ବିମାନରେ ହଙ୍ଗାମା: ନିଶାରେ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ
ମୁମ୍ବାଇ,୨୩।୩: ଦୁବାଇରୁ ମୁମ୍ବାଇ ଅଭିମୁଖେ ଆସୁଥିବା ଏକ ଇଣ୍ଡିଗୋ ବିମାନରେ ୨ ଜଣ ଯାତ୍ରୀ ହଙ୍ଗାମା କରିଛନ୍ତି। ନିଶାରେ ସେମାନେ କ୍ୟାବିନ କ୍ରୁ ଏବଂ ସହଯାତ୍ରୀଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉଭୟ…
ସୁନ୍ଦର ପିଚାଇଙ୍କୁ ଗୁଗଲ କର୍ମଚାରୀଙ୍କ ଖୋଲା ଚିଠି…
ଓ୍ବାଶିଂଟନ,୨୩।୩ : ଗୁଗଲର ୧୨ ହଜାର କର୍ମଚାରୀଙ୍କ ଛଟେଇ ଘୋଷଣା କରେ ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ଇଙ୍କର ପ୍ରାୟ ୧୪୦୦ କର୍ମଚାରୀ ଏକ ଖୋଲା ଚିଠିରେ ଦସ୍ତଖତ କରିଛନ୍ତି। ଛଟେଇ ପ୍ରକ୍ରିୟା ନେଇ ପୁଣି ଚିନ୍ତା କରିବାକୁ ଆହ୍ବାନ ଦେଇଛି। ବ୍ଲୁମବର୍ଗ…
କାର୍ ପାଲଟିଲା ବରଫ ଗଦା, ଭିଡିଓ ଦେଖିଲେ…
ନ୍ୟୁୟର୍କରେ ବରଫ ଝଡ଼ ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଛି ଯେ, ଯେଉଁ ଜିନିଷ ରଖିଲେ ବରଫ ପାଲଟିଯାଉଛି। ଏବେ ସୋସିଆଲ ମିଡିଆରେ ଏକ କାର୍ର ଫଟୋ ଭାଇରାଲ ହେଉଛି। ଯାହା ପୂରା ବରଫରେ ଆଚ୍ଛାଦିତ ହୋଇଛି। parking by Lake…
ମୋଦିଙ୍କ ପରେ କେଜ୍ରିଓ୍ବାଲଙ୍କ ବିରୋଧରେ ଲାଗିଲା ପୋଷ୍ଟର
ନୂଆଦିଲ୍ଲୀ,୨୩।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ଏବଂ ଭାଜପା ମଧ୍ୟରେ ‘ପୋଷ୍ଟର ଯୁଦ୍ଧ’ ଆରମ୍ଭ ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ସହରରେ ପୋଷ୍ଟର ଲଗାଯାଇଥିବା ବେଳେ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ପୋଷ୍ଟର ଲଗାଯାଇଛି। ମଣ୍ଡି ହାଉସ…
ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର
ଚେନ୍ନାଇ,୨୩।୩: ଭାରତୀୟ କ୍ରିକେଟ ଦଳର ଟି-୨୦ ତାରକା ସୂର୍ଯ୍ୟକୁମାର ଯାଦବ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ସୁପରଫ୍ଲପ୍ ହୋଇଛନ୍ତି। ସେ ୩ ମ୍ୟାଚ ବିଶିଷ୍ଟ ସିରିଜର କୌଣସି ମ୍ୟାଚରେ ଆକାଉଣ୍ଟ ଖୋଲିପାରି ନ ଥିଲେ। ପ୍ରଥମ ବଲରେ ଆଉଟ୍ ହେବା ପରେ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୩୦୦ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…
ଭାରତୀୟ ଉଚ୍ଚାୟୁକ୍ତ ଉପରେ ଆକ୍ରମଣ ଗ୍ରହଣୀୟ ନୁହେଁ : ବ୍ରିଟେନ ବିଦେଶ ସଚିବ…
ଲଣ୍ଡନ,୨୩।୩ : ଭାରତରେ ୱାରିସ ପଞ୍ଜାବ ଡେ ସଂଗଠନର ଜାଠେଦର ଖାଲିସ୍ତାନୀ ଅମୃତପାଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି। ଏହି କାର୍ଯ୍ୟ ଦ୍ୱାରା ଖାଲିସ୍ତାନର ସମର୍ଥକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖାଲିସ୍ତାନୀ ସମର୍ଥକମାନେ ବ୍ରିଟେନ, ଅଷ୍ଟ୍ରେଲିଆ, ଆମେରିକା, କାନାଡା ସମେତ ଅନେକ…
ଜମିବାଡ଼ି ବିବାଦରୁ ଗଣ୍ଡଗୋଳ: ଜଣେ ମୃତ୍ୟୁ, ୪ ଗୁରୁତର
ଅନୁଗୋଳ ଅଫିସ,୨୩।୩: ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଥିବା ବଡ଼ହିଂସର ଗାଁରେ ଜମିବାଡ଼ି ବିବାଦକୁ ନେଇ ଜଣଙ୍କର ମୁଣ୍ଡ ଗଡିଛି। ମୃତକ ହେଲେ ନବୀନ ସାହୁ(୬୫)ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଚଳାଇଛି। ସୂଚନାଯୋଗ୍ୟ…
ହିଣ୍ଡେନବର୍ଗର ଚେତାବନୀ, ପୁଣି ଆସିବ ବଡ଼ ରିପୋର୍ଟ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୩ : ଏହାର ରିପୋର୍ଟ ଜରିଆରେ ଷ୍ଟକ ମାର୍କେଟରେ ହଇଚଇ ସୃଷ୍ଟି କରିଥିବା ଲୋକପ୍ରିୟ ହିଣ୍ଡେନବର୍ଗ ରିସର୍ଚ୍ଚ ବର୍ତ୍ତମାନ ଖୁବ ଶୀଘ୍ର ଆଉ ଏକ ବଡ ରିପୋର୍ଟ ଆଣିବ ବୋଲି ଚେତାବନୀ ଦେଇଛି। ଶର୍ଟ ସେଲିଂ ଫାର୍ମ ଏକ ଟୁଇଟରେ କହିଛି…
୨୬ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ: ଫୋକସ ମିଶନ ଶକ୍ତି
ଛତ୍ରପୁର,୨୩।୩(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ଗଞ୍ଜାମ ଜ଼ିଲା ଗସ୍ତରେ ଆସିବା ନେଇ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୫ ଘଣ୍ଟିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଆସି ଜ଼ିଲାର ହିଞ୍ଜିଳି, କବିସୂର୍ଯ୍ୟନଗର ଓ ଛତ୍ରପୁରକୁ ଆୟୋଜିତ…
କୌଣସି ପକ୍ଷ ଚାହାନ୍ତି ନି ଯୁଦ୍ଧ: ଚାଇନା…
ବେଜିଂ,୨୩।୩ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ପାଇଁ ଭାରତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଏକ ସରକାରୀ ନିମନ୍ତ୍ରଣ ପଠାଇଛି। ବୁଧବାର ଚାଇନା ଏହା ନିଶ୍ଚିତ କରିଛି। ଚାଇନା ବୈଦେଶିକ ବ୍ୟାପାର ଦାୟିତ୍ୱରେ ଥିବା ମା ଜିଆ…
ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ
ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ ଧ୍ବନିରେ ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଏହି ପର୍ବ ଚୈତ୍ର ପ୍ରତିପଦା ଠାରୁ…
Archives


