ବାଙ୍କସାହି ରେବ ସେତୁ ପାଇଁ ଅର୍ଥ ମଞ୍ଜୁର
ଧାମନଗର,୨୩ା୩(ଡି.ଏନ.ଏ): ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଭଦ୍ରକ ଜିଲା ଧାମନଗର ବ୍ଲକ୍ କୋଠାର ପଞ୍ଚାୟତର ବାଙ୍କସାହି ରେବ ସେତୁ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ମଞ୍ଜୁର କରିଛନ୍ତି। ପ୍ରସ୍ତାବିତ ନୂତନ ସେତୁ ପାଇଁ କେନ୍ଦ୍ର ସରକାର ୪୧ ଲକ୍ଷ ଟଙ୍କା ମଞ୍ଜୁର…
ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି
ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।…
ବିହାର ସମେତ ୪ ରାଜ୍ୟରେ ଅଧ୍ୟକ୍ଷ ବଦଳାଇଲା ଭାଜପା, ଓଡ଼ିଶା ଅଧ୍ୟକ୍ଷ ମନମୋହନ ସାମଲ…
ନୂଆଦିଲ୍ଲୀ,୨୩।୩ : ଭାରତୀୟ ଜନତା ପାର୍ଟି ଗୁରୁବାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଭାଜପା ବିହାର, ଦିଲ୍ଲୀ, ରାଜସ୍ଥାନ ଏବଂ ଓଡିଶାରେ ଭାଜପାର ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମର ଚୌଧୁରୀଙ୍କୁ ବିହାର ଭାଜପାର ଅଧ୍ୟକ୍ଷ…
ପାଣି ପାଇଁ ଡହଳବିକଳ ଗାଡ଼ାସାହିବାସୀ
ଚମ୍ପୁଆ,୨୩ା୩(ଡି.ଏନ୍.ଏ): ଖଣି ଖାଦାନ ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ମାତ୍ର ଉପଖଣ୍ଡ ମୁଖ୍ୟାଳୟଠାରୁ ୧୨ କି.ମି ଦୂର କାଳିକାପ୍ରସାଦ ପଞ୍ଚାୟତ ବସିରା ଗ୍ରାମର ଗାଡ଼ାସାହିରେ ଦେଖିବାକୁ ମିଳିଛି ଜଳକଷ୍ଟ ସମସ୍ୟା। ପାନୀୟ ଜଳ ପାଇଁ…
ରାସ୍ତା ଉଚ୍ଛେଦ କରିବାକୁ ଯାଇ ତହସିଲଦାର ହଟହଟା
ବାଲିକୁଦା,୨୩ା୩(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ତହସିଲ ପ୍ରଶାସନ ଶ୍ମଶାନ ଓ ଗୋଚରରେ ନିର୍ମାଣ କରାଯାଇଥିବା ବେଆଇନ ରାସ୍ତାକୁ ବୁଧବାର ଜେସିବି ଲଗାଇ ତାଡ଼ିଛି। ତେବେ ଏହି ଜବରଦଖଲ ଓ ବେଆଇନ ନିର୍ମାଣକୁ ଉଚ୍ଛେଦ ପାଇଁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ପୋଲିସ…
ସଂଯୋଗୀକରଣ ରାସ୍ତା କାର୍ଯ୍ୟ ସରୁନି
କେନ୍ଦ୍ରାପଡ଼ା ଅଫିସ,୨୩ା୩: କେନ୍ଦ୍ରାପଡ଼ା ଜିଲାରେ ୩ଦିନ ଧରି ପଶ୍ଚିମା ଝଡ଼ ହେଉଛି। ଜିଲାର ୯ ବ୍ଲକରେ ହାରାହାରି ବର୍ଷା ପରିମାଣ ୪୧.୪ ମିଲିମିଟର ଥିବା ବେଳେ ମୋଟ ୩୭୩ ମି.ମି. ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏହି ଝଡ଼ବର୍ଷାରେ ଫସଲ ସହିତ…
ଅମିତ ଶାହାଙ୍କ ମନ୍ତବ୍ୟ ନେଇ ସିବିଆଇକୁ ଚିଠି ଲେଖିଲେ ଜୟରାମ ରମେଶ…
ନୂଆଦିଲ୍ଲୀ,୨୩।୩ : କଂଗ୍ରେସର ମହାସଚିବ ଜୟରାମ ରମେଶ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) କୁ ଚିଠି ଲେଖିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମେଘାଳୟର ପୂର୍ବତନ କୋନରାଡ ସାଙ୍ଗମା ସରକାରଙ୍କୁ ଦୁର୍ନୀତିଗ୍ରସ୍ତ ବୋଲି କହିଥିବା ନେଇ ସେ ଅଭିଯୋଗ କରିଛନ୍ତି।…
ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡାଦେଶ
ଯାଜପୁର ଟାଉନ,୨୩ା୩(ଡି.ଏନ.ଏ.): ଜଣେ ୪ର୍ଥ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ସ୍କୁଲ୍ ରାସ୍ତାରୁ ଅପହରଣ କରି ନେଇ ବଳାତ୍କାର କରିଥିବା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୨୦ଜେଲ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ହୋଇଛି। ମାମଲାରେ ମୋଟ୍ ୨୦ଜଣ…
ଠେଲାଗାଡ଼ିରେ ଗଲେ ଡାକ୍ତରଖାନା
ଧର୍ମଶାଳା,୨୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ଜାରକା ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ହୋଇଥିବା ମହିଳାଙ୍କୁ ନେବାକୁ ଆସିଲାନି ୧୦୮ ଆମ୍ବୁଲାନ୍ସ। ଶେଷରେ ଗୁରୁତର ମହିଳାଙ୍କୁ ଏକ ଠେଲାଗାଡ଼ିରେ ପରିବାର ଲୋକେ…
ଅପପୁଷ୍ଟିରେ ଆଦିବାସୀ ପରିବାର
କଳିଙ୍ଗନଗର,୨୩ା୩(ଡି.ଏନ.ଏ.): ଯାଜପୁର ଜ଼ିଲା ସୁକିନ୍ଦା ନିର୍ବାଚନୀମଣ୍ଡଳୀର ଦାନଗଦି ବ୍ଲକ ଅନ୍ତର୍ଗତ ରଣାଗୁଣ୍ଡି ପଞ୍ଚାୟତ ଘାଟିସାହିରେ ପୁଣି ଦେଖିବାକୁ ମିଳିଛି ଅପପୁଷ୍ଟିର ଚିତ୍ର। ଗ୍ରାମରେ ବାସ କରନ୍ତି ବାଙ୍କୁ ହେମ୍ବ୍ରମ, ତାଙ୍କ ସ୍ତ୍ରୀ ତୁଳସୀ ହେମ୍ବ୍ରମ ଏବଂ ୯ଟି ପିଲା। ୯ ପିଲା…
ଅବଧି ସରିଲାଣି, କାମ ସରୁନି
ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବଡ଼ ବାଲିକୁଦା ପଞ୍ଚାୟତର ଜନକଠାରୁ ନିଆଳି ପର୍ଯ୍ୟନ୍ତ ୫ କିଲୋମିଟର ରାସ୍ତା ଉନ୍ନତୀକରଣ କାର୍ଯ୍ୟ ଚାଲିଛି। ୨୦୨୧ ନଭେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ୨୦୨୨ ଅଗଷ୍ଟ ୭ରେ ଶେଷ…
ବସ୍କୁ ଅପେକ୍ଷା କରିଥିଲେ ଯାତ୍ରୀ, ମାଡିଗଲା ଗାଡି : ୫ ମୃତ, ଅନେକ ଆହତ
ଡେରାଡୁନ,୨୩।୩: ଉତ୍ତରାଖଣ୍ଡର ଟନକପୁରରେ ଅବସ୍ଥିତ ପୂର୍ଣ୍ଣଗିରି ଧାମରେ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡି ଅନେକ ଲୋକଙ୍କ ଉପରେ ମାଡିଯିବାରୁ ଏପର୍ଯ୍ୟନ୍ତ ପାଞ୍ଚ ଜଣ ପ୍ରାଣ ହରାଇଛନ୍ତି। ଏଥିରେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁବାର ଥୁଲିଗଡ ନିକଟରେ…
Archives


