ଭାରତକୁ ୧୦ ଉଇକେଟ୍ରେ ପରାସ୍ତ କଲା ଅଷ୍ଟ୍ରେଲିଆ
ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ ଜିତିଥିଲା।…
ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…
ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା ଉଠାଇବାରେ…
ଭାରତ ଆମର ପ୍ରକୃତ ବନ୍ଧୁ: ବାଂଲାଦେଶ ପ୍ରଧାନମନ୍ତ୍ରୀ
ଢାକା,୧୯।୩: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି। ଶେଖ…
ମନ ମୋହୁଛି ଆକର୍ଷଣୀୟ ଓ୍ବାଟର ପାର୍କ
ଗଞ୍ଜାମ,୧୯ା୩(ଡି.ଏନ୍.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରଠାରେ ପ୍ରଥମ ଥର ପାଇଁ ଶନିମନ୍ଦିରଠାରେ ଆକର୍ଷଣୀୟ ପଥରରେ ନିର୍ମିତ ଗଣେଶଙ୍କ ମୂର୍ତ୍ତି ବଡ଼ ବଜାର ଭାରତୀ ବିଦ୍ୟାପୀଠଠାରେ ରଙ୍ଗୀନ ଓ୍ବାଟର ପାର୍କ ଏବଂ ଜୟଶ୍ରୀ ଛକ ତ୍ରିବେଣୀ ମଠ ଛକଠାରେ…
ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର
ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ…
ଋଷିକୂଲ୍ୟାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ
ପୁରୁଷୋତ୍ତମପୁର,୧୯ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀ ପୂର୍ଣ୍ଣ ପ୍ରତାପୁର ଋଷିକୂଲ୍ୟାର ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହା ବାରୁଣୀ ସ୍ନାନ ଅବସରରେ ହଜାର ହଜାର ଭକ୍ତ ବୁଡ଼ ପକାଇଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି ଶ୍ରାଦ୍ଧ କରିବା ସହ ମୃତ…
ପୁଣି ତାଇଓ୍ବାନ ଅଞ୍ଚଳରେ ପଶିଲା ଚାଇନା
ତାଇପେ,୧୯ା୩: ଚାଇନା ପୁଣି ଥରେ ତାଇଓ୍ବାନରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଛି। ତାଇଓ୍ବାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ମାର୍ଚ୍ଚ ୧୭ରୁ ୧୮ମଧ୍ୟରେ ଅତି କମ୍ରେ ୨୬ଟି ଚାଇନା ସାମରିକ ବିମାନ ଏବଂ ୪ଟି ନୌସେନା ଜାହାଜ ଚିହ୍ନଟ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ…
ଚାଇନା ବିମାନ କମ୍ପାନୀ ବିରୋଧରେ କଟକଣା ଜାରି କରିବାକୁ ଆମେରିକାର ଯୋଜନା…
ଓ୍ବାଶିଂଟନ,୧୯।୩ : ଆମେରିକାର ପରିବହନ ବିଭାଗ ଚାଇନାର ବିମାନ ଚଳାଚଳ କମ୍ପାନୀଙ୍କ ଦ୍ୱାରା ରୁଷିଆର ବାୟୁସେନାର ବନ୍ଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନର ତିନିଜଣ ଅଧିକାରୀ ନ୍ୟୁୟର୍କ ଟାଇମ୍ସକୁ ଏହି ସୂଚନା ଦେଇଛନ୍ତି।…
ଭାରତ ୧୧୭ ରନ୍ରେ ଅଲଆଉଟ୍
ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ୧୧୭ ରନ୍ରେ ଅଲଆଉଟ୍ ହୋଇଯାଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍ର ବିଜୟ ଲକ୍ଷ୍ୟ ମିଳିଛି। ଟସ…
ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ୧୧୭ରେ ଅଲଆଉଟ…
ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…
ବିଚାରପତିଙ୍କୁ ମିଳୁଛି ଧମକ-ସୁପ୍ରିମକୋର୍ଟଙ୍କୁ ନିଜ ପକେଟରେ ରଖିବାକୁ ଉଦ୍ୟମ: ଆଇନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ସଞ୍ଜୟ…
ମୁମ୍ବାଇ,୧୯।୩ : ଉଦ୍ଧବ ଠାକରେ ଦଳର ଏମ୍ପି ସଞ୍ଜୟ ରାଉତ ଭାଜପା ସରକାରଙ୍କୁ ରବିବାର କଡ଼ା ସମାଲୋଚନା କରଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ମଧ୍ୟ ସୁରକ୍ଷା କରିଛନ୍ତି। ବିରୋଧୀ ଦଳର ନେତାଙ୍କୁ ସରକାରଙ୍କ ବିରୋଧରେ କହିବାକୁ ଅନୁମତି ଦିଆଯାଉ ନାହିଁ…
କଂଗ୍ରେସ ଭଳି ଭାଜପା ମଧ୍ୟ ହେବ ଶେଷ: ଅଖିଳେଶ …
କୋଲକାତା,୧୯।୩ : ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରମୁଖ ବିରୋଧୀ ଦଳ ଶାସକ ଭାରତୀୟ ଜନତା ଦଳକୁ କ୍ଷମତାରୁ ହଟାଇବା ପାଇଁ ଏକ ବଡ ରାଜନୈତିକ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପ୍ରୟାସରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…
Archives


