Home

ଦ୍ୱିତୀୟ ପୁଅର ନାମ ପ୍ରକାଶ କଲେ ସୋନମ କପୁର, ଜାଣନ୍ତୁ ଏହାର ଅର୍ଥ

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ବର୍ତ୍ତମାନ ମଦରହୁଡ ଏନଜୟ କରୁଛନ୍ତି। ସେ ବର୍ତ୍ତମାନ ଦୁଇଟି ପୁଅର ମାଆ। ତାଙ୍କ ବଡ଼ ପୁଅର ନାମ ବାୟୁ। ଅଭିନେତ୍ରୀ ଏବେ ତାଙ୍କ ସାନ ପୁଅର ନାମ ମଧ୍ୟ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ସମାରୋହ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି ବୈଠକ ଏବଂ ସମ୍ଭାବ୍ୟ ଅଂଶୀଦାରଙ୍କ ସହ ଅନେକ ପର୍ଯ୍ୟାୟ ମେଣ୍ଟ ଆଲୋଚନା ଲାଗିଥିଲା।…

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଚାଲିଛି, ଯେତେବେଳେ ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଇରାନ ଉପରେ ଆକ୍ରମଣ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ରାଜ୍ୟ ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତରେ ଗଭୀର…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ପଶ୍ଚିମବଙ୍ଗରେ ବଡ଼ ପ୍ରଶାସନିକ ପରିବର୍ତ୍ତନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି ଚାକିରି ଛାଡ଼ି ପ୍ରଥମେ ଘରକୁ ଘର ବୁଲି କିଭଳି ତରଳ, କଠିନ ଏବଂ…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ, ସେଠି ଉନ୍ନତିର ପଥ ସଦା ସନ୍ଦିହାନ ରହିଥାଏ। ପ୍ରଗତିର ଧାରା ମଧ୍ୟ ସ୍ବପ୍ନିଳ।…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା ପରେ ଶୁଭେନ୍ଦୁ ଅଧିକାରୀ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସ୍ବାଧୀନତା ପରେ ବିଧାନଚନ୍ଦ୍ର ରାୟ,…

ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ

ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ କରିବା ନିମନ୍ତେ ଏମାନଙ୍କର ଉପସ୍ଥିତି ଏକାନ୍ତ ଆବଶ୍ୟକ। ଅଥଚ ଅସହନୀୟ ବିକାଶର ମାର୍ଗ…

ନିଷ୍ପତ୍ତି ନେବେ ହାଇକମାଣ୍ଡ

ଥିରୁଭାନନ୍ତପୁରମ୍‌,୧୦ା୫: କେରଳ ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ। ନେତା ଚୟନ ଲାଗି କଂଗ୍ରେସ ୨ ଜଣ ପର୍ଯ୍ୟବେକ୍ଷକଙ୍କୁ ପଠାଇଥିବାବେଳେ ସେମାନେ ନବନିର୍ବାଚିତ ବିଧାୟକମାନଙ୍କ ମତାମତ…

ହାନ୍ତା ଭାଇରସ୍‌: ଅଙ୍ଗପ୍ରତ୍ୟଙ୍ଗକୁ ଶୀଘ୍ର ଅକାମୀ କରିଦିଏ

ନୂଆଦିଲ୍ଲୀ, ୧୦ା୫:‘ଏମ୍‌ଭି ହୋଣ୍ଡିଅସ୍‌’ ନାମକ ଏକ ବିଳାସପୂର୍ଣ୍ଣ ପର୍ଯ୍ୟଟନ ଜାହାଜରେ ହାନ୍ତା ଭାଇରସ୍‌ ସଂକ୍ରମଣର ଖବର ସାରା ବିଶ୍ୱରେ ଚିନ୍ତା ବଢ଼ାଇଛି। ଡାକ୍ତରମାନଙ୍କ କହିବା ଅନୁଯାୟୀ, ଏହି ଭାଇରସ୍‌ କୋଭିଡ-୧୯ ପରି ସଂକ୍ରାମକ ନ ହେଲେ ମଧ୍ୟ ଏହା ଶରୀରର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?