Home

ଓଡ଼ିଆ ଭାଷାର ବିକାଶ ପାଇଁ ପଦକ୍ଷେପ ନିଆଯାଉନି

ରାୟଗଡା ଅଫିସ,୨୦ା୩: ଏପ୍ରିଲ ୧ ତାରିଖରେ ଓଡ଼ିଶା ଦିବସ। ବ୍ଲକଠାରୁ ଆରମ୍ଭ କରି ଜିଲା ଓ ରାଜ୍ୟସ୍ତରରେ ଏହି ଦିବସ ପାଳନ କରାଯିବ। ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଇତିମଧ୍ୟରେ ୮ଦଶନ୍ଧିରୁ ଊର୍ଦ୍ଧ୍ୱ…

୩୧ ସୁଦ୍ଧା ପୈଠ ନ ହେଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ରାୟଗଡ଼ା,୨୦ା୩(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ମଙ୍ଗଳ ବିଭାଗ ଅଧିନରେ ଚାଲିଥିବା ବିଦ୍ୟାଳୟଗୁଡିକରେ ଲକ୍ଷାଧିକ ଟଙ୍କାର ବିଦ୍ୟୁତ ବିଲ ବକେୟା ଥିଲେ ସୁଦ୍ଧା ଠିକ୍‌ ସମୟରେ ପୈଠ କରାଯାଉନାହିଁ। ମାର୍ଚ୍ଚ ୩୧ ମଧ୍ୟରେ ଏହି ବିଲ ପୈଠ କରା ନ ଗଲେ ବିଦ୍ୟୁତ୍‌ ବିଚ୍ଛିନ୍ନ…

ୱାନ ର଼୍ୟାଙ୍କ ୱାନ ପେନସନ ମାମଲା: ପ୍ରତିରକ୍ଷା ମନ୍ତ୍ରଣାଳୟର ସିଲ କଭର ରିପୋର୍ଟକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୦।୩ : ୱାନ ର଼୍ୟାଙ୍କ ୱାନ ପେନସନ (ଓଆରଓପି) ନୀତି ଅନୁଯାୟୀ ପେନସନ ଦେୟ ମାମଲାରେ ସୁପ୍ରିମକୋର୍ଟ ପ୍ରତିରକ୍ଷା ମନ୍ତ୍ରଣାଳୟର ଏସମ୍ପର୍କିତ ସିଲ ହୋଇଥିବା କଭର୍‌ ରିପୋର୍ଟ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଆମେ ସିଲ…

ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ଛାତ୍ରୀଙ୍କୁ ଧକ୍କାଦେଲା ଟ୍ରେଲର

ଚୌଦ୍ୱାର,୨୦ା୩(ଡି.ଏନ୍‌.ଏ.): ସୋମବାର ଜଣେ ଦଶମ ଶ୍ରେଣୀ ଛାତ୍ରୀ ପରୀକ୍ଷା ଦେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି। ସେ ଗୁରୁତର ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ଚୌଦ୍ୱାର ଦେଇ ଯାଇଥିବା ୫୫ ନମ୍ବର…

‘କ୍ଷମା ମାଗନ୍ତୁ ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୨୦।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କେନ୍ଦ୍ର ମନ୍ତ୍ରୀ ହରଦୀପ ପୁରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଯଦି ଜଣେ ନାଗରିକ ଦେଶ ବାହାରକୁ ଯାଆନ୍ତି ତା’ହେଲେ ତାଙ୍କର ବାକ ସ୍ବାଧୀନତା ଅଛି କିନ୍ତୁ ଏହି ସ୍ବାଧୀନତା ସହିତ…

ମୋଦି-କିଶିଦା ଭେଟ: ଦ୍ୱିପାକ୍ଷିକ ସହଯୋଗ ସହିତ ଚାଇନା କାର୍ଯ୍ୟକଳାପକୁ ଗୁରୁତ୍ୱ…

ନୂଆଦିଲ୍ଲୀ,୨୦।୩ : ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ପ୍ରତିରକ୍ଷା, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ…

ଖାକିରେ ଲାଗିଲା ଦାଗ: ଗଞ୍ଜେଇ ଚାଲାଣ କରି କନଷ୍ଟେବଳ ଗିରଫ

ମାଲକାନଗିରି,୨୦ା୩(ଡି.ଏନ୍‌.ଏ.): ପୁଣି ଜଣେ ଖାକି ବର୍ଦ୍ଧିଧାରୀ ପୋଲିସ କନଷ୍ଟେବଳ ଗଞ୍ଜେଇ ଚାଲାଣ କରି ଗିରଫ ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଥାନା ମାର୍କାପାଲ୍ଲୀଠାରେ ଜଣେ ଗଞ୍ଜେଇ ବେପାରୀ ଶରତ ଚନ୍ଦ୍ର ହନ୍ତାଳ ଗଞ୍ଜେଇ ଚାଲାଣ କରୁଥିବା ଖବର ମିଳିବା ପରେ ମାଲକାନଗିରି…

ରାହୁଲଙ୍କ ନେତୃତ୍ୱକୁ କେହି କରିବେନି ସ୍ବୀକାର: ଭାଜପା…

ନୂଆଦିଲ୍ଲୀ,୨୦।୩ : ଭାଜପା ରାଜ୍ୟସଭା ଏମ୍‌ପି ହରନାଥ ସିଂ ଯାଦବ ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ନେତୃତ୍ୱକୁ କେହି ସ୍ବୀକାର କରିବେ ନାହିଁ। କାରଣ ସେ ଜାତୀୟ ବିରୋଧୀ କାର୍ଯ୍ୟକଳାପରେ ଜଡିତ ଅଛନ୍ତି। ସେ…

ଖଲିସ୍ତାନୀଙ୍କୁ କଡ଼ା ଜବାବ: ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତ କାର୍ଯ୍ୟାଳୟରେ ବିରାଟ ତ୍ରିରଙ୍ଗା…

ଲଣ୍ଡନ,୨୦।୩ : ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତରେ ଖାଲିସ୍ତାନୀଙ୍କ ବେଆଇନ କାର୍ଯ୍ୟ ପରେ ଭାରତ ବର୍ତ୍ତମାନ ଏକ କଡ଼ା ଜବାବ ଦେଇଛି। ରବିବାର ଦିନ ଖାଲିସ୍ତାନୀମାନେ ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନଙ୍କଠାରୁ ଭାରତୀୟ ତ୍ରିରଙ୍ଗା କାଢ଼ି ଫିଙ୍ଗି ଦେଇଥିଲେ। ତେବେ, ପୂର୍ବ…

ମୋଦିଙ୍କୁ ଖୁସି କରିବା ମମତା ଦିଦିଙ୍କ ଲକ୍ଷ୍ୟ: ଅଧିର ରଞ୍ଜନ…

ନୂଆଦିଲ୍ଲୀ,୨୦।୩ : ୨୦୨୪ ନିର୍ବାଚନ ପୂର୍ବରୁ ଟିଏମସି ମୁଖ୍ୟ ମମତା ବାନାର୍ଜୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ମମତା ବାନାର୍ଜୀ କହିଛନ୍ତି, ଯଦି ରାହୁଲ ବିରୋଧୀ ଦଳର ନେତା ରହିବେ ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି…

ଆଇପିଏଲ ଉପରେ ପୁଣି କରୋନା ସଙ୍କଟ: ଖେଳାଳି ଆକ୍ରାନ୍ତ ହେଲେ ୭ ଦିନିଆ କ୍ୱାରାଣ୍ଟାଇନ…

କୋଲକାତା,୨୦।୩ : ୩୧ ମାର୍ଚ୍ଚରୁ ଆଇପିଏଲ ଆରମ୍ଭ ହେଉଛି। ଏଥିପାଇଁ ବୋର୍ଡ ସମସ୍ତ ପ୍ରସ୍ତୁତି ଚଳାଇଛି। ଆଇପିଏଲ ଦଳ ମଧ୍ୟ ପ୍ରସ୍ତୁତ ଅଛନ୍ତି। ଭାରତରେ ପଡିଆ ମଧ୍ୟ ପ୍ରସ୍ତୁତ। ଆଇପିଏଲ ୨୦୨୩ ପୂର୍ବରୁ ବୋର୍ଡର ଚିନ୍ତା ବଢ଼ିଚାଲିଛି। କାରଣ ଦେଶରେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri