Home

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍‌ ରାଜି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍‌ ନେତା ରାଜି ହୋଇଛନ୍ତି। ଟ୍ରମ୍ପ୍‌ ଏହା ଜଣାଇବା ସହ ଏହି ସୀମିତ ବିରତି…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ଏବଂ ସାର୍ବଜନୀନ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବ। ୪ଟି…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ ବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସମ୍ପତ୍ତି ଉତ୍ତରାଧିକାରରୁ ଅଯୋଗ୍ୟତା…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ ଯାଉଥିବା ବେଳେ ଆନନ୍ଦପୁର ପୋଲିସ ଚଢ଼ାଉ କରି ଅପହୃତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା କରିଥିଲା ଏବଂ ତାଙ୍କୁ ଅଧିକ ତଦନ୍ତ ପାଇଁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଛନ୍ତି। ସେ ମନ୍ତବ୍ୟ…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ ଗୋଟିଏରେ, ୩୦ ଟନ କୋକେନ ଜବତ କରାଯାଇଥିଲା, ଯାହା ସ୍ପେନର ଇତିହାସରେ ଏହି…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା ପରଠାରୁ ସହରକୁ ଏକ ନୂତନ ଚେହେରା ଦେବା ପାଇଁ ଅଣ୍ଟା ଭିଡ଼ିଥିଲେ ଜିଲା…

‘ଏବେ ପଶ୍ଚିମବଙ୍ଗ ପୁନଃନିର୍ମାଣ ହେବ’ – ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

କୋଲକାତା,୯।୫: ଶନିବାର ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ, ଶୁଭେନ୍ଦୁ ଅଧିକାରୀ କହିଥିଲେ ଯେ ସେ ଜୋରାସାଙ୍କୋ ଠାକୁର ବାଡ଼ିରେ ଶ୍ରଦ୍ଧାଞ୍ଜଳି ଏବଂ ପ୍ରାର୍ଥନା କରିବା ପରେ ହିଁ ତାଙ୍କର ସରକାରୀ କାର୍ଯ୍ୟ ଆରମ୍ଭ କରିବେ।…

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର ଗଠନ ପାଇଁ ଆବଶ୍ୟକ ୧୧୮ ଆସନର ମ୍ୟାଜିକ ନମ୍ବର ଅତିକ୍ରମ କଲା। କଂଗ୍ରେସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?