Home

ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା ଗୋଳନ୍ଥରାରେ…

ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ପବ୍ଲିକ ଓ କମ୍ୟୁନିଟି ଟଏଲେଟଗୁଡ଼ିକ ସମ୍ମୁଖରେ…

ରିମାଣ୍ଡ ଶେଷ, ଜେଲ ଗଲେ ଗୋପାଳ

ବ୍ରଜରାଜନଗର, ୧୪ା୨(ଡି.ଏନ.ଏ.): ରିମାଣ୍ଡ ଅବଧି ସରିବା ପରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ସୋମବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିଥିଲା। ପରେ ତାଙ୍କୁ ଅଦାଲତଙ୍କ ନିର୍ଦ୍ଦେଶରେ ଝାରସୁଗୁଡ଼ା ଉପକାରାଗାରକୁ ପଠାଇ…

ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ…

ରବି ନନ୍ଦ ଅସୁସ୍ଥ

ଜୟପୁର, ୧୪।୨(ନି.ପ୍ର.):ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର…

ୟୁଏଫ୍‌ଓ: ଆମେରିକା-ଚାଇନା ମୁହାଁମୁହିଁ

ଓ୍ବାଶିଂଟନ୍‌/ବେଜିଂ ୧୪ା୨:ରହସ୍ୟଜନକ ଉଡ଼ନ୍ତା ବସ୍ତୁକୁ ନେଇ ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପର ପର୍ବ ଆରମ୍ଭ ହୋଇଛି। ଆମେରିକା ୮ ଦିନ ଭିତରେ ୪ଟି ଅଚିହ୍ନା ଉଡ଼ନ୍ତା ବସ୍ତୁ (ୟୁଏଫ୍‌ଓ)କୁ ଆକାଶରୁ ଖସାଇବା ପରେ…

‘ପିର୍‌ଭାକରନ ଜୀବିତ’

ତାଞ୍ଜାଭୁର,୧୪ା୨:ଶ୍ରୀଲଙ୍କା ସରକାର ଏଲ୍‌ଟିଟିଇ ମୁଖ୍ୟ ଭେଲୁପିଲ୍ଲାଇ ପିର୍‌ଭାକରନଙ୍କୁ ମୃତ ଘୋଷଣା କରିବାର ୧୪ ବର୍ଷ ପରେ ସେ ଜୀବିତ ଥିବା ନେଇ ତାମିଲନାଡୁର ପୂର୍ବତନ ରାଜନେତା ତଥା ବିଶ୍ୱ ତାମିଲ ମହାସଂଘର ଅଧ୍ୟକ୍ଷ ପାଝା ନେଦୁମାରାନ ସୋମବାର ଦାବି କରିଛନ୍ତି। ଲିବରେଶନ…

ହାଇସ୍କୁଲ ପାଇଁ ୬,୦୨୫ ଏଲ୍‌ଟିଆର୍‌ ଶିକ୍ଷକ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନେ ଛୁଟି, ଟ୍ରେନିଂ କିମ୍ବା ସ୍ବାସ୍ଥ୍ୟଗତ କାରଣରୁ ଅନୁପସ୍ଥିତ ରହିଲେ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ବିଷୟରେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ ହାଇସ୍କୁଲଗୁଡ଼ିକରେ ପୂର୍ବ ଅନୁମୋଦନଠାରୁ ଆଉ ୧୫ ପ୍ରତିଶତ ଅଧିକ ଶିକ୍ଷକ (ଲିଭ୍‌,…

ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି: ଦର ବଢ଼ିବ

ନୂଆଦିଲ୍ଲୀ,୧୪।୨:ଭାରତର ଖୁଚୁରା ମୁଦ୍ରାସ୍ଫୀତି ଗତ ଜାନୁୟାରୀରେ ୬.୫୨ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାକି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଧାର୍ଯ୍ୟ ସୀମାଠାରୁ ଯଥେଷ୍ଟ ଅଧିକ। ପୂର୍ବ ମାସରେ ମୁଦ୍ରାସ୍ଫୀତି ୫.୭ ପ୍ରତିଶତ ରହିଥିଲା। ପୂର୍ବ ମାସରେ ମୁଦ୍ରାସ୍ଫୀତି ୦.୪ ପ୍ରତିଶତ ହ୍ରାସ…

ରାହୁଲଙ୍କ ବିମାନ ଅବତରଣ କରିବାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୧୪।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଏବଂ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏବେ ପ୍ରୟାଗରାଜରୁ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀଙ୍କୁ ସୋମବାର ବିଳମ୍ବିତ ରାତିରେ କେରଳର ୱାୟାନାଡରୁ ପ୍ରୟାଗରାଜ ଗସ୍ତ ବାତିଲ କରିବାକୁ ପଡିଛି। ଏହି…

‘ମୋ ସହ ୨ଥର ବିଶ୍ୱାସଘାତକତା ହୋଇଛି’

ପୁଣେ,୧୪।୨: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଏକ ବଡ଼ ଖୁଲାସା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଫଡନଭୀସ କହିଛନ୍ତି, ମୋ ସହ ଦୁଇଥର ବିଶ୍ୱାସଘାତକତା କରାଯାଇଛି। ଉଦ୍ଧବ ଠାକରେ ପ୍ରଥମେ କରିଥିଲେ। ଆମେ ତାଙ୍କ ସହ ନିର୍ବାଚନ ଲଢିଥିଲୁ। ନିର୍ବାଚନ ପ୍ରଚାରରେ ପ୍ରଧାନମନ୍ତ୍ରୀ…

ବେକାର ଗଲା ପ୍ରଥମ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୪।୨: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ଦଳଗୁଡ଼ିକ ଆଦାନୀ ପ୍ରସଙ୍ଗ ଉଠାଇ ଉଭୟ ଗୃହକୁ କ୍ରମାଗତ ଭାବେ ଅଚଳ କରି ରଖିଥିଲେ। ଫଳରେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଏକପ୍ରକାର ବେକାର ଯାଇଛି। ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିପୋର୍ଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri