ନିର୍ବାଚନ ପୂର୍ବରୁ ସିଏମ୍ ଅଶୋକ ଗେହଲେଟ୍ଙ୍କ ବଡ଼ ଘୋଷଣା: ରାଜସ୍ଥାନରେ ଗଠନ ହେବ ୧୯ ନୂଆ ଜିଲା
ଜୟପୁର,୧୭।୩: ଚଳିତ ବର୍ଷ ରାଜସ୍ଥାନରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟ୍ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସେ ୧୯ ନୂତନ ଜିଲା ଗଠନ କରିବାକୁ ଘୋଷଣା କରିଛନ୍ତି। ପୂର୍ବରୁ ରାଜସ୍ଥାନରେ ୩୩ ଜିଲା ଥିଲା।…
ପନ୍ତଙ୍କୁ ‘ବେବିସିଟର୍’ କହିଥିବା ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ନେଲେ ସନ୍ନ୍ୟାସ
ନୂଆଦିଲ୍ଲୀ,୧୭।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଟିମ୍ ପେନ୍ ଶୁକ୍ରବାର ସନ୍ନ୍ୟାସ ଘୋଷଣା କରିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ୍ ପେନ୍ କ୍ୱିନ୍ସଲ୍ୟାଣ୍ଡ ବିପକ୍ଷରେ ଶେଫିଲ୍ଡ ସିଲ୍ଡ ପ୍ରଥମ ଶ୍ରେଣୀ ମ୍ୟାଚ୍ ଶେଷ ହେବା ପରେ ଏନେଇ ଘୋଷଣା କରିଛନ୍ତି। ସେ ଅଷ୍ଟ୍ରେଲିଆ ପାଇଁ ମୋଟ…
ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଲା ପୱନ ଖେରାଙ୍କ ଆବେଦନ ଶୁଣାଣି
ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ପିତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ପୱନ ଖେରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଶୁକ୍ରବାର ଖେରାଙ୍କ ଓକିଲ…
ଶଳାଙ୍କ ବିବାହରେ ଧୁମ୍ ନାଚିଲେ ଅଧିନାୟକ ରୋହିତ ଶର୍ମା, ଭିଡିଓ ଦେଖି ପ୍ରଶଂସକ ଚକିତ
ନୂଆଦିଲ୍ଲୀ,୧୭।୩: ଭାରତୀୟ ଟିମ୍ର ଅଧିନାୟକ ରୋହିତ ଶର୍ମାଙ୍କୁ ଶାନ୍ତ ଖେଳାଳି ଭାବେ ବିବେଚନା କରାାଏ। କାରଣ ଦଳର କୌଣସି ମଜାମସ୍ତି କଥା ଉଠେ ସେ ଏକ କୋଣରେ ଛିଡ଼ା ହୋଇ ଉପଭୋଗ କରୁଥିବା ନଜର ଆସିଥାଏ। ହେଲେ ଯେତେବେଳେ ତାଙ୍କର ଶଳାଙ୍କ…
୭ରାଜ୍ୟରେ ପ୍ରତିଷ୍ଠା କରାଯିବ ଟେକ୍ସଟାଇଲ ପାର୍କ: ପ୍ରଧାନମନ୍ତ୍ରୀଙ୍କ ଘୋଷଣା
ନୂଆଦିଲ୍ଲୀ,୧୭।୩: ଦେଶର ୭ଟି ରାଜ୍ୟରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରାଯିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ସେ କହିଛନ୍ତି, ତାମିଲନାଡୁ, ତେଲେଙ୍ଗାନା, କନର୍ର୍ାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ମିତ୍ର ମେଗା ଟେକ୍ସଟାଇଲ ପାର୍କ…
ବାପା ହେଲେ ଏହି ଅଭିନେତା
ବମ୍ବେ: ବାପା ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍ ଅଭିନେତା ମୋହିତ ରାଇନା। ତାଙ୍କ ପତ୍ନୀ ଅଦିତି କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ନିଜର ସୋସିଆଲ ମିଡିଆ ଜରିଆରେ ଅଭିନେତା ଏହି ଖୁସିଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ମୋହିତ ଶେୟାର…
୫ ଦିନରେ ମାତ୍ର ୯୭ ମିନିଟ ଚାଲିଛି ସଂସଦ
ନୂଆଦିଲ୍ଲୀ,୧୭।୩: ଶିଳ୍ପପତି ଗୌତମ ଅଦାନୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଜାରି ରହିଥିବା ହଟ୍ଟଗୋଳ ଯୋଗୁୁ ପଞ୍ଚମ ଦିନରେ ବି ସଂସଦ ଚାଲିପାରିନାହିଁ। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭା ସୋମବାର ଅର୍ଥାତ୍ ମାର୍ଚ୍ଚ ୨୦…
ହାଇଦ୍ରାବାଦ ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ରାଶି ଘୋଷଣା
ହାଇଦ୍ରାବାଦ,୧୭।୩: ହାଇଦ୍ରାବାଦ ସିକନ୍ଦରାବାଦରେ ଗୁରୁବାର ସନ୍ଧ୍ୟାରେ ଏକ ବହୁ ମହଲା କର୍ମସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ୪ମହିଳାଙ୍କ ସମେତ ୬ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ହାଇଡ୍ରୋଲିକ କ୍ରେନ ସାହାଯ୍ୟରେ ୧୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…
ରାମସହାୟ ପ୍ରସାଦ ଯାଦବ ହେଲେ ନେପାଳର ନୂତନ ଉପରାଷ୍ଟ୍ରପତି
କାଠମାଣ୍ଡୁ,୧୭।୩: ମାଡେସି ନେତା ରାମସହାୟ ପ୍ରସାଦ ଯାଦବ ନେପାଳର ନୂତନ ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ନେପାଳର ନିର୍ବାଚନ ଆୟୋଗ ଏହା ଘୋଷଣା କରିଛନ୍ତି। ତେବେ ନେପାଳର ଉପରାଷ୍ଟ୍ରପତି ପଦ ଲାଗି ଦୌଡ଼ରେ ଜନତା ସମାଜ ପାର୍ଟିରେ ରାମସହାୟ, ସିପିଏନ୍-ୟୁଏମ୍ଏଲ୍ରୁ…
ରିଲିଜ୍ର ୨୦ ସପ୍ତାହ ପରେ ବି କମିନି ଆରଆରଆର’ର କ୍ରେଜ୍: ଏହି ଦେଶରେ ଆୟ କଲା ୮୦ କୋଟି
ମୁମ୍ବାଇ: ଭାରତକୁ ଓସ୍କାର ଆଓ୍ବାର୍ଡ ଦେଇଥିବା ଫିଲ୍ମ ‘ଆରଆରଆର’ ଦିନକୁ ଦିନ ନିଜ ନାମରେ ନୂଆ ନୂଆ ରେକର୍ଡ କରୁଛି। ୯୫ତମ ଏକାଡେମୀ ଆଓ୍ବାଡର୍ସରେ ଏସ୍ଏସ୍ ରାଜାମୌଲିଙ୍କ ନିର୍ଦ୍ଦେଶିତ ‘ଆରଆରଆର’ ର ‘ନାଟୁ ନାଟୁ’ ଗୀତକୁ ଅରିଜିନାଲ ସଙ୍ଗ୍ ବର୍ଗରେ ଓସ୍କାର…
ରିଷଭ ପନ୍ତଙ୍କୁ ଭେଟିଲେ ଯୁବରାଜ: ଫଟୋ ଶେୟାର କରି, ହୃଦୟକୁ ଛୁଇଁଲା ଭଳି ଲେଖିଲେ ନୋଟ
ନୂଆଦିଲ୍ଲୀ,୧୭।୩: ଭାରତର ଷ୍ଟାର ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ରିଷଭ ପନ୍ତସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ। ସେ ସବୁବେଳେ ତାଙ୍କ କାର୍ଯ୍ୟକଳାପର ଫଟୋ କିମ୍ବା ଭିଡିଓ ଶେୟାର କରିଥାନ୍ତି। ଇତିମଧ୍ୟରେ ସିକ୍ସର୍ କିଙ୍ଗ୍ ଭାବେ ଜଣାଶୁଣା ଯୁବରାଜ ସିଂ ଶୁକ୍ରବାର ରିଷଭ…
ରାହୁଲର ଅର୍ଥ ଆର’ ରୁ ରିଗ୍ରେଟଫୁଲ: କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୧୭।୩: ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଗୃହ ନିୟମର ଏକ ବୁକଲେଟ ଦେବା ପାଇଁ ମୁଁ ଆଣିଥିଲି। ଯେଉଁଥିରେ ତାଙ୍କର…
Archives


