ଅଚଳ ନୋଟ୍ ଗ୍ରହଣ ଆବେଦନର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ ଯାଇପାରିବେ…
ବଢ଼ୁଛି କାଣ୍ଡିଡା ଅରିସ୍ ଫଙ୍ଗାଲ୍ ସଂକ୍ରମଣ
ଓ୍ବାଶିଂଟନ୍,୨୨ା୩: ଆମେରିକାରେ ପ୍ରାଣଘାତୀ କାଣ୍ଡିଡା ଆରିସ୍ ଫଙ୍ଗାଲ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ସେଣ୍ଟର୍ସ ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ଶନ୍ (ସିଡିସି) ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୯ରେ ଦେଶରେ ମୋଟ ୪୭୬ କାଣ୍ଡିଡା ଅରିସ…
ସରକାରୀ ସୁବିଧା ପାଇଁ ଗର୍ଭବତୀ ନାଟକ
ମାଲକାନଗିରି,୨୨ା୩(ଡି.ଏନ୍.ଏ.): ସରକାରୀ ସୁବିଧା ପାଇବା ପାଇଁ ଗର୍ଭବତୀ ହେବା ନାଟକ କରାଯାଇଛି। ଏଭଳି ଘଟଣା ମାଲାକନଗିରି ଜିଲା ମାଥିଲି ଅଞ୍ଚଳରେ ଘଟିଛି। ମାଥିଲି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ କୋଳରୁ ଶିଶୁ ଗାଏବ ଘଟଣାର ତଦନ୍ତରୁ ଏହି ନାଟକ ଧରାପଡ଼ିଛି। ମହିଳାଙ୍କ ଅଭିଯୋଗ…
ଭାରତରେ ମାନବାଧିକାର ଉଲ୍ଲଂଘନର ଅସଂଖ୍ୟ ଦୃଷ୍ଟାନ୍ତ
ଓ୍ବାଶିଂଟନ,୨୨ା୩: ଭାରତରେ ମାନବାଧିକାର ସ୍ଥିତି ଅତ୍ୟନ୍ତ ଖରାପ ହୋଇଯାଇଛି। ଦେଶରେ ଧର୍ମୀୟ ସଂଖ୍ୟାଲଘୁ, ବିରୋଧୀ ଓ ଖବରଦାତାମାନଙ୍କୁ ଟାର୍ଗେଟ କରାଯାଉଛି ବୋଲି ଆମେରିକା ପରରାଷ୍ଟ୍ର ବିଭାଗ ପକ୍ଷରୁ ସୋମବାର ଜାରି କରାଯାଇଥିବା ବାର୍ଷିକ ରିପୋର୍ଟରେ ଦର୍ଶାଯାଇଛି। ବିଭାଗୀୟ ମୁଖ୍ୟ ଆଣ୍ଟୋନି ବ୍ଲିଙ୍କେନ୍ଙ୍କ…
ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ବୈଧ
ନୂଆଦିଲ୍ଲୀ,୨୨ା୩: ସ୍ୟାଟ୍ ଉଚ୍ଛେଦ ନେଇ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୨ରେ ଜାରି କରିଥିବା ବିଜ୍ଞପ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ସାମ୍ବିଧାନିକ ଭାବେ ବୈଧ ଦର୍ଶାଇ ବଳବତ୍ତର ରଖିଛନ୍ତି। ସ୍ୟାଟ୍ ଉଚ୍ଛେଦ ଲାଗି ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୟାଟ୍ ବାର୍ ଆସୋସିଏଶନ୍ ପକ୍ଷରୁ…
୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି ଭାରତ ସରକାର…
ନୂଆଦିଲ୍ଲୀ,୨୧।୩ : ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ ଅନୁଯାୟୀ ଭାରତ ସରକାର ୨୩ ଜଣଙ୍କୁ ଆତଙ୍କବାଦୀ ଭାବରେ ଘୋଷଣା କରିଛନ୍ତି। ଏଥି ସହିତ ସରକାର ମଧ୍ୟ ଏକ ତାଲିକା ଜାରି କରିଛନ୍ତି, ଯେଉଁଥିରେ ଲଶ୍କର୍-ଇ-ତୋଏବା ମୁଖ୍ୟ ହାଫିଜ ସଇଦ, ମୋହିଉଦ୍ଦିନ ଔରଙ୍ଗଜେବ…
ମୃତ୍ୟୁଦଣ୍ଡାଦେଶ ୨୦ ବର୍ଷ କାରାଦଣ୍ଡରେ ବଦଳିଲା…
ନୂଆଦିଲ୍ଲୀ,୨୧।୩ : ଜଣେ ସାତ ବର୍ଷର ଶିଶୁଙ୍କୁ ଅପହରଣ ଓ ହତ୍ୟା ମାମଲାରେ ତାମିଲନାଡୁର ଜଣେ ବ୍ୟକ୍ତିଙ୍କୁ ଦିଆଯାଇଥିବା ମୃତ୍ୟୁଦଣ୍ଡର ଶୁଣାଣି ସୁପ୍ରିମକୋର୍ଟ ମଙ୍ଗଳବାର କରିଛନ୍ତି। ଏହି ଘଟଣା ୨୦୦୯ ମସିହାରେ ଘଟିଥିଲା। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ହିମା…
କ୍ଲିନିକ୍-ସ୍କୁଲ ନିର୍ମାଣରେ ବାଧା ଦେଲେ ଏ ଜନ୍ମରେ ଦିଲ୍ଲୀ ଜିତି ପାରିବ ନାହିଁ: ଭାଜପାକୁ କେଜରିଓ୍ବାଲଙ୍କ କଡ଼ା ସମାଲୋଚନା…
ନୂଆଦିଲ୍ଲୀ,୨୧।୩ : ମଙ୍ଗଳବାର ବିଧାନସଭାର ବଜେଟ ଅଧିବେଶନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ସେମାନଙ୍କର ସମସ୍ୟା ହେଉଛି ଆମ ଆଦମୀ ପାର୍ଟି ଦିଲ୍ଲୀରେ ବାରମ୍ବାର ଜିତୁଛି ଏବଂ…
୪ ଜଣଙ୍କୁ ବିବାହକରି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗିରଫ
ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୧ା୩- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କାର୍ଯ୍ୟରତ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପୀନାଥ କିଷାନ ୪ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଚତୁର୍ଥ ସ୍ତ୍ରୀ ସୁନୀତା ମାଧିଆ ଓରଫ ସୁନୀତା କିଷାନଙ୍କ ଅଭିଯୋଗ ପ୍ରକାରେ କନିଷ୍ଠ…
ଉପରାଜ୍ୟପାଳଙ୍କର ଫାଇଲରେ ଲେଖିବାର ଅଧିକାର ନାହିଁ: କେଜରିଓ୍ବାଲ…
ନୂଆଦିଲ୍ଲୀ,୨୧।୩ : ଦିଲ୍ଲୀର ବଜେଟ ବନ୍ଦକୁ ନେଇ ସିଏମ କେଜ୍ରିୱାଲ କହିଛନ୍ତି ଯେ ଭିତ୍ତିଭୂମି ଅପେକ୍ଷା ବିଜ୍ଞାପନ ବଜେଟ ଅଧିକ କରାଯାଇଛି ବୋଲି କୁହାଯାଇଛି। ସେମାନେ ଅଶିକ୍ଷିତ ଲୋକଙ୍କ ଗୋଷ୍ଠୀକୁ ଉପରୁ ତଳ ପର୍ଯ୍ୟନ୍ତ ସବୁ ପଦବୀରେ ରଖିଛନ୍ତି । ୫୦୦…
ମହାତ୍ମା ଗାନ୍ଧୀଙ୍କ ନାତୁଣୀ ଉଷା ଗୋକନିଙ୍କ ପରଲୋକ…
ନୂଆଦିଲ୍ଲୀ,୨୧।୩ : ମହାତ୍ମା ଗାନ୍ଧୀଙ୍କ ନାତୁଣୀ ଉଷା ଗୋକନି ମଙ୍ଗଳବାର ମୁମ୍ବାଇରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ମଣି ଭବନର କାର୍ଯ୍ୟନିର୍ବାହୀ ସଚିବ ମେଘଶାମ ଅଜଗାଓଁକର କହିଛନ୍ତି…
ଗଡ଼କରୀଙ୍କୁ ଧମକ ଭରା ଫୋନ, ୧୦ କୋଟି ଦିଅ ନଚେତ ପରିଣାମ ପାଇଁ ପ୍ରସ୍ତୁତ ରୁହ…
ନାଗପୁର,୨୧।୩ : ମଙ୍ଗଳବାର ନାଗପୁରରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ଜଣେ ଅଜଣା ବ୍ୟକ୍ତି ଭାଜପାର ବରିଷ୍ଠ ନେତାଙ୍କୁ ତିନିଥର ଫୋନ କରି ୧୦ କୋଟି ଟଙ୍କା ନଦେଲେ ତାଙ୍କୁ କ୍ଷତି ପହଞ୍ଚାଇବାକୁ…
Archives


