Home

ସଲମାନଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୧୨।୪: ବମ୍ବେ ହାଇକୋର୍ଟ ପକ୍ଷରୁ ସଲମାନ ଖାଁଙ୍କୁ ବଡ ଆଶ୍ୱସ୍ତି ମିଳିଛି। ଅଭିନେତାଙ୍କ ବିରୋଧରେ୨୦୧୯ରେ ହୋଇଥିବା ଏକ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଏହାସହ ତାଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରି ଦେଇଛନ୍ତି। କିସି କା ଭାଇ କିସି କା…

କରୋନା ସ୍ଥିତି ସଙ୍କଟ ଜନକ : ୮ ହଜାର ମୁହାଁ ଦୈନିକ ସଂକ୍ରମଣ, ୪୦ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କଲେ ସାମରିକ ଶାସକ: ୧୦୦ରୁ ଅଧିକ ମୃତ, ଚିନ୍ତା ପ୍ରକଟ କଲା ଜାତିସଂଘ…

ନାପିଦ୍ୱ,୧୨।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକ ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଏଥିରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ।…

ରାଜ୍ୟରେ ୨୨ ନୂତନ ହକି ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର, ୧୨ା୪ (ସ୍ପୋଟର୍‌ସ ବ୍ୟୁରୋ): ହକି ପ୍ରତି ରହିଥିବା ଭଲପାଇବା ପାଇଁ ଓଡ଼ିଶାରେ ଆଉ ୨୨ଟି ହକି ପ୍ରଶିକ୍ଷଣ ସେଣ୍ଟର(ଏଚ୍‌ଟିସି) ସ୍ଥାପନ କରାଯାଇଛି। ତୃଣମୂଳ ସ୍ତରରୁ ହକିର ବିକାଶ ପାଇଁ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ…

ଭାରତୀୟ ଦଳରେ ଓଡ଼ିଶାରୁ ୪

ବେଙ୍ଗାଲୁରୁ, ୧୨ା୪ (ସ୍ପୋଟର୍‌ସ ବ୍ୟୁରୋ): କ୍ରିକେଟ ଆସୋସିଏଶନ ଫର୍‌ ଦି ବ୍ଲାଇଣ୍ଡ୍‌ ଇନ୍‌ ଇଣ୍ଡିଆ (ସିଏବିଆଇ) ଦ୍ୱାରା ପ୍ରଥମ ଥର ଭାରତର ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶା ୪ଜଣ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ…

ସୁନ୍ଦରଗଡ଼, ଇକୋର୍ସା, କଟକ-ବି ବିଜୟୀ

ଭୁବନେଶ୍ୱର, ୧୨ା୪ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଡାଇମଣ୍ଡ-ଏ ଓ ସିଲ୍‌ଭର-ଏ ଗ୍ରୁପ୍‌ର ୩ଟି ମ୍ୟାଚ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇକୋର୍ସା, ସୁନ୍ଦରଗଡ ଓ କଟକ-ବି…

ଭାରତୀୟ ବାଳିକା, ବାଳକ ଯୋଡ଼ି ସେମିରେ

ଭୁବନେଶ୍ୱର, ୧୨।୪ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସ ଦ୍ୱିତୀୟ ପର୍ଯ୍ୟାୟ ପ୍ରତିଯୋଗିତାର ଉଭୟ ବାଳିକା ଓ ବାଳକ ଡବଲ୍ସ ସେମିଫାଇନାଲରେ ଭାରତୀୟ ଯୋଡ଼ି ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ…

ଷ୍ଟାଡିୟମ ଅପ୍‌ଗ୍ରେଡ୍‌ କରିବ ବିସିସିଆଇ

ନୂଆଦିଲ୍ଲୀ, ୧୨ା୪(ପି.ଟି.): ଆସନ୍ତା ଦିନିକିଆ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)। ଦର୍ଶକମାନେ ଷ୍ଟାଡିୟମକୁ ନେଇ କରୁଥିବା ଅଭିଯୋଗକୁ ଦୂର କରିବା ପାଇଁ ବିସିସିଆଇ ଅଣ୍ଟା ଭିଡିଛି। ୫ଟି ମୁଖ୍ୟ ଷ୍ଟାଡିୟମର ଉନ୍ନତୀକରଣ ପାଇଁ ୫୦୦…

ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୨।୪: ଦେଶର ପ୍ରମୁଖ ଘରୋଇ ଜୀବନ ବୀମାକାରୀ କମ୍ପାନୀ ରିଲାଏନ୍ସ ନିପନ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ନୂତନ ଉତ୍ପାଦ ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ କରାଯାଇଛି। ଏପରିକି ରିଲାଏନ୍ସ ନିପନ ଲାଇଫ୍‌ ନିଶ୍ଚିତ ଭବିଷ୍ୟ ଏକ ବର୍ଦ୍ଧିତ ଆୟ ଲାଭ…

ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମ

ଭୁବନେଶ୍ୱର,୧୨।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିବିଧତା,ଲିଙ୍ଗଗତ ସମାନତା ଓ ଅନ୍ତର୍ଭୁକ୍ତୀକରଣ ଅଭିଯାନର ଅଂଶ ସ୍ବରୂପ କମ୍ପାନୀର ଓଡ଼ିଶା କାର୍ଯ୍ୟକ୍ଷେତ୍ରରେ ମହିଳାମାନଙ୍କ ଲାଗି ଏଭଳି…

ଜିମ୍‌ନିର ଦୁଇଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେଣ ନିର୍ମିତ ନ୍ୟୁ ଜିମ୍‌ନିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ…

‘ପରିଶ୍ରମୀଙ୍କୁ ପରିଚୟ ମିଳିବା ଆବଶ୍ୟକ’

ଭୁବନେଶ୍ୱର,୧୨।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥରେ କାର୍ଯ୍ୟରତ ୮ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ରେଳପଥ ପକ୍ଷରୁ ପୁରସ୍କୃତ କରାଯାଇଛି। ଏପରିକି ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?