Home

ମୁମ୍ବାଇ ଇଣ୍ଡିଆନ୍ସରେ ୨ ଭାରତୀୟ ଅଧିନାୟକ

ମୁମ୍ବାଇ,୧୪।୨: ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ନିଲାମରେ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ହରମନପ୍ରୀତ କୌରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଫ୍ରାଞ୍ଚାଇଜ କିଣିଛି। ସେ ହରମନପ୍ରୀତଙ୍କୁ ତାଙ୍କ ଦଳରେ ୧.୮ କୋଟି ଟଙ୍କା କିଣିିଛନ୍ତି। ଫଳରେ ଦୁଇ ଭାରତୀୟ ଅଧିନାୟକ ମୁମ୍ବାଇ…

ଲୋକଙ୍କୁ ମିଳୁନି, ଘାଟ୍‌ କଟିଂ କାମ କରୁଛି ମେଶିନ୍‌

ପଟ୍ଟାଙ୍ଗି, ୧୪।୨(ଡି.ଏନ୍‌.ଏ):ଗ୍ରାମାଞ୍ଚଳର ଲୋକଙ୍କୁ ରୋଜଗାରକ୍ଷମ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନ କାମ କରୁଛନ୍ତି। ଉକ୍ତ କାମରେ ଗ୍ରାମାଞ୍ଚଳ ଲୋକଙ୍କୁ ନିୟୋଜିତ କରିବାକୁ ମଧ୍ୟ କେତେକ ଜାଗାରେ ନିୟମ ରହିଛି। କିନ୍ତୁ ଗ୍ରାମାଞ୍ଚଳରେ ଏହାର ବାସ୍ତବ ଚିତ୍ର ଅଲଗା।…

‘୨୦୨୪ରେ ଏକତରଫା ଜିତିବେ ମୋଦି’

ନୂଆଦିଲ୍ଲୀ,୧୪।୨: ୨୦୨୪ ନିର୍ବାଚନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଦାବି କରିଛନ୍ତି। ୨୦୨୪ରେ ଭାଜପାର କାହା ସହ ପ୍ରତିଯୋଗିତା ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ପୁଣିଥରେ ବହୁ ସଂଖ୍ୟାରେ ସରକାର ଗଠନ କରିବ।…

ଦେଶରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…

ପ୍ରଥମ ସାଉଦି ମହିଳା ଭାବେ ମହାକାଶ ଯିବେ ରାୟାନା

ଦୁବାଇ,୧୪।୨: ରକ୍ଷଣଶୀଳ ଦେଶ ସାଉଦି ଆରବ ଆଜିକାଲି ପରିବର୍ତ୍ତନର ଏକ ସମୟ ଦେଇ ଗତି କରୁଛି। ସାଉଦି ଆରବ ପ୍ରଥମ ଥର ପାଇଁ ମହିଳା ମହାକାଶଚାରୀଙ୍କୁ ମହାକାଶ ପଠାଇବାକୁ ନିଷ୍ପତ୍ତି ନେଇଛି। ରାୟାନା ବର୍ଣ୍ଣୱି ପ୍ରଥମ ମହିଳା ମହାକାଶଚାରୀ ଭାବେ ଚଳିତ…

ଯଦି ପ୍ରମାଣ ଅଛି କୋର୍ଟ ଯାଅ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧: ଆଦାନୀ ହିଣ୍ଡେନବର୍ଗ ଏପିସୋଡକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସରକାର କିମ୍ବା ଭାଜପାର ଲୁଚାଇବାକୁ କିଛି ନାହିଁ କିମ୍ବା ଭୟ କରିବାର ଆବଶ୍ୟକତା ନାହିଁ। ବିରୋଧୀ କେବଳ ହଙ୍ଗାମା…

ଅଫିସରଙ୍କ ସାମ୍ନାରେ ମା’-ଝିଅ ଜୀବନ୍ତ ଦଗ୍ଧ

କାନପୁର,୧୪।୨: କାନପୁର ଦେହାଟର ମୈଥା ତହସିଲର ମଦୌଲି ପଞ୍ଚାୟତର ଚାହଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିରୁ ଅନଧିକାର ପ୍ରବେଶ ହଟାଇବାକୁ ଯାଇଥିବା ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସାମ୍ନାରେ ଝୁମ୍ପୁଡି ଭିତରେ ମା’-ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଉଭୟଙ୍କୁ…

କ୍ଷୀର ଲିଟର ୨୧୦, ଚିକେନ୍‌ କିଲୋ ୭୦୦

ଇସଲାମାବାଦ୍‌,୧୪।୨:ପାକିସ୍ତାନ କ୍ରମାଗତ ଭାବରେ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ବଢୁଥିବା ଲୋକମାନେ ଅସୁବିଧାରେ ପଡ଼ୁଛନ୍ତି। ଦେଶର ଅନିଶ୍ଚିତ ଅର୍ଥନୈତିକ ପରିସ୍ଥିତି ମଧ୍ୟରେ, କରାଚିରେ କ୍ଷୀରର ମୂଲ୍ୟ ଲିଟର ୧୯୦ ରୁ ଲିଟର ପିଛା ୨୧୦କୁ ବୃଦ୍ଧି ହୋଇଛି। ସେହିପରି…

ବିନା ଡିଶ୍‌ରେ ଦେଖିହେବ ୨୦୦ ଚ୍ୟାନେଲ୍‌, ଦେବାକୁ ପଡିବନି ଗୋଟିଏ ବି ଟଙ୍କା

ନୂଆଦିଲ୍ଲୀ,୧୪।୨: ଟେଲିଭିଜନ ସମ୍ବନ୍ଧରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଏକ ନୂତନ ଆରମ୍ଭ କରିବାକୁ ଯାଉଛି। ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍‌ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ…

ଦିବ୍ୟାଙ୍ଗଙ୍କୁ ବିବାହ କଲେ ମିଳିବ ୫ ଲକ୍ଷ ଟଙ୍କା

ଜୟପୁର,୧୪।୨: ଭାଲେଣ୍ଟାଇନ୍ସ ଦିବସ ଅବସରରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାର ଏକ ନିଆରା ପଦକ୍ଷେପ ନେଇଛନ୍ତି। ପ୍ରେମ ଯୋଡିଙ୍କ ପ୍ରେମ ବିବାହକୁ ସହଜ କରିବା ପାଇଁ ସରକାର ଏକ ନୂତନ ଘୋଷଣା କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ୮୦ ପ୍ରତିଶତ ଦିବ୍ୟାଙ୍କ…

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ ଗୌତମ…

ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ କର୍ମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri