ଚାଇନାକୁ ତିନିପଟୁ ଘେରିବା ଯୋଜନା: ଆମେରିକା-ବ୍ରିଟେନ-ଅଷ୍ଟ୍ରେଲିଆ ବୁଡ଼ା ଜାହାଜ ଚୁକ୍ତି…
ଓ୍ବାଶିଂଟନ,୧୪।୩ : ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ଆକ୍ରମଣାତ୍ମକ ମନୋଭାବ ଦେଖି ଆମେରିକା ଏହାକୁ ନିୟନ୍ତ୍ରଣ କରିବା ପାଇଁ ଯୋଜନା କରିଛି। ଚାଇନାକୁ ତିନିପଟୁ ଘେରି ରହିବାକୁ ଆମେରିକା, ଅଷ୍ଟ୍ରେଲିଆ ଏବଂ ବ୍ରିଟେନ ଆଣବିକ ଚାଳିତ ବୁଡ଼ାଜାହାଜ ପାଇଁ ଏକ ପ୍ରମୁଖ…
‘ଦ’ ଏଲିଫ୍ୟାଣ୍ଟ ହ୍ବିସପରର୍ସ’ର ଓସ୍କାର ଜିତିବା ଖୁସିରେ ଅମୁଲ କଲା ଡୁଡଲ: ଲେଖିଲା, ହାଥି ମେରେ ସାଥି
ମୁମ୍ବାଇ,୧୪।୩: ଚଳିତ ଥର ଭାରତ ଓସ୍କାର ପୁରସ୍କାରରେ ଇତିହାସ ସୃଷ୍ଟି କରିଛି। ଯେଉଁଠାରେ ଆର୍ଆର୍ଆର୍ ଚଳଚ୍ଚିତ୍ରର ନାଟୁ ନାଟୁ ଗୀତ ଶ୍ରେଷ୍ଠ ଅରିଜିନାଲ୍ ସଙ୍ଗ୍ ବର୍ଗରେ ଓସ୍କାର ଜିତିଛି ସେଠାରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ଦ’ ଏଲିଫ୍ୟାଣ୍ଟ ହ୍ବିସପରର୍ସ’କୁ…
ବୌଦ୍ଧ ମଠରେ ଲୋକଙ୍କୁ ଧାଡ଼ିରେ ଠିଆ କରି ଗୁଳି କରିଛନ୍ତି ମ୍ୟାନମାର ସୈନ୍ୟବାହିନୀ: ୨୮ ମୃତ…
ନାପିଦ୍ୱ,୧୪।୩ : ମ୍ୟାନମାର ସେନା ଏକ ବୌଦ୍ଧ ମଠ ଉପରେ ଆକ୍ରମଣ କରି ୨୮ ଜଣଙ୍କୁ ହତ୍ୟା କରିଛି। ଶାନ ରାଜ୍ୟର ଏକ ଗାଁରେ ଏହି ଆକ୍ରମଣ କରାଯାଇଥିଲା। ଏକ ବିଦ୍ରୋହୀ ସଂଗଠନ କାରେନ୍ନି ନ୍ୟାଶନାଲିଷ୍ଟ ଡିଫେନ୍ସ ଫୋର୍ସ (କେଏନଡିଏଫ) ଏହା…
ଜୋର୍ଡାନ ରାଜକୁମାରୀ ଇମାନ କଲେ ବିବାହ…
ଓମାନ,୧୪।୩ : ଜୋର୍ଡାନର ରାଜକୁମାରୀ ଇମାନ ଜାମେଲ ଆଲେକ୍ସଜାଣ୍ଡାର୍ ଥର୍ମୋଟିସ ସହିତ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଓମାନର ରାଜପ୍ରାସାଦରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଏହି ସମାରୋହରେ କେବଳ ମନୋନୀତ ଅତିଥିମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ରାଜକୁମାରୀ ଇମାନ ନିଜର ସୌନ୍ଦର୍ଯ୍ୟ…
ମୋତେ ବହୁତ ଦିନ ଅପେକ୍ଷା କରାଇଛ, କୋହଲିଙ୍କୁ କାହିଁକି ଏମିତି କହିଲେ ଦ୍ରାବିଡ
ଅହମ୍ମଦାବାଦ,୧୪।୩: ଅଷ୍ଟ୍ରେଲିଆ ବିପକ୍ଷ ଅହମ୍ମଦାବାଦ ଟେଷ୍ଟରେ ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରିଛନ୍ତି। ୧୨୦୫ ଦିନ ପରେ ସେ ଏହି ଫର୍ମାଟରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ୧୮୬ ରନ ସ୍କୋର କରି କୋହଲି ମ୍ୟାନ…
ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି କଂଗ୍ରେସ: କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଅଭିଯୋଗ
ନୂଆଦିଲ୍ଲୀ,୧୪।୩: ଭାଜପା ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ କଂଗ୍ରେସ ଉପରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି। ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟିକୁ ଦର୍ଶାଇ ଗିରିରାଜ କହିଛନ୍ତି, କଂଗ୍ରେସ…
ଦୂରରେ ରହିଲେ ବି ଏକାଠି
କେତେବେଳେ ଉଚ୍ଚଶିକ୍ଷା ତ କେବେ ପୁଣି କ୍ୟାରିୟର ଆଉ କେବେ ଭବିଷ୍ୟତର ସୁନେଲି ସ୍ବପ୍ନକୁ ସାକାର କରିବାର ଇଚ୍ଛା। ଏଥିପାଇଁ ଏବେ ପ୍ରାୟତଃ ଦେଖିବାକୁ ମିଳୁଛି ଲଙ୍ଗ୍ ଡିଷ୍ଟାନ୍ସ ରିଲେସନଶିପ୍। ଏଭଳିି କ୍ଷେତ୍ରରେ ପରସ୍ପର ଠାରୁ ଦୂରରେ ରହି ସମ୍ପର୍କ ନିଭାଉଛନ୍ତି…
ବ୍ୟାଙ୍କିଙ୍ଗ୍ ସଙ୍କଟ ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ,୧୪।୩: ବ୍ୟାଙ୍କ୍ ବୁଡିଯିବା ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ଏହାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ସିଲିକନ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ପରେ ବ୍ୟାଙ୍କିଙ୍ଗ ସଙ୍କଟ ସହ ଜଡିତ କିଛି…
ପୁଣି ବଢୁଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୪୦୨ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୨ ନୂଆ କରୋନା ମାମଲା ଚିହ୍ନଟ…
ରୁଷିଆ-ୟୁକ୍ରେନକୁ ନେଇ ବଡ଼ ଯୋଜନା କରୁଛନ୍ତି ଚାଇନା ରାଷ୍ଟ୍ରପତି
ବେଜିଂ,୧୪।୩: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ରୁଷିଆ ଗସ୍ତରେ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ମସ୍କୋରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବେ। ସି ଜିନପିଙ୍ଗଙ୍କ ଏହି ଗସ୍ତ ରୁଷିଆ-ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ହେଉଛି, ତେଣୁ ବିଶ୍ୱର ନଜର ଦୁଇ…
ଭଗବାନ ଶ୍ରୀକୃଷ୍ଣଙ୍କୁ ବିବାହ କଲେ ଯୁବତୀ
ଲକ୍ଷ୍ନୌ,୧୪।୩: ଉତ୍ତରପ୍ରଦେଶର ଅରୌୟା ଜିଲାରେ ଜଣେ ଯୁବତୀ ଭଗବାନ କୃଷ୍ଣଙ୍କୁ ବିବାହ କରିଛନ୍ତି। ସମସ୍ତ ରୀତିନୀତି ସହିତ ବିବାହ ସମ୍ପନ୍ନ ହୋଇଛି। ଅରୌୟା ନିବାସୀ ରକ୍ଷା ସୋଲାଙ୍କିଙ୍କ କୃଷ୍ଣଙ୍କ ପ୍ରତି ଭଲ ପାଇବା ବେଶ୍ ନିଆରା। ଏଥିପାଇଁ ସେ ଶ୍ରୀକୃଷ୍ଣଙ୍କୁ ବିବାହ…
ମା’ ତାରା ତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ
ପୁରୁଷୋତ୍ତମପୁର,୧୪।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରା ତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ପାଳିରେ ରାତ୍ର ସାଢେ ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ…
Archives


