Home

ସୋମବାର କିଶିଦାଙ୍କ ଭାରତ ଗସ୍ତ…

ଟୋକିଓ/ନୂଆଦିଲ୍ଲୀ,୧୯।୩ : ସୋମବାର ଠାରୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକ୍ରମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଧ୍ୟାନ କେନ୍ଦ୍ରିତ କରିବେ ବୋଲି କୁହାଯାଉଛି। ମାର୍ଚ୍ଚ ୨୦୨୨ ରେ ଭାରତ ଏବଂ ଜାପାନ ମଧ୍ୟରେ ଶେଷ ହୋଇଥିବା…

କଂଗ୍ରେସ ବିନା ବିରୋଧୀ ମେଣ୍ଟ ଅସମ୍ଭବ: ଜୟରାମ ରମେଶଙ୍କ ୫ ଉତ୍ତର…

ନୂଆଦିଲ୍ଲୀ,୧୯।୩ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତି ନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ଚଳିତ ଅଧିବେଶନରେ ଟିଏମସି, କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଠାରୁ ଅଲଗା ଠିଆ ହୋଇଥିବା ଜଣାପଡିଛି। କେବଳ ଏତିକି ନୁହେଁ, ଟିଏମ୍‌ସି ଏବଂ ସମାଜବାଦୀ…

ଏପ୍ରିଲ-ଫେବୃଆରୀରେ ବିଦ୍ୟୁତ ଚାହିଦାରେ ୧୦ ପ୍ରତିଶତ ବୃଦ୍ଧି: ଛୁଇଁଲା ୧୩୭୫ ବିଲିୟନ ୟୁନିଟ…

ନୂଆଦିଲ୍ଲୀ,୧୯।୩ : ଚଳିତ ଆର୍ଥିକ ବର୍ଷରେ ଏପ୍ରିଲ-ଫେବୃଆରୀ ମଧ୍ୟରେ ଭାରତରେ ବିଦ୍ୟୁତ ଚାହିଦା ୧୦ ପ୍ରତିଶତ ବୃଦ୍ଧି ହୋଇ ୧୩୭୫.୫୭ ବିଲିୟନ ୟୁନିଟ ରେ ପହଞ୍ଚିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ ବିଦ୍ୟୁତ୍ ଯୋଗାଣଠାରୁ ଏହି ସଂଖ୍ୟା ଅଧିକ । ସରକାରୀ…

ଇଶାନ-ଶାର୍ଦ୍ଦୁଳ ବାଦ, ଫେରିଲେ ରୋହିତ-ଅକ୍ଷର

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ବିଶାଖାପାଟଣାର ଡା ଓ୍ବାଇ ଏସ୍‌ ରାଜଶେଖର ରେଡ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ ଦୁଇଟି…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ସମସ୍ତ ୨୮୮ ଆସନରେ ଭାଜପା-ଶିନ୍ଦେ ନେତୃତ୍ୱାଧୀନ ଶିବସେନା କରିବେ ପ୍ରତିଦ୍ୱନ୍ଦ୍ୱିତା…

ମୁମ୍ବାଇ,୧୯।୩ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଅନ୍ୟ ସହଯୋଗୀ ଦଳ ରାଜ୍ୟର ସମସ୍ତ ୨୮୮ ବିଧାନସଭା ଏବଂ ୪୮ ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା…

ଇକ୍ୱାଡୋର ପରେ ତାଜିକିସ୍ତାନରେ ଭୂକମ୍ପ

ଦୁଶାନ୍‌ବେ,୧୯ା୩: ଇକ୍ୱାଡୋର୍‌ ପରେ ରବିବାର ତାଜିକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (ଏନ୍‌ସିଏସ) ଏନେଇ ସୂଚନା ଦେଇଛି। ଏନ୍‌ସିଏସ୍‌ ଅନୁଯାୟୀ, ୧୭୦ କିଲୋମିଟର ଗଭୀରରେ ଏହି ଭୂକମ୍ପ…

‘ଡିଜେ ଆଜେକ୍ସ’ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଲୋକପ୍ରିୟ ଓଡ଼ିଆ ଡିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖାରବେଳନଗରସ୍ଥିତ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପରିବାରଲୋକଙ୍କଠାରୁ ମିଳିଥିବା ସୂଚନା…

ଝଡ଼ବର୍ଷାରେ ଭାଙ୍ଗିଲା ଅନେକ ଘର, ଉଡ଼ିଲା ଛପର

ପଟାଙ୍ଗି,୧୯ା୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଗତ ୪ ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ…

‘ମୋତେ ଜାଣିଶୁଣି ଟାର୍ଗେଟ କରାଯାଉଛି’

ଓ୍ବାଶିଂଟନ,୧୯ା୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍‌ଶୀଘ୍ର ଗରିଫ ହେବେ। ଆସନ୍ତା ୨୧ରେ ସେ ଗିରଫ ହେବେ ବୋଲି ଆଶଙ୍କା କରାଯାଉଛି। ଏକଥା ନିଜେ ଟ୍ରମ୍ପ ବି ଘୋଷଣା କରିସାରିଛନ୍ତି। ତେବେ ଟ୍ରମ୍ପଙ୍କ ଉପରେ ଏହି ମାମଲା ପର୍ନ ଷ୍ଟାର…

ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସୂଚନାନୁଯାୟୀ,ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ।…

ଟସ ଜିତିଲା ଅଷ୍ଟ୍ରେଲିଆ: ବୋଲିଂ ନିଷ୍ପତ୍ତି…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…

ସମଲିଙ୍ଗୀ ଦମ୍ପତିଙ୍କ ପିଲାଙ୍କ ଜନ୍ମ ପଞ୍ଜୀକରଣରେ ନିଷେଧାଦେଶ

ରୋମ୍‌,୧୯ା୩: ୟୁରୋପୀୟ ଦେଶ ଇଟାଲୀରେ ସମଲିଙ୍ଗୀ ଦମ୍ପତିଙ୍କ ଉପରେ ହୋଇଥିବା ନିଷ୍ପତ୍ତିକୁ ନେଇ ସରକାରଙ୍କୁ ଦୃଢ଼ ବିରୋଧ କରାଯାଉଛି। ସମଲିଙ୍ଗୀ ଦମ୍ପତିଙ୍କ ପିଲାମାନଙ୍କର ଜନ୍ମ ପଞ୍ଜୀକରଣକୁ ନିଷିଦ୍ଧ କରିବା ପାଇଁ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନିର୍ଦ୍ଦେଶ ଜାରି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri