Home

‘ଭୋଗକୁ ନେଇ ଅପପ୍ରଚାର ଏକ ହୀନ ଉଦ୍ୟମ’

ରଘୁନାଥପୁର,୧୭।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ମହିମା ଅବର୍ଣ୍ଣନୀୟ। ପୀଠ ପକ୍ଷରୁ ନିଲାମ ଦିଆଯାଇଥିବା ଭୋଗ ଦୋକାନରେ ନିମ୍ନମାନର ଭୋଗ ବିକ୍ରୟ ହେଉଥିବା ଏବଂ ଏହାକୁ କିଣୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଅନେକେ ନିକଟସ୍ଥ ପୋଖରୀରେ…

ପୁଣି କରୋନା ଆତଙ୍କ: ୬୦ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଦୁର୍ଦ୍ଦଶାରେ ସୁବୁଦ୍ଧିପଲି ବାଉଁଶ କାରିଗର

ଧରାକୋଟ,୧୭।୪(ଡି.ଏନ୍‌.ଏ.):ଧରାକୋଟ ବ୍ଲକର ମାଣିକପୁର ପଞ୍ଚାୟତ ଅନ୍ତର୍ଗତ ସୁବୁଦ୍ଧି ପଲି ଗ୍ରାମରେ ୨୪ ଗୋଟି ମେଦିରି ସମ୍ପ୍ରଦାୟର ପରିବାର ବାସକରନ୍ତି। ସମ୍ବଳ କହିଲେ ବାଉଁଶରେ ତିଆରି ବିଭିନ୍ନ ପ୍ରକାର ସାମଗ୍ରୀ ବିକ୍ରି କରି ପରିବାର ପ୍ରତି ପୋଷଣ କରିବା। ରାତି ପାହିଲେ ନିକଟସ୍ଥ…

ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନି, ପ୍ରତିବାଦରେ ରାସ୍ତା ଅବରୋଧ

ଢେଙ୍କାନାଳ ଅଫିସ,୧୭ା୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟ ଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଥିବାରୁ ପ୍ରତିବାଦରେ ସୋମବାର ସକାଳ ୮ ଟାରୁ ୯ଟା ପର୍ଯ୍ୟନ୍ତ ଢେଙ୍କାନାଳ କଲେଜ…

ଭାଜପାକୁ ଝଟକା: କଂଗ୍ରେସ ଶିବିରରେ ଜଗଦୀଶ ଶେଟାର..

ବେଙ୍ଗାଲୁରୁ,୧୭।୪ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟାର କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କୁ ଦଳର ସଦସ୍ୟତା ପ୍ରଦାନ କରିଛନ୍ତି। ଶେଟାର ରବିବାର ଭାଜପାରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଆଲୋଚନା ହେଉଥିଲା ଯେ ଶେଟାର କଂଗ୍ରେସରେ…

୨ ନଡ଼ିଆ ଭୋଗ ପାଇଁ ୫ଶହ ଟଙ୍କା ଦକ୍ଷିଣା

ନୟାଗଡ଼ ଅଫିସ/ଓଡ଼ଗାଁ,୧୭।୪(ସ୍ବ.ପ୍ର.)ନୟାଗଡ଼ ଜିଲା ଓଡ଼ଗାଁର ରଘୁନାଥ ମନ୍ଦିରରେ ୨ଟି ନଡ଼ିଆ ଭୋଗ କରିବା ପାଇଁ ଭକ୍ତଙ୍କୁ ୫୦୦ ଟଙ୍କା ଦକ୍ଷିଣା ବାବଦରେ ମଗାଯାଇଥିବା ଅଭିଯୋଗ ହୋଇଛି । ଭକ୍ତ ୩୦୦ ଟଙ୍କା ଯାଚିବା ଓ ୫୦୦ ଟଙ୍କା ଦେଇ ପାରିବ ନାହିଁ…

ରାସ୍ତା କାର୍ଯ୍ୟରେ ଅନିୟମିତତା

କାଳିଆପାଣି,୧୭ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଟମକା-ମଙ୍ଗଳପୁର ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଫଳରେ ରାସ୍ତା ନିର୍ମାଣ ହେବାର ୬ ମାସ ନ ପୂରୁଣୁ ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେଲାଣି। ଏହାକୁ ନେଇ…

ମେଡିକାଲ, ଇଞ୍ଜିନିୟରିଂରେ ନାମ ଲେଖାଇବା ନାଁରେ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ

ବାଲେଶ୍ୱର ଅଫିସ,୧୭ା୪: ମେଡିକାଲ, ଇଞ୍ଜିନିୟରିଂ ସିଟ୍‌ରେ ସହଜରେ ନାମ ଲେଖାଇଦେବାର ସ୍ବପ୍ନ ଦେଖାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରି ଧରାପଡିଛନ୍ତି ୨ଜଣ ଆନ୍ତଃ ରାଜ୍ୟ ଦଲାଲ। ଏମାନେ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ନାମ ଲେଖାଇଦେବାର ପ୍ରତିଶ୍ରୁତି ଦେଇ…

‘ଏଜୁକେଶନ ୱାଲର୍‌ଡ’ ଜାତୀୟ ପତ୍ରିକାରେ ଓଡ଼ିଶାର ୧୦ ମହାବିଦ୍ୟାଳୟ

ବାଲେଶ୍ୱର ଅଫିସ,୧୭ା୪: ଏଜୁକେଶନ ୱାଲର୍‌ଡ ଜାତୀୟ ପତ୍ରିକାରେ ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ସମେତ ରାଜ୍ୟର ୧୦ ମହାବିଦ୍ୟାଳୟ ସ୍ଥାନ ପାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ଭାରତର ବିଭିନ୍ନ ଶିକ୍ଷାନୁଷ୍ଠାନ ସମ୍ପର୍କରେ କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ଶିକ୍ଷାନୁଷ୍ଠାନଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ, ଶିକ୍ଷା ବ୍ୟବସ୍ଥାରେ…

ପଞ୍ଚଲିଙ୍ଗେଶ୍ୱର ସଂରକ୍ଷିତ ଜଙ୍ଗଲରେ ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ

ନୀଳଗିରି,୧୭ା୪(ସ୍ବ.ପ୍ର.): ଓଡ଼ିଶାରେ ପ୍ରଥମ କରି ବାଲେଶ୍ୱର ଜିଲା ପଞ୍ଚଲିଙ୍ଗେଶ୍ୱରର ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ। ଏହାକୁ ବିଶିଷ୍ଟ ପକ୍ଷୀବିତ୍‌ ଓ କୁଲଡ଼ିହା ଗାଇଡ୍‌ ମନୋରଞ୍ଜନ ଦାସ ଚିହ୍ନଟ କରିଛନ୍ତି। ଏହି ପକ୍ଷୀର ଉଭୟ ପୁରୁଷ ଓ…

ଟାଙ୍ଗରା ଭୂଇଁରେ ସବୁଜ ବଳୟ

ଚମ୍ପୁଆ,୧୭ା୪(ଡି.ଏନ.ଏ.): ଇଚ୍ଛା ଶକ୍ତି ଥିଲେ ଅସାଧ୍ୟ କାର୍ଯ୍ୟ ବି ସାଧନ ହୋଇପାରିବ। ଦିନେ ଯେଉଁ ସ୍ଥାନରେ ଦୂବ କଅଁଳୁ ନ ଥିଲା, ସେଠାରେ ଏବେ ସବୁଜ ବଳୟ ହୋଇଛି। ପାଣି ଅଭାବ ଓ ଅନ୍ୟାନ୍ୟ ଅସୁବିଧା ଯୋଗୁ ଚାଷୀ ଚାଷଠାରୁ ଦୂରେଇ…

ମେଡିକାଲରେ ନର୍ସ ଟଙ୍କା ମାଗୁଥିବା ଅଭିଯୋଗ

ପୋଲସରା,୧୭ା୪: ସରକାରୀ ମେଡ଼ିକାଲରେ ଗର୍ଭବତୀଙ୍କଠାରୁ ଜୋର ଜବରଦସ୍ତି ନର୍ସ ଟଙ୍କା ମାଗୁଛନ୍ତି। ନହେଲେ ଶିଶୁକୁ ଛାଡ଼ିବୁ ନାହିଁ ବୋଲି ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଜଣେ ଗର୍ଭବତୀ ମହିଳା। ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏପରି ଘଟଣା ଘଟୁଥିବା ଅଭିଯୋଗ ଆଣିଛନ୍ତି ଡିମ୍ବିରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?