Home

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

  ନୂଆଦିଲ୍ଲୀ,୧୪।୪: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ନୂଆ ବର୍ଷ ଅପାର…

ଆଜି ମହାବିଷୁବ ସଂକ୍ରାନ୍ତି: ବାବା ଆଖଣ୍ଡଳମଣିଙ୍କ ପୀଠ ଉତ୍ସବ ମୁଖର

ଆରଡ଼ି,୧୪ା୪(ଡି.ଏନ୍‌.ଏ.): ଆଜି ମହାବିଷୁବ ସଂକ୍ରାନ୍ତି। ଏହି ଉପଲକ୍ଷେ ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଉତ୍ସବ ମୁଖର ହୋଇଉଠିଛି। ବାବା ଆଖଣ୍ଡଳମଣି ମନ୍ଦିରରେ ଏଥିଲାଗି ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଶୁକ୍ରବାର ଭୋର୍‌ ୪.୩୦ରେ ମନ୍ଦିର ପହଡ଼ ଖୋଲାଯାଇ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି…

ଦୁନିଆର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ରହିଛି ଏସ୍‌.ରାଜାମୌଲୀ ଏବଂ ଶାହାରୁଖଙ୍କ ନାଁ

ନ୍ୟୁୟର୍କ,୧୪ା୪: ଫିଲ୍ମ ନିର୍ଦ୍ଦେଶକ ଏସ୍‌ ରାଜାମୌଲୀ ଏବଂ ଅଭିନେତା ଶାହାରୁଖ ଖାନ୍‌ ଦୁନିଆର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି। ଟାଇମ୍‌ ମାଗାଜିନ୨୦୨୩ ପାଇଁ ଉଭୟଙ୍କ ନାମକୁ ଅନ୍ତର୍ଭୁକ୍ତ କରିଛି। ଏହି ତାଲିକାରେ ଲେଖକ ସଲମାନ ରୁଶ୍‌ଦୀ ଏବଂ ଟିଭି ହୋଷ୍ଟ…

ଆଜି ଇଡେନ ଗାର୍ଡେନ୍ସରେ ମୁହଁମୁହିଁ ହେବେ ନାଇଟ୍‌ ରାଇଡର୍ସ-ସନ୍‌ରାଇଜର୍ସ

କୋଲକାତା,୧୪।୪: ଆଇପିଏଲ ସିରିଜ ୧୬ର ୧୯ତମ ମ୍ୟାଚରେ ଶୁକ୍ରବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) କୋଲକାତାର ଇଡେନ ଗାର୍ଡେନ୍ସରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ଭେଟିବ। କେକେଆର୍‌: ଜେସନ ରୟ, ଏନ ଜଗଦିସନ, ଭେଙ୍କଟେଶ ଆୟର, ନୀତୀଶ ରାଣା, ଆନ୍ଦ୍ରେ ରସେଲ, ରିଙ୍କୁ ସିଂ,…

୬ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ନାହିଁ

ଲାଞ୍ଜିଗଡ,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି। ସେ ମଧ୍ୟରୁ ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ ଲିମିଟେଡ଼) ଏକ ପୁରୁଣା ଟେଲିକମ କମ୍ପାନୀ ହୋଇଥିବା ବେଳେ ଲୋକେ ଏହି…

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ

କେସିଙ୍ଗା,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବଗାଡ ଗ୍ୟାସ ଗୋଦାମ ନିକଟରେ ଥିବା ଖଲିଆ ବନ୍ଧହୁଡ଼ା ଉପରେ କେସିଙ୍ଗା ଏନ୍‌ଏସି ପକ୍ଷରୁ ୬ ଲକ୍ଷ ଟଙ୍କାରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏବେ କାମରେ ଆସୁନି। ଜନସାଧାରଣଙ୍କ ସୁବିଧା ଓ ପରିମଳ ବ୍ୟବସ୍ଥା ସଫା…

କାମ ହେବ କି ନାହିଁ ଲୋକେ ନିଷ୍ପତ୍ତି ନେବେ: ନରସିଂହ

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର ସହରର ସର୍ବବୃହତ୍‌ ଜଳାଶୟ ମହାରାଣୀ ସାଗର ସବୁଠୁ ପ୍ରଦୂଷିତ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରିପୋର୍ଟ ଦିଆଯାଇଥିଲା। ଏହି ଜଳାଶୟର ଉନ୍ନତିକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ୨୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଅଣାଯାଇଛି। ଏଥିପାଇଁ ଶିଳାନ୍ୟାସ କରାଯାଇଥିଲା।…

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ…

ମୁକୁଳା ପଡ଼ିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ରାଉରକେଲା ଅଫିସ,୧୪।୪: ରାଉରକେଲା ସହରକୁ ବିଦ୍ୟୁତ୍‌ ଯୋଗାଣକୁ ସୁଗମ କରିବା ପାଇଁ ବିଭିନ୍ନ ସ୍ଥାନରେ ଟ୍ରାନ୍ସଫର୍ମର ଲାଗିଛି। କିନ୍ତୁ ଏହି ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡିଥିବାରୁ ବିପଦ ଆଶଙ୍କା ସୃଷ୍ଟି ହୋଇଛି। ସୂଚନା ଅନୁସାରେ, ରାଉରକେଲାର ପିସିଆଇ ଛକ ନିକଟବର୍ତ୍ତୀ ଓଭରବ୍ରିଜ…

ପୁଞ୍ଜିଲାଲ ମେହେର ଜାମିନ୍‌ ଆବେଦନ ମାମଲା: ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧୪ା୪: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଗୁରୁବାର ହୋଇଛି। ପୁଞ୍ଜିଲାଲ ପିଏଚ୍‌ଡି ଥେସିସ ଦାଖଲ କରିବା ନିମନ୍ତେ ୩ ମାସ ଜାମିନରେ ଯିବା ପାଇଁ…

୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା…

ଯାଞ୍ଚବେଳେ ସନ୍ଦେହ ଘେରରେ ପ୍ରାର୍ଥୀଙ୍କ ସାର୍ଟିଫିକେଟ୍‌

ରାୟଗଡ଼ା (ସ୍ବ.ପ୍ର.)/ ରାୟଗଡ଼ା ଅଫିସ ,୧୪।୪: ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରେ ଦ୍ୱିତୀୟ ପର୍ଯ୍ୟାୟ ସାର୍ଟିଫିକେଟ୍‌ ଯାଞ୍ଚବେଳେ ସନ୍ଦେହ ଘେରରେ ଜଣେ ପ୍ରାର୍ଥୀ। ସେ ହେଲେ ବିଷମକଟକ ବ୍ଲକ ଘଣ୍ଟିଖାଲ ଗ୍ରାମର ରବି ହିଆଲ। ଡାକ ବିଭାଗର ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?