Home

ପଥୁରିଆ ଗ୍ରାମବାସୀ ପାଣି ପାଇଁ ହନ୍ତସନ୍ତ

ଜେନାପୁର,୧୪ା୪(ଡି.ଏନ.ଏ.): ବିଶୁଦ୍ଧ ପାନୀୟ ଜଳ ପ୍ରତି ଗ୍ରାମକୁ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ଏଥିରେ ପାନୀୟ ଜଳ ପ୍ରକଳ୍ପ ଓ ସୋଲାର ପାଣି ଟାଙ୍କି ନିର୍ମାଣ କରାଯାଉଛି। ହେଲେ ଏସବୁ ପ୍ରକଳ୍ପ ଥାଇ…

ଡ୍ରାଇଭିଂ ଟେଷ୍ଟିଂରେ ମଧ୍ୟସ୍ଥଙ୍କ ରାଜୁତି

ଯାଜପୁର ଅଫିସ,୧୪ା୪: ରାଜ୍ୟ ସରକାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ରୁ ମଧ୍ୟସ୍ଥିମାନଙ୍କୁ ସମ୍ପୂର୍ଣ୍ଣ ଭାବେ ହଟାଇବା ସହ ସ୍ବଚ୍ଛ ଶାସନ ଚଳାଇବାକୁ ଉଦ୍ୟମ କରିଛନ୍ତି। ହେଲେ ଯାଜପୁର ଜିଲା ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟରେ କେତେଜଣ ମଧ୍ୟସ୍ଥିଙ୍କ ଜରିଆରେ ଡ୍ରାଇଭିଂ ଟେଷ୍ଟିଂ, ଫିଟନେସ…

ଜବରଦଖଲ ଉଚ୍ଛେଦ

କୋରେଇ,୧୪ା୪(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଅନ୍ଧାରି ପଞ୍ଚାୟତ କୋରେଇଗଡ଼ିଆ ଗ୍ରାମରେ ଜବରଦଖଲ ହୋଇଥିବା ଦେବସ୍ଥଳୀ କିସମ ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଗ୍ରାମର ଜଣେ ବ୍ୟକ୍ତି ଦୀର୍ଘ ଦିନ ହେବ ଉକ୍ତ ଜମିକୁ ଜବରଦଖଲ କରିଥିଲେ। ପୂର୍ବରୁ ଏହି ଜମିରେ…

ପୌର ବଜେଟ ଫାଇଲ ଚୋରି ଭିଡିଓ ଭାଇରାଲ

ଯାଜପୁର ରୋଡ,୧୪ା୪(ଡି.ଏନ.ଏ.):ବ୍ୟାସନଗର ପୌରପାଳିକା ତରଫରୁ ଗତ ବୁଧବାର ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ବଜେଟ ଉପସ୍ଥାପନ କରାଯାଇଛି। ଏହି ବଜେଟରେ କୌଣସି ବିଷୟରେ ତାଳମେଳ ରହୁ ନ ଥିବା କାଉନସିଲରମାନେ ଅଭିଯୋଗ କରୁଥିବା ବେଳେ କୋରେଇ ବିଧାୟକ ମଧ୍ୟ ଅସନ୍ତୋଷ ଜାହିର…

ଖସିଲା ପ୍ଲାଷ୍ଟର, ଶିଶୁ ରୋଗୀ ଅଳ୍ପକେ ବର୍ତ୍ତିଲେ

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ସହରର ଶାମଗୁଡିଆସ୍ଥିତ ନବନିର୍ମିତ ଜିଲା ମୁଖ୍ୟ ଚିକିତ୍ସାଳୟର ଛାତରୁ ଗୁରୁବାର ପ୍ଲାଷ୍ଟର ଖସିଛି। ନ୍ୟୁଟ୍ରେଶନ ରିହାବିଲିଟେଶନ ସେଣ୍ଟରରେ ଥିବା ୧୨ ଶିଶୁ ରୋଗୀ ଓ ସହାୟକମାନେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି। ଶିଶୁଙ୍କୁ ଅନ୍ୟ ଏକ…

ମହାବିଷୁବ ସଂକ୍ରାନ୍ତି ବିଶେଷ

ଓଡ଼ିଶାବାସୀଙ୍କ ପାଇଁ ପଣା ସଂକ୍ରାନ୍ତି ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପର୍ବ। ଏହି ଦିନଠାରୁ ଓଡ଼ିଆ ନବବର୍ଷ ଆରମ୍ଭ ହୋଇଥାଏ। ବସନ୍ତ ଋତୁ ଶେଷ ହୋଇ ଗ୍ରୀଷ୍ମଋତୁ ଆରମ୍ଭ ହୋଇଥାଏ। ଚଉଁରା ଓ ବେଲଗଛ ମୂଳେ ବେଲପଣା ଭୋଗ ଲଗାଯାଇଥାଏ। ବସୁନ୍ଧରା ଠେକିରେ ଏକ…

ଚକନାଳ ପୋତି ପ୍ଲଟିଂ

ପୁରୁଣା ଭୁବନେଶ୍ୱର,୧୪ା୪ (ଡି.ଏନ୍‌.ଏ.): କେନ୍ଦ୍ର ସରକାର ଚାଷୀ ଓ ଚାଷର ଉନ୍ନତି ପାଇଁ ଅନେକ ନୀତି ନିୟମ ପ୍ରଣୟନ କରୁଛନ୍ତି। ମାତ୍ର ରାଜସ୍ବ ବିଭାଗର ନିଷ୍କ୍ରିୟତା ଯୋଗୁ ଅନେକ ଚାଷ ଜମି ସହିତ ଚକନାଳ, ଚକରାସ୍ତା, କାଡ଼ାନାଳୀ ଉଭାନ ହେବାକୁ ବସିଲାଣି।…

ମୋବାଇଲ ଲୁଟେରା ଗ୍ୟାଙ୍ଗ୍‌ର ୩ ଗିରଫ

ଭୁବନେଶ୍ୱର,୧୪।୪ (ବ୍ୟୁରୋ): ମୋଟରସାଇକେଲରେ ପଛରୁ ଆସି ହାତରୁ ମୋବାଇଲ ଫୋନ୍‌ ଝାମ୍ପିନେଇ ଫେରାର ହୋଇଯାଉଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଶହୀଦନଗର ଥାନା ପୋଲିସ ଧରିବାରେ ସଫଳ ହୋଇଛି। ଏଥିସହ ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର…

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ହୋଇଥିବା ଆଟାଚ୍‌ ଆବେଦନକୁ କଟକ…

ବାକିରେ ଡାଲି ମାଗିବାକୁ ନେଇ ହତ୍ୟା ଘଟଣା: ୨ ଦୋଷୀଙ୍କୁ ଆଜୀବନ ଜେଲ

ଆନନ୍ଦପୁର,୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ୟୋତି ରାଉତ ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରି…

ଟେକ୍ସାସ୍‌ ଡେଏରି ଫାର୍ମରେ ବିସ୍ଫୋରଣ: ୧୮ ହଜାର ଗୋରୁ ମୃତ

ଟେକ୍ସାସ୍‌, ୧୪ା୪: ଆମେରିକା ଟେକ୍ସାସର ଡିମିଟ ସହରରେ ଥିବା ଡେଏରି ଫାର୍ମରେ ସୋମବାର ବିସ୍ଫୋରଣ ଘଟି ୧୮,୦୦୦ ଗୋରୁଙ୍କ ମୃତ୍ୟୁ ଘଟିଛି। ଡେଏରି ଫାର୍ମରେ ଲାଗିଥିବା ମେଶିନ ଉତ୍ତପ୍ତ ହେବା ଯୋଗୁ ଉକ୍ତ ବିସ୍ଫୋରଣ ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?