‘ମନ୍ଥର ହେବ ନାହିଁ ଭାରତୀୟ ଅର୍ଥନୀତି’
ନୂଆଦିଲ୍ଲୀ,୨୨ା୩: ବର୍ତ୍ତମାନ ସମୟରେ ଦେଖାଦେଇଥିତ୍ବା ବିଶ୍ୱ ଭୌଗୋଳିକ ପରିସ୍ଥିତି ସବୁ ରାଷ୍ଟ୍ର ପାଇଁ ଚିନ୍ତାର କାରଣ ପାଲିଟିଛି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଓ ମାନ୍ଦାବସ୍ଥା ଯୋଗୁ ସାରା ବିଶ୍ୱ ଏପରିକି ରାଷ୍ଟ୍ର (ଭାରତ)ରେ ମଧ୍ୟ ବିଭିନ୍ନ ପ୍ରକାର ପ୍ରଭାବ…
ପଶ୍ଚିମବଙ୍ଗ ଚାମ୍ପିୟନ, ଓଡ଼ିଶା ରନରଅପ୍
ଭୁବନେଶ୍ୱର, ୨୨ା୩(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ ପ୍ରଧାନ ମହାଲେଖାକାର ଅଡିଟ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଭାରତୀୟ ଅଡିଟ ଓ ଆକାଉଣ୍ଟ୍ସ ପୂର୍ବାଞ୍ଚଳ ହକି ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଉଦଯାପିତ ହୋଇଛି। ଏଥିରେ ପଶ୍ଚିମବଙ୍ଗ ଦଳ ଚାମ୍ପିୟନ ଏବଂ ଓଡ଼ିଶା ରନରଅପ୍ ହୋଇଛି।…
‘ଓଡ଼ିଶାରେ କ୍ରୀଡ଼ାର ସର୍ବବିଧ ଉନ୍ନତି ପାଇଁ କାର୍ଯ୍ୟ ହେଉଛି’
ଭୁବନେଶ୍ୱର, ୨୨ା୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ାର ସର୍ବବିଧ ଉନ୍ନତି ପାଇଁ କାର୍ଯ୍ୟ ହେଉଛି। ଏଥିସହ ଖେଳ ଓ ଖେଳାଳିଙ୍କ ବିକାଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍ଦର୍ଶନରେ କାର୍ଯ୍ୟକାରୀ ହେଉଛି। ୨୦୩୬ ଅଲିମ୍ପିକ୍ସ ଭାରତରେ ଆୟୋଜନ ହେବା ସମ୍ଭାବନା ରହିଛି। ଦେଶରେ…
ଓଡ଼ିଶାର ସୌନ୍ଦର୍ଯ୍ୟ ତୃତୀୟ
ଭୁବନେଶ୍ୱର,୨୨ା୩(କ୍ରୀଡ଼ା ପ୍ରତିନିଧି): ଅଲ୍ ଇଣ୍ଡିଆ ଚେସ୍ ଫେଡେରେଶନ ଫର୍ ଦି ବ୍ଲାଇଣ୍ଡ (ଏଆଇସିଏଫବି) ଆନୁକୂଲ୍ୟରେ ୧୬ତମ ଜାତୀୟ ଦୃଷ୍ଟିହୀନ ଚେସ୍ ପ୍ରତିୟୋଗିତା ଚଳିତମାସ ୧୩ରୁ ୧୮ ପର୍ଯ୍ୟନ୍ତ ମହାରାଷ୍ଟ୍ରର ଥାନେଠାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ପ୍ରତିଷ୍ଠିତ ଚେସ୍ ତାରକା ତଥା ଗତଥରର…
ରାଣୀ ରାମପାଲ୍ଙ୍କ ନାମରେ ଷ୍ଟାଡିୟମ
ନୂଆଦିଲ୍ଳୀ,୨୨ା୩(ପି.ଟି.): ଭାରତୀୟ ମହିଳା ହକି ଦଳର ଷ୍ଟାର ଖେଳାଳି ରାଣୀ ରାମ୍ପାଲଙ୍କ ନାମରେ ଏକ ହକି ଷ୍ଟାଡିୟମକୁ ନାମିତ କରାଯାଇଛି। ପ୍ରଥମ ମହିଳା ହକି ଖେଳାଳି ଭାବରେ ରାଣୀ ଏଭଳି କୃତିତ୍ୱ ହାସଲ କରିଛନ୍ତି। ଏମ୍ସିଏଫ୍ ରାଏବରେଲିକୁ ପୁନଃନାମିତ କରାଯିବା ସହିତ…
ଆର୍ସିବିକୁ ହରାଇଲା ମୁମ୍ବାଇ
ମୁମ୍ବାଇ,୨୨ା୩(ପି.ଟି.): ଆମେଲିଆ କେର୍ଙ୍କ ଘାତକ ବୋଲିଂ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ହରାଇ ଗ୍ରୁପ୍ ପର୍ଯ୍ୟାୟ ଶେଷ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଡି ଓ୍ବାଇ ପାଟିଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚକୁ ଜିତି ୮ମ୍ୟାଚରୁ ୬ ବିଜୟ ସହିତ ୧୨…
ଦିନିକିଆ କ୍ରିକେଟ ବିଶ୍ୱକପ୍ ଅକ୍ଟୋବର ୫ରୁ
ନୂଆଦିଲ୍ଲୀ, ୨୨ା୩: ଭାରତରେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍ ୨୦୨୩ ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ହେବ। ଏକ ରିପୋର୍ଟରେ ଏ ବିଷୟ ପ୍ରକାଶ ପାଇଛି। ଫାଇନାଲ ମ୍ୟାଚ୍ ଅହମଦାବାଦ୍ରେ ବିଶ୍ୱର ସର୍ବବୃହତ୍ ଷ୍ଟାଡିୟମରେ ଖେଳାଯିବ। ଖବର ଅନୁସାରେ, ଇତିମଧ୍ୟରେ…
୨୦୦ କୋଟି ଲୋକଙ୍କୁ ମିଳୁନି ପାନୀୟ ଜଳ : ଜାତିସଂଘ ରିପୋର୍ଟ…
ଜେନେଭା,୨୨।୩ : ବିଶ୍ୱରେ ଜଳ ଅଭାବ ଯୋଗୁ ବହୁ ଦେଶ ସଙ୍କଟ ଦେଇ ଗତି କରୁଛନ୍ତି। ଏହା ଯୋଗୁ ସମ୍ପୃକ୍ତ ଦେଶରେ ସମସ୍ୟା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୦ କୋଟି ଲୋକ ଅର୍ଥାତ ବିଶ୍ୱ…
ଭାରତ ସମେତ ୭ ଦେଶରେ ଭୂକମ୍ପ, ପାକିସ୍ତାନରେ ୧୩ ମୃତ-୨୦୦ରୁ ଅଧିକ ଆହତ: ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା… …
ନୂଆଦିଲ୍ଲୀ/ଇସଲାମାବାଦ/କାବୁଲ,୨୨।୩ : ଭାରତ ସମେତ ୭ ଦେଶରେ ଭୂକମ୍ପ ଅନୁଭୁତ ହୋଇଛି। ଆଫଗାନିସ୍ତାନରେ ଅଧିକ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ପାକିସ୍ତାନ, ଚାଇନା ସମେତ ଅନ୍ୟ କେତେକ ଦେଶରେ ଦୀର୍ଘ ସମୟ ଧରି କମ୍ପୁଥିଲା। ପାକିସ୍ତାନରେ ଇସଲାମାବାଦ ସମେତ ପଞ୍ଜାବ, ଖାଇବର…
ଗଜକେଶରୀ ଯୋଗରେ ହିନ୍ଦୁ ନୂଆବର୍ଷ: ଭାରତ ପାଇଁ ପ୍ରଗତିର ରାସ୍ତା ଖୋଲିବ…
ହିନ୍ଦୁ ନୂଆବର୍ଷ ଚଳିତ ୨୦୨୩ ବର୍ଷ ୨୨ ମାର୍ଚ୍ଚରୁ ଆରମ୍ଭ ହେଉଛି। ରାଜା ବିକ୍ରମାଦିତ୍ୟ ବିକ୍ରମ ସମ୍ବତ ଆରମ୍ଭ କରିଥିଲେ। ଚଳିତବର୍ଷ ହିନ୍ଦୁ ନୂଆ ବର୍ଷରେ ବିକ୍ରମ ସମ୍ବତ ୨୦୮୦ ମାର୍ଚ୍ଚ ୨୨ରୁ ଆରମ୍ଭ ହେଉଛି। ଏହା ଗଜକେଶରୀ ଯୋଗରେ ଆରମ୍ଭ…
ଚେନ୍ନାଇରେ ଶେଷ ଏକ ଦିବସୀୟ ମ୍ୟାଚ: ଟିମ୍ ଇଣ୍ଡିଆ ପାଇଁ କର ବା ମର ସ୍ଥିତି…
ଚେନ୍ନାଇ,୨୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ବୁଧବାର ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କର ବା ମର ସ୍ଥିତିରେ ଟିମ୍…
ଦୈନିକ ସଂକ୍ରମଣ ନେଇ ଆତଙ୍କ: ୨୪ ଘଣ୍ଟାରେ ୧,୧୩୩ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…
Archives


