ଠିକାଦାର ଜାଳିଦେଲେ ଶତାଧିକ ଗଛ
ଚଣ୍ଡିଖୋଲ,୨୧ା୪ (ଡି.ଏନ୍.ଏ.): ଏବେ ସାରା ଓଡ଼ିଶା ଗ୍ରୀଷ୍ମ ପ୍ରବାହରେ ଜଳୁଥିବାବେଳେ ଗଛ କାଟିବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଳିଚନ୍ଦ୍ରପୁର-ବରୁହାଁ ରାସ୍ତାର ମାଣ୍ଡୁକା ଠାରୁ ଅରେଇକଣା ମଧ୍ୟରେ। ବଡ଼ଚଣା ପୂର୍ତ୍ତ ବିଭାଗ ପକ୍ଷରୁ…
ସିଂହାପୁର ଯାତ୍ରାରେ ପରମ୍ପରା ଭଙ୍ଗ
ରସୁଲପୁର,୨୧ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ସିଂହାପୁର ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ମାତ୍ର ଏହି ଯାତ୍ରାରେ ଐତିହାସିକ ପରମ୍ପରା ବଜାଇ ରଖିବାରେ ପ୍ରଶାସନ ବିଫଳ ହୋଇଛି। ଯାତ୍ରାରେ ଭକ୍ତଙ୍କ ବିଶୃଙ୍ଖଳିତ ଆଚରଣ ଯୋଗୁ ପ୍ରଭୁ ନାରାୟଣ ଗୋସାଇଁଙ୍କ ମୁଗୁନି ପ୍ରସ୍ତରର…
ଜଳୁଛି ଜଙ୍ଗଲ, ଅସୁରକ୍ଷିତ ବନ୍ୟଜନ୍ତୁ
କାଳିଆପାଣି,୨୧ା୪(ଡି.ଏନ.ଏ.): ଯାଜପୁର ଜିଲାର ଜଙ୍ଗଲ ଉପତ୍ୟକାରେ ଚାରିଆଡ଼େ ନିଆଁଲାଗିଛି। ଫଳରେ ଜଙ୍ଗଲର ବହୁ ମୂଲ୍ୟବାନ ଗଛ ସହିତ ଔଷଧୀୟ ଗୁଳ୍ମ, ସରୀସୃପ ଓ କୀଟ, ପତଙ୍ଗ ପୋଡ଼ି ପାଉଁଶ ହୋଇଯାଉଛନ୍ତି। ମାତ୍ର ଏହା ଜନ୍ତୁ ଶିକାରୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ସେହିପରି…
ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର, ୨୧ା୪(ବ୍ୟୁରୋ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗକରି କିଛିଦିନ ତଳେ ଭାଜପା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ଏବଂ ଯୁବମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଉକ୍ତ ଘଟଣାରେ ଗିରଫ ହୋଇ କେତେଜଣ…
ଓଡ଼ିଶାରେ ଟିକାକରଣ ହାର ଦେଶରେ ସର୍ବୋଚ୍ଚ
ନୂଆଦିଲ୍ଲୀ,୨୧।୪: ସାରା ବିଶ୍ୱରେ ଟିକାକରଣ କ୍ଷେତ୍ରରେ ଭାରତ ଅଗ୍ରଣୀ ଦେଶ। କରୋନା ସମୟରେ ଯେତେବେଳେ ବିଶ୍ୱର ଅନେକ ଦେଶରେ ଟିକାକରଣ ଉପରୁ ଭରସା ତୁଟିଥିଲା, ସେତେବେଳେ ଭାରତ ଟିକାକରଣକୁ ଅଧିକ ପ୍ରୋତ୍ସାହନ ଦେଇଥିଲା। କେବଳ କୋଭିଡ୍ ଟିକାକରଣ ନୁହେଁ, ପିଲାଙ୍କ କ୍ଷେତ୍ରରେ…
ସ୍ବୀକୃତି ପାଇଁ ଧାରଣା ବଦଳାଇବାକୁ ହେବ
ନୂଆଦିଲ୍ଲୀ,୨୧ା୪: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠରେ ଗୁରୁବାର ତୃତୀୟ ଦିନ ପାଇଁ ଶୁଣାଣି ଜାରି ରହିଥିଲା। ବିପରୀତଲିଙ୍ଗୀ ଦୁଇ ଜୀବନସାଥୀଙ୍କ ମଧ୍ୟରେ ବିବାହ ଜରୁରୀ କି ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁବାର…
ବିକ୍ଷୋଭ ବେଳେ ପୋଲିସ ସହ ଧସ୍ତାଧସ୍ତି ମାମଲା: ୨୨ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା
କଟକ ଅଫିସ,୨୧ା୪: ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜେଲ୍ରେ ଥିବା ୨୨ ଜଣ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଭୁବନେଶ୍ୱରରେ ବିକ୍ଷୋଭ କରିବାବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇ ଯୁବମୋର୍ଚ୍ଚା ନେତାମାନେ ଗିରଫ ହୋଇଥିଲେ।…
ସମୁଦ୍ରରେ ନାବାଳକ ପ୍ରୀତମ ନିଖୋଜ ଘଟଣା: ଏସ୍ପି, ଡିଜିଙ୍କୁ ମାସେ ମହଲତ ଦେଲେ ଏନ୍ଏଚ୍ଆର୍ସି
ପାରାଦୀପ,୨୧ା୪(ସ୍ବ:ପ୍ର:): ପାରାଦୀପ ବିଜୁ ମଇଦାନ ସମୁଦ୍ରକୂଳରେ ୨୦୨୨ ମେ ୨୧ତାରିଖରେ ନାବାଳକ ପ୍ରୀତମ ଦାସ ନିଖୋଜ ହୋଇଥିଲେ। ଏହି ଘଟଣାରେ ଜଗତ୍ସିଂହପୁର ଏସ୍ପି ଓ ଡିଜିଙ୍କୁ ଏନ୍ଏଚ୍ଆର୍ସି ପକ୍ଷରୁ ମାସେ ମହଲତ ଦିଆଯାଇଛି। ଆସନ୍ତା ୨୪ ତାରିଖରେ ଏନ୍ଏଚ୍ଆର୍ସିଙ୍କ ନିକଟରେ ଏହି…
ଶାନ୍ତି ଫେରୁଛି, ନେଟ୍ ସେବା କୋହଳ
ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡିଥିଲା। ଏହା ପରଠାରୁ ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…
ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ
ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ…
ବୋମା ତିଆରିରେ ସିଦ୍ଧହସ୍ତ ଗୁଡ୍ଡୁ ମୁସ୍ଲିମ
ଲକ୍ଷ୍ନୌ,୨୧ା୪: ୨୦୨୩ ଫେବୃୟାରୀ ୨୪। ପ୍ରୟାଗରାଜର ଧୂମାନଗରରେ ରାଜୁ ପାଲ୍ ହତ୍ୟାକାଣ୍ଡର ମୁଖ୍ୟ ସାକ୍ଷୀ ଉମେଶ ପାଲ୍ଙ୍କୁ ଟାର୍ଗେଟ କରାଯାଇଥିଲା। ଗ୍ୟାଙ୍ଗ୍ଷ୍ଟର ଅତିକ୍ ଅହମ୍ମଦଙ୍କ ପୁଅ ଅସଦ ଅହମ୍ମଦ ଓ ଶାର୍ପ ଶୁଟର ଗୁଲାମ ମହମ୍ମଦ (ଏନ୍କାଉଣ୍ଟରରେ ଉଭୟେ ମୃତ) ଗୁଳି…
ସମ୍ବଲପୁରରେ ୟୁପି ପୋଲିସ ଟିମ୍କୁ ନେଇ ଚର୍ଚ୍ଚା
ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବିଭିନ୍ନ ରାଜ୍ୟରେ…

