Home

ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା

ନୂଆଦିଲ୍ଲୀ,୧୨।୪: ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ନୂତନ କ୍ୟୁଆର୍‌ କୋଡ୍‌ ସ୍କାନ୍‌ ଦ୍ୱାରା ୟୁପିଆଇ ପେମେଣ୍ଟରେ ସହଜ ଇଏମ୍‌ଆଇ ସୁବିଧାର ଶୁଭାରମ୍ଭ କରାଯାଇଛି। ଏପରିକି ପେଲେଟର ପାଇଁ ଯୋଗ୍ୟ ବିବେଚିତ ଗ୍ରାହକମାନେ…

୭ ଦିନରେ ୧୩ ଲକ୍ଷ କୋଟିର ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୨।୪: ବିଗତ ୭ ଦିନ (୭ କାର୍ଯ୍ୟ ଦିବସ) ମଧ୍ୟରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୩ ଲକ୍ଷ କୋଟି ଟଙ୍କା (୧୨,୫୬,୫୧୦.୫୯ ଟଙ୍କା)ର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି କ୍ରମାଗତ ଭାବେ ଭାରତୀୟ ଶେୟାର ବଜାରର କାରବାର ବୃଦ୍ଧି ସାଙ୍ଗକୁ…

ଭାଜପା କହିଲା ଲଢ଼ନି, ଚ୍ୟାଲେଞ୍ଜ କଲେ ଶେଟ୍ଟାର

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୨ା୪: ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ମାସେରୁ କମ୍‌ ସମୟ ବାକି ଥିବାବେଳେ ମଙ୍ଗଳବାର ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ୧୮୯ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ତାଙ୍କ ପାରମ୍ପରିକ ଶିଗ୍‌ଗାଓଁ…

ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ଫାୟରିଂ, ୪ ଯବାନ ମୃତ, ସେନା କହିଲା ନୁହେଁ ଆତଙ୍କବାଦୀ ଘଟଣା

ଚଣ୍ଡିଗଡ଼,୧୨।୪: ପଞ୍ଜାବର ବଠିଣ୍ଡା ସ୍ଥିତ ଆର୍ମି ଏରିଆରେ ଫାୟରିଂ ହୋଇଛି। କ୍ୟାଣ୍ଟେନମେଣ୍ଟ ଏରିଆକୁ ସିଲ କରି ଦିଆଯାଇଛି। ଛାଓ୍ବନିରେ ଏହି ଘଟଣା ପରେ କାହାକୁ ଭିତରକୁ ଯିବାକୁ ଅନୁମତି ଦିଆଯାଉ ନାହିଁ। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାଣ୍ଟରେ ଫାୟରିଂ…

ୟୁକ୍ରେନ୍‌ରେ ୪୫ ମାଇଲ ଖାଇ ଖୋଳିଛି ରୁଷିଆ

କିଭ୍‌, ୧୨ା୪ : ୟୁକ୍ରେନ୍‌ର ଜାପୋରିଝିଆ ଓବ୍ଲଷ୍ଟେରେ ରୁଷିଆ ୪୫ ମାଇଲ (ପ୍ରାୟ ୭୨ କି.ମି.) ପ୍ରତିରକ୍ଷା ଖାଇ ଖୋଳିଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ନିକଟରେ ସେଣ୍ଟିିନେଲ୍‌-୨ ସାଟେଲାଇଟ୍‌ ଛବିରୁ ଏହି ଟ୍ରେଞ୍ଚ୍‌ ଦେଖିବାକୁ ମିଳିଛି। ୟୁକ୍ରେନ୍‌ର ପାଲଟା ଆକ୍ରମଣରୁ ସୁରକ୍ଷା…

ପୁଟିନ୍‌ଙ୍କ ମୁଣ୍ଡରେ ଅସହ୍ୟ ଯନ୍ତ୍ରଣା

ମସ୍କୋ, ୧୨।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଆରମ୍ଭ ହେବା ପରଠାରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସବୁବେଳେ ଖବରର ଶିରୋନାମା ପାଲଟିଛି। ସଦ୍ୟ ପ୍ରକାଶିତ ରିପୋର୍ଟ ମୁତାବକ ପୂର୍ବ ଅପେକ୍ଷା ପୁଟିନ୍‌୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିଯାଇଛି। ପୁଟିନ୍‌୍‌ଙ୍କ ମୁଣ୍ଡରେ ଅସହ୍ୟ ଯନ୍ତ୍ରଣା…

ମାନବିକ ସହାୟତା ପଠାଇବାକୁ ମୋଦିଙ୍କୁ ଚିଠି ଲେଖିଲେ ଜେଲେନସ୍କି…

ମସ୍କୋ,୧୨।୪ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଅତିରିକ୍ତ ମାନବିକ ସହାୟତା ପଠାଇବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ଅନୁରୋଧ ଏପରି ଏକ ସମୟରେ ଆସିଛି…

ସ୍ପାଏଓ୍ବେର କ୍ୱାଡ୍ରିମ୍‌ ଟାର୍ଗେଟରେ ରାଜନେତା, ଖବରଦାତା

ଓ୍ବାଶିଂଟନ, ୧୨ା୪: ପେଗାସସ୍‌ ଭଳି ଆଉ ଏକ ସ୍ପାଏଓ୍ବେର ଆକ୍ରମଣ ମଙ୍ଗଳବାର ସାମ୍‌ନାକୁ ଆସିଛି। ଉତ୍ତର ଆମେରିକା, କେନ୍ଦ୍ରୀୟ ଏସିଆ, ଦକ୍ଷିଣପୂର୍ବ ଏସିଆ, ୟୁରୋପ ଏବଂ ମଧ୍ୟପ୍ରାଚ୍ୟର କେତେଜଣ ରାଜନେତା, ଖବରଦାତା କ୍ୱାଡ୍ରିମ୍‌ ନାମକ ନୂଆ ସ୍ପାଏଓ୍ବେର ଟାର୍ଗେଟ୍‌ର ଶିକାର ହୋଇଛନ୍ତି।…

ଅନେକ ଦେଶର ଗୁପ୍ତ ତଥ୍ୟ ପ୍ରଘଟ

ଓ୍ବାଶିଂଟନ , ୧୨ା୪ : ଆମେରିକାର ସାମରିକ ଦସ୍ତାବିଜ୍‌ ଲିକ୍‌ ଯୋଗୁ କେବଳ ଏହି ଦେଶର ଗୁରୁତ୍ୱର୍ପୂ୍‌ଣ୍ଣ ତଥ୍ୟ ଲିକ୍‌ ହୋଇଛି ତାହା ନୁହେଁ, ଅନ୍ୟ ଦେଶଗୁଡ଼ିକ ସମ୍ପର୍କରେ ପେଣ୍ଟାଗନ୍‌ ସଂଗ୍ରହ କରିଥିବା ଗୋଇନ୍ଦା ତଥ୍ୟ ମଧ୍ୟ ସୋସିଆଲ ମିଡିଆକୁ ଚାଲିଯାଇଛି।…

ପୋଲିସ ଭୂମିକାରେ ସିଦ୍ଧାର୍ଥ

ମୁମ୍ବାଇ : ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ନିକଟରେ ରୋହିତ ସେଟ୍ଟୀଙ୍କ ୱେବ୍‌ ସିରିଜ୍‌ରେ ପୋଲିସ ଅଫିସର ଭୂମିକାରେ ଅଭିନୟ କରୁଛନ୍ତି। ଏହା ମଧ୍ୟରେ ତାଙ୍କୁ ଆଉ ଏକ ବଡ଼ ଅଫର ମିଳିଛି। ସେ ପୁଣି ଥରେ ପୋଲିସ ଅଫିସର ଭୂମିକାରେ…

ତେଜସ୍ବୀଙ୍କୁ ଇଡି ଜେରା

ନୂଆଦିଲ୍ଲୀ, ୧୨।୪: ଚାକିରି ପାଇଁ ଜମି ଦୁର୍ନୀତିର ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ୯ ଘଣ୍ଟା ଜେରା କରିଛି। ଜେରା ପରେ ଗଣମାଧ୍ୟମକୁ ତେଜସ୍ବୀ କହିଛନ୍ତି, ବିହାରରେ…

ବ୍ରିଟେନ୍‌ ସାଇବର-ସ୍ପାଇଂ ଏଜେନ୍ସି ମୁଖ୍ୟ ଆନେ କିଷ୍ଟ-ବଟଲର

ଲଣ୍ଡନ, ୧୨।୪: ବ୍ରିଟେନର ସାଇବର-ସ୍ପାଇଂ ଏଜେନ୍ସି ଗଭର୍ନମେଣ୍ଟ କମ୍ୟୁନିକେଶନ୍ସ ହେଡ୍‌କ୍ୱାର୍ଟର୍ସ (ଜିସିଏଚ୍‌କ୍ୟୁ)ର ମୁଖ୍ୟ ପଦ ପାଇଁ ପ୍ରଥମ ମହିଳା ଭାବେ ଆନେ କିଷ୍ଟ-ବଟଲର ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନ ଆନେ ବ୍ରିଟେନ୍‌ର ଡୋମେଷ୍ଟିକ୍‌ ଇଣ୍ଟେଲିଜେନ୍ସ ସର୍ଭିସ୍‌ ଏମ୍‌୧୫ର ଉପ-ସଧାରଣ ସମ୍ପାଦକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?