Home

୨୩ ତମ ମ୍ୟାଚରେ ଜିଟି-ଆରଆର ମୁହାଁମୁହିଁ…

ଅହମଦାବାଦ,୧୬।୪ : ଆଇପିଏଲ ସିରିଜ ୧୬ର ୨୩ତମ ମ୍ୟାଚ ରବିବାର ସନ୍ଧ୍ୟା ସାଢ଼େ ୭ଟାରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଉଭୟ ଦଳ ଗତ ବର୍ଷର ଫାଇନାଲିଷ୍ଟ ହୋଇଥିବାରୁ ଉଭୟଙ୍କ ମଧ୍ୟରେ…

ଅଙ୍ଗନଓ୍ବାଡି କେନ୍ଦ୍ରରେ ସକାଳ ୭ରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ ପର୍ଯ୍ୟନ୍ତ ଚାଲିବ। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକର ସମୟ…

ଅସଦଙ୍କୁ ହତ୍ୟା କରିବାର କ’ଣ କାରଣ ଥିଲା: କପିଲ ସିବଲ…

ନୂଆଦିଲ୍ଲୀ,୧୬।୪ : ଅତିକ ଅହମ୍ମଦଙ୍କ ପୁଅ ଅସଦଙ୍କ ଏନକାଉଣ୍ଟର ଉପରେ ପ୍ରଶ୍ନ ଉଠାଇ ରାଜ୍ୟସଭା ଏମପି କପିଲ ସିବଲ କହିଛନ୍ତି ଯେ ୧୯ ବର୍ଷ ବୟସର ଜଣେ ଯୁବକ କିପରି ଦେଶର ସୁରକ୍ଷା ପ୍ରତି ବିପଦ ହୋଇପାରେ? ଯଦି ଆପଣ ତାଙ୍କୁ…

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ମୁମ୍ବାଇ,୧୬।୪ : ଆଇପିଏଲ ସିରିଜ ୧୬ର ୨୨ତମ ମ୍ୟାଚ ରବିବାର ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ମଧ୍ୟରେ ଖେଳାଯାଉଛି। ଏମଆଇ ଟସ ଜିତି ପ୍ରଥମେ ବୋଲିଂ…

ପୋଲିସ ଉପସ୍ଥିତିରେ ହେଉଛି ହତ୍ୟା, ଯୋଗୀଙ୍କ ଶାସନରେ ଆଇନ ଶୃଙ୍ଖଳା ନେଇ ସଞ୍ଜୟଙ୍କ ପ୍ରଶ୍ନ…

ମୁମ୍ବାଇ,୧୬।୪ : ପୋଲିସର ଉପସ୍ଥିତିରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଆଶରଫଙ୍କ ହତ୍ୟା ବିଷୟରେ ଅନେକ କଥା କୁହାଯାଉଛି। ବିଭିନ୍ନ ରାଜନେତା ମଧ୍ୟ ଏହା ଉପରେ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଶିବସେନା (ଉଦ୍ଧବ ଠାକରେ) ନେତା ସଞ୍ଜୟ ରାଉତ…

ଏମିତି ନିମନ୍ତ୍ରଣ କାର୍ଡ ଦେଖି ଅତିଥି ଆଶ୍ଚର୍ଯ୍ୟ, ଯିବେ କି ନାହିଁ ପଡ଼ିଲେ ଦ୍ୱନ୍ଦ୍ୱରେ

ଯେତେବେଳେ ବି କେହି ବିବାହ କରନ୍ତି, ସବୁକିଛି ସିଦ୍ଧ ଏବଂ ଅନନ୍ୟ କରିବା ପାଇଁ ସମସ୍ତ ପ୍ରୟାସ କରାଯାଏ। ମାସମାସ ଧରି ପରିଶ୍ରମ କରାଯାଇଥାଏ। ବରକନ୍ୟାଙ୍କ ଡ୍ରେସ କିଣିବାଠାରୁ ଆରମ୍ଭ କରି ସବୁକିଛି ସ୍ବତନ୍ତ୍ର ଭାବରେ ବଛା ଯାଇଥାଏ। ଯଦି ଏଥିରେ…

ମାନହାନୀ ମାମଲାରେ କେଜରିଓ୍ବାଲ-ସଞ୍ଜୟ ସିଂଙ୍କୁ ସମନ…

ଅହମଦାବାଦ,୧୬।୪ : ଅହମଦାବାଦ କୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ଏଏପି ନେତା ସଞ୍ଜୟ ସିଂଙ୍କୁ ସମନ ଜାରି କରିଛନ୍ତି। ଏକ ମାନହାନି ମାମଲାରେ ଏହି ସମନ ଜାରି କରାଯାଇଛି। ବାସ୍ତବରେ ଗୁଜରାଟ ବିଶ୍ୱବିଦ୍ୟାଳୟ ଅଭିଯୋଗରେ ଦର୍ଶାଇଛି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସବୁଠୁ ଛୋଟ ସାଇକେଲ

ସାଇକେଲ ତ ଜୀବନରେ ସମସ୍ତେ ଚଲାଇଥିବେ। ଏହାକୁ ଚଳାଇବା ଶରୀର ପାଇଁ ଯେମିତି ଉପକାରୀ ପରିବେଶ ପାଇଁ ମଧ୍ୟ ଏହା ସେତିକି ଉପକାରୀ। ସେଥିପାଇଁ ତ ସାଇକେଲ ଚଳାଇବାକୁ ଆଜିକାଲି ଅଧିକରୁ ଅଧିକ ପ୍ରୋତ୍ସାହିତ କରାଯାଉଛି। ଏହାକୁ ନଜରରେ ରଖି ସାଇକେଲ…

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ସକ୍ରିୟ ମାମଲା ୬୦ ହଜାର ମୁହାଁ…

ନୂଆଦିଲ୍ଲୀ, ୧୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଆଖିରେ ପଟି ବାନ୍ଧି ଫୁଟବଲ୍‌ ଖେଳ

ସାରା ପୃଥିବୀରେ ଫୁଟବଲ୍‌ ଏକ ଲୋକପ୍ରିୟ ଖେଳ। ଏହାର ଫ୍ୟାନ୍‌ ସବୁଠି ଅଛନ୍ତି। ଏମିତିକି ଏହି ଖେଳପ୍ରତି ଭଲ ପାଇବା ଦିନକୁ ଦିନ ବଢିବାରେ ବି ଲାଗିଛି। ତେଣୁ ଦୃଷ୍ଟିହୀନମାନେ ବି ଏହି ଖେଳ ଖେଳିବାକୁ ଆଗେଇ ଆସିଛନ୍ତି। ଫଳରେ ବ୍ଲାଇଣ୍ଡ…

ସୁଟ୍‌ ବୁଟ୍‌ ପିନ୍ଧି ପାହାଡ ଚଢା

ପାହାଡ ଚଢାଳୀଙ୍କୁ ଉପଯୁକ୍ତ ପୋଷାକ ସହ ଅନେକ ସାବଧାନତା ଅବଲମ୍ବନ କରିବାକୁ ହୁଏ। ଅନେକ ପାହାଡଚଢା ସରଞ୍ଜାମ ବି ଧରିବାକୁ ହୁଏ। କାରଣ ଏସବୁ ବିନା ପାହାଡ ଚଢିବା ବିପଜ୍ଜନକ ହୋଇପାରେ। ତେବେ ଜାପାନର ନୋବୁତାକା ସାଦା ନାମକ ଜଣେ ବ୍ୟକ୍ତିଙ୍କୁ…

ଓ୍ବାଙ୍ଖେଡେରେ ଏମଆଇ-କେକେଆର ଲଢ଼େଇ…

ମୁମ୍ବାଇ,୧୬।୪ : ଆଇପିଏଲ ୨୦୨୩ରେ ରବିବାର ଦୁଇଟି ମ୍ୟାଚ ଖେଳାଯିବ। ପ୍ରଥମ ତଥା ଆଇପିଏଲର ୨୨ ତମ ମ୍ୟାଚ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମଧ୍ୟରେ ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?