Home

ଆମକୁ ଦେଶଭକ୍ତି ପାଠ ପଢ଼ାନ୍ତୁ ନାହିଁ ଦେଶ ବିରୋଧୀ: ଖାର୍ଗେ

ନୂଆଦିଲ୍ଲୀ,୧୮ା୩: ଲଣ୍ଡନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଗଣତନ୍ତ୍ର ଉପରେ ଦେଇଥିବା ମନ୍ତବ୍ୟକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ଦଳର ଅନେକ ନେତା ସମାଲୋଚନା କରିଛନ୍ତି। ଏହାର ଜବାବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି,…

ନୂଆ ସାମ୍ମୁଖ୍ୟ ଗଢ଼ିବେ ମମତା, ଅଖିଳେଶ

କୋଲକାତା, ୧୮ା୩: ଭାଜପା ଏବଂ କଂଗ୍ରେସଠାରୁ ସମଦୂରତ୍ୱ ରକ୍ଷା କରି ନୂଆ ସାମ୍ମୁଖ୍ୟ ଗଠନ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତ୍ରୀ ମମତା ବାନାର୍ଜୀ ଏବଂ ସମାଜାବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ନିଷ୍ପତ୍ତି…

ଚାଇନା ଏବେ ପର୍ଯ୍ୟନ୍ତ କାହିଁକି ଦେଉନାହିଁ କରୋନା ଡାଟା: ଡବ୍ଲୁଏଚଓ

ଜେନେଭା,୧୮ ।୩: ସାରା ବିଶ୍ୱରେ ୨୦୨୦ରେ କୋଭିଡ ମହାମାରି ପାଦ ରଖିଥିଲା । ଏହି ମାରାତ୍ମକ କରୋନା ଜୀବଣୁ ପ୍ରଥମେ ଚାଇନାର ଉହାନ ସହରରେ ମିଳିଥିଲା । ତିନିବର୍ଷ ପରେ ଦ ନ୍ୟୁୟର୍କସ ଟାଇମ୍ସରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱ…

ସିଜେଆଇଙ୍କୁ ଅନ୍‌ଲାଇନ ଟ୍ରୋଲିଂ

ନୂଆଦିଲ୍ଲୀ,୧୮ା୩: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ସୋସିଆଲ ମିଡିଆରେ ଟାର୍ଗେଟ କରି ଟ୍ରୋଲ କରୁଥିବା ଅଭିଯୁକ୍ତମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ବିରୋଧୀ ଦଳର ୧୩ ଜଣ ନେତା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ରାଜ୍ୟ ସଭାର…

ରାକୁନ୍‌ କୁକୁରଠାରୁ କୋଭିଡ୍‌ର ଉତ୍ପତ୍ତି

ନୂଆଦିଲ୍ଲୀ,୧୮ା୩: ଚାଇନାର ଉହାନ ମାର୍କେଟରୁ ରାକୁନ୍‌ ନାମକ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ଲୋମଶ କୁକୁରଠାରୁ ମାରାତ୍ମକ କୋଭିଡ୍‌-୧୯ ମହାମାରୀର ଉତ୍ପତ୍ତି ହୋଇଥିଲା ବୋଲି ଭୂତାଣୁ ବିଶେଷଜ୍ଞମାନଙ୍କର ଏକ ଅନ୍ତର୍ଜାତୀୟ ଟିମ୍‌ ଜାଣିବାକୁ ପାଇଛନ୍ତି। ମହାମାରୀକୁ ୩ ବର୍ଷ ହୋଇଥିବାବେଳେ ଏହାର ଉତ୍ପତ୍ତି…

ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ୧୦୦ରୁ ୧୧୫ ନମ୍ବର ରଖିଲେ ଛାତ୍ରୀଛାତ୍ର

ମୁମ୍ବାଇ, ୧୮ା୩: ମୁମ୍ବାଇ ୟୁନିଭର୍ସିଟି (ଏମ୍‌ୟୁ)ର ପଞ୍ଚମ ସେମିଷ୍ଟର ଗଣିତ ପରୀକ୍ଷାରେ ୬ ଜଣ ଛାତ୍ରୀଛାତ୍ର ପୂରା ନମ୍ବରଠାରୁ ଅଧିକ ରଖିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗଣିତ ପରୀକ୍ଷାରେ ମୋଟ ନମ୍ବର ୧୦୦ ଥିବାବେଳେ ୪ ଜଣ ପିଲା ୧୧୫ ଏବଂ…

ପିଏମ୍‌ଓ ଅଫିସର ପରିଚୟ ଦେଇଥିବା ଗୁଜରାଟ ଠକ ଗିରଫ

ଶ୍ରୀନଗର, ୧୮ା୩: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ର ବରିଷ୍ଠ ପଦାଧିକାରୀ ପରିଚୟ ଦେଇ ୩ ଥର କଶ୍ମୀର ଉପତ୍ୟକାକୁ ଗସ୍ତ କରିଥିବା ଗୁଜରାଟର ଠକ କିରନ ପଟେଲଙ୍କୁ ଗତ ୩ ତାରିଖରେ ସୁରକ୍ଷା ବଳ ଗିରଫ କରିଛି। ତାଙ୍କ ଗସ୍ତ ବେଳେ କଡ଼ା…

ଇତିହାସକୁ ଭୁଲି ଜାପାନ-ଦକ୍ଷିଣ କୋରିଆ ସୁରକ୍ଷା ସମ୍ପର୍କ ସୁଧାରିବାକୁ ହେଲେ ସହମତ

ଟୋକିଓ,୧୮ ।୩: ଜାପାନ ଓ ଦକ୍ଷିଣ କୋରିଆ ମଧ୍ୟରେ ଦୀର୍ଘଦିନ ପରେ ଶିଖର ସମ୍ମିଳନୀ ଅବସରରେ ଉଭୟ ଦେଶ ମଧ୍ୟରେ ନିୟମିତ ଗସ୍ତ ଆରମ୍ଭ କରିବାକୁ ଏବଂ ବାଣିଜ୍ୟ ବିବାଦର ସମାଧାନ ପାଇଁ ପଦକ୍ଷେପ ନେବାକୁ ସହମତ ହୋଇଛନ୍ତି । ଦୀର୍ଘଦିନ…

ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ, ୧୮ା୩(ପି.ଟି.): ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ବାଧ୍ୟତାମୂଳକ ମତଦାନ ଲାଗି କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। କାହାକୁ…

ରାସ୍ତାରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି

କୋଲ୍ଲମ, ୧୮ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ପ୍ରଥମ ଥର ପାଇଁ କେରଳ ଗସ୍ତ କରିଥିଲେ। ସେ ପୂର୍ବାହ୍ନରେ କୋଲ୍ଲମ ଜିଲାର ଅମୃତପୁରୀ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଉଥିବାବେଳେ କରୁଣାଗପ୍ପଲ୍ଲୀ ରାସ୍ତାକଡ଼ରେ କେତେଜେଣ ସ୍କୁଲ ପିଲା ତାଙ୍କୁ…

ମୋଦିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ, ୧୮ା୩: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପରିବାର ତାଙ୍କ ସାଜ୍ଞା କାହିଁକି ବ୍ୟବହାର କରୁ ନାହାନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ। ଏଥିପାଇଁ କଂଗ୍ରେସ ନେତା କେ.ସି. ବେଣୁଗୋପାଳ ଶୁକ୍ରବାର ମୋଦିଙ୍କ ବିରୋଧରେ ରାଜ୍ୟ ସଭା ଅଧ୍ୟକ୍ଷ…

ଶୀତଳ ଭଣ୍ଡାର ଭୁଶୁଡ଼ିବା ଘଟଣାରେ ମୃତ୍ୟୁସଂଖ୍ୟା ୧୦

ଲକ୍ଷ୍ନୌ, ୧୮ା୩: ଉତ୍ତରପ୍ରଦେଶ ସମ୍ଭଲ ଜିଲାରେ ଏକ ଶୀତଳ ଭଣ୍ଡାର ଛାତ ଭୁଶୁଡ଼ିବା ଘଟଣାରେ ମୃତ୍ୟୁସଂଖ୍ୟା ଶୁକ୍ରବାର ୧୦କୁ ବୃଦ୍ଧି ପାଇଛି। ଭୁଶୁଡ଼ିବାର କାରଣ ଜାଣିବା ପାଇଁ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ତଦନ୍ତ କମିଟି ଗଠନ କରିଛନ୍ତି। ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri