Home

କରୋନା ମୁକାବିଲା: ଆଡଭାଇଜରୀ ଜାରି କଲା ଏମ୍ସ୍‌…

ନୂଆଦିଲ୍ଲୀ,୧୩।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ମାମଲା ମଧ୍ୟରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ଏହାର କର୍ମଚାରୀମାନଙ୍କ ପାଇଁ କରୋନା ଭାଇରସ ସମ୍ବନ୍ଧରେ ଆଡଭାଇଜରୀ ଜାରି କରିଛି। ଦିଲ୍ଲୀ ଏମ୍ସର ଡାକ୍ତରଖାନାର ସମସ୍ତ କର୍ମଚାରୀଙ୍କ ପାଇଁ…

କରୋନା ଅଣାୟତ୍ତ : ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ୪୪ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୧୩।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୩।୪ : ଆମେରିକା ଏବଂ ଦକ୍ଷିଣ କୋରିଆ ସହ ତିକ୍ତତା ମଧ୍ୟରେ ଉତ୍ତର କୋରିଆ ଗୁରୁବାର ସକାଳେ ପୁଣି ଥରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆ ସୈନିକଙ୍କ ଉଦ୍ଧେଶ୍ୟରେ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଉତ୍ତର କୋରିଆ ଉତ୍ତେଜନା ସ୍ବରୂପ…

ରୁଷିଆ ସମ୍ପତ୍ତି ଜବତ କରିବାକୁ ବିଶ୍ୱବ୍ୟାଙ୍କକୁ ଅନୁରୋଧ କଲେ ଜେଲେନସ୍କି…

କିଭ,୧୩।୪ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆଇଏମଏଫ ଏବଂ ବିଶ୍ୱବ୍ୟାଙ୍କର ମୁଖ୍ୟମାନଙ୍କୁ ୟୁକ୍ରେନକୁ ସାହାଯ୍ୟ କରିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ ସାରା ବିଶ୍ୱରେ କାର୍ଯ୍ୟ କରୁଥିବା ରୁଷିଆର ସେଣ୍ଟ୍ରାଲ ବ୍ୟାଙ୍କର ସମ୍ପତ୍ତି ଜବତ କରାଯିବା ଉଚିତ। ଏଥି…

ୟୁକ୍ରେନ୍‌ ସୈନ୍ୟଙ୍କ ଗଳା କାଟିଲେ ରୁଷିଆ ସୈନ୍ୟ…

ମସ୍କୋ/କିଭ୍‌,୧୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଛି। ଏଥିରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଉଭୟ ଦେଶର ବହୁ ସଂଖ୍ୟକ ସୈନିକ ନିହତ ହୋଇଛନ୍ତି। ଏହି ସମୟରେ, ଜଣେ ୟୁକ୍ରେନ ସୈନିକଙ୍କ ମୁଣ୍ଡ କାଟିବାର…

ମୋହାଲିରେ ଜିଟି-ପିବିକେଏସ ମୁହାଁମୁହିଁ…

ମୋହାଲି,୧୩।୪ : ଆଇପିଏଲ ସିରିଜ ୧୬ର ୧୮ତମ ମ୍ୟାଚରେ ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବେ। ଏହି ମ୍ୟାଚରେପିବିକେଏସ ଅଧିନାୟକ ଶିଖର…

ଫାଇନାଲରେ ଅନ୍ତିମ ପଙ୍ଘାଲ୍‌

ଅସ୍ତାନା,୧୩ା୪(ପି.ଟି.): ଅସ୍ତାନା ରେସ୍‌ଲିଂ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଅନ୍ତିମ ପଙ୍ଘାଲ୍‌। ୫୩ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୮ ବର୍ଷୀୟା ଅନ୍ତିମ ଚମତ୍କାର କାଉଣ୍ଟର ଆଟାକ୍‌ ପ୍ରଦର୍ଶନ ସହ ଫାଇନାଲରେ ପ୍ରବେଶ କରିଥିଲେ। ୫୭ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା…

ଓଏଫ୍‌ସିର ଜୁନିୟର ଜଗରନଟ୍ସ ଲିଗ୍‌

ଭୁବନେଶ୍ୱର,୧୩ା୪(ସ୍ପୋଟର୍‌ସ ବ୍ୟୁରୋ): ତୃଣମୂଳ ସ୍ତରରେ ଫୁଟବଲର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଓ ପ୍ରୋ ସ୍ପୋର୍ଟ ଡେଭେଲପମେଣ୍ଟ (ପିଏସ୍‌ଡି) ପକ୍ଷରୁ ଜୁନିୟର ଜଗରନଟ୍ସ ଲିଗ୍‌ ଆରମ୍ଭ କରାଯାଇଛି। ୯, ୧୦ ଓ ୧୨ ବର୍ଷରୁ କମ୍‌ ବୟସ ବର୍ଗରେ ଶିଶୁ…

ସିଙ୍ଗଲ୍ସ ସେମିରେ ମାୟା, ଶିବତେଜ

ଭୁବନେଶ୍ୱର, ୧୩।୪ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସ ଦ୍ୱିତୀୟ ପର୍ଯ୍ୟାୟ ପ୍ରତିଯୋଗିତାର ବାଳିକା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ମାୟା ରାଜେଶ୍ୱରନ ରେବତୀ ଓ ଶିବ୍‌ତେଜ ଶିର୍‌ଫୁଲେ।…

ପିସିଏଲକୁ ଗୋଲ୍ଡ ଆୱାର୍ଡ

ନୂଆଦିଲ୍ଲୀ,୧୩।୪: ଦୀପକ ଫର୍ଟିଲାଇଜର୍ସ ଆଣ୍ଡ ପେଟ୍ରୋକେମିକାଲସ କର୍ପୋରେସନ ଲିମିଟେଡର ସହଯୋଗୀ କମ୍ପାନୀ ପରଫରମାନ୍ସ କେମିସର୍ଭ ଲିମିଟେଡ (ପିସିଏଲ)କୁ ନିକଟରେ ସମ୍ମାନଜନକ ଗୋଲ୍ଡ ଆୱାର୍ଡ ପ୍ରଦାନ କରାଯାଇଛି। ବିଶେଷ କରି ପିସିଏଲ ଦ୍ୱାରା ସ୍ଥାପିତ ଗ୍ଲୋବାଲ ସ୍କେଲ ଆମୋନିଆ ପ୍ରକଳ୍ପକୁ ଉକ୍ତ ସମ୍ମାନ…

‘ଜିତୋ ଧନ୍‌ ଧନା ଧନ୍‌ କାର୍‌ ଉଇନର୍ସ’

ମୁମ୍ବାଇ,୧୩।୪: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଜିଓର ଅଗ୍ରଣୀ ପ୍ଲାଟ୍‌ଫର୍ମ ଜିଓ ସିନେମା ଚଳିତ ଥର ଟାଟା ଆଇପିଏଲ୍‌ର ଅଫିସିଆଲ ଡିଜିଟାଲ ଷ୍ଟ୍ରିମିଂ ପାଟର୍ନର ଭାବେ ଜଡ଼ିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗତ ସପ୍ତାହରେ କମ୍ପାନୀ ପକ୍ଷରୁ ଏକ…

ୱେଲ୍‌ନେସ୍‌ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୪: ହେଲ୍‌ଥ ପ୍ଲାଟ୍‌ଫର୍ମ ଷ୍ଟାର୍ଟଅପ୍‌ ସ୍ପା ହୋଲିକ୍‌ ୱେଲ୍‌ନେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ଅତ୍ୟାଧୁନିକ ୱେଲ୍‌ନେସ୍‌ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜୟଦେବବିହାର ନିକଟସ୍ଥ ବିଜୁ ପଟ୍ଟନାୟକ କଲେଜ ରୋଡ୍‌ରେ ଉକ୍ତ ସେଣ୍ଟର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?