ଯଦି ତାଙ୍କୁ ଆକ୍ସନ ଫିଲ୍ମରେ ଆକ୍ଟିଂ କରିବାର ସୁଯୋଗ ମିଳନ୍ତା, ତେବେ ସେ ନିଜ ଦକ୍ଷତା ଦେଖାଇପାରନ୍ତେ। ନିଜେ ସିନା ଏ ନେଇ ଆଗ୍ରହ ପ୍ରକାଶ କରିଛନ୍ତି, ହେଲେ ସେଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?