ଦିନିକିଆ ଅଧିନାୟକ ପଦରୁ ହଟାଯିବା ପରେ ବଡ଼ କଥା କହିଦେଲେ ରୋହିତ: ଗମ୍ଭୀର ନୁହନ୍ତି ବରଂ ଏହି…
ମୁମ୍ବାଇ,୮।୧୦: ନିକଟରେ କ୍ରିକେଟର ରୋହିତ ଶର୍ମାଙ୍କୁ ଦିନିକିଆ କ୍ରିକେଟର ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ଏହାର କିଛି ଦିନ ପରେ ସେ ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ଏହି ବିଜୟ ପଛରେ ଗୌତମ ଗମ୍ଭୀର ନୁହନ୍ତି…
ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ
ଭୁବନେଶ୍ୱର,୮ା୧୦: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଜନଜାତି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ବିଏଲ୍…
ବ୍ରହ୍ମପୁର ଆଇନଜୀବୀଙ୍କୁ ହତ୍ୟା ପ୍ରତିବାଦରେ କୋରାପୁଟ ଆଇନଜୀବୀଙ୍କ କଲମ ଛାଡ଼ ଆନ୍ଦୋଳନ
କୋରାପୁଟ,୮ା୧୦(ଅମିତାଭ ବେହେରା): ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ପ୍ରତିବାଦରେ ବୁଧବାର କୋରାପୁଟ ବାର୍ ଆସୋସିଏଶନ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ, ଶୋକସଭା, କୋର୍ଟ ସମ୍ମୁଖ ଠିଆ ହୋଇ ପ୍ରତିବାଦ କରିଛନ୍ତି ଓଡ଼ିଶା ରାଜ୍ୟ ବାର୍…
ଆଇନଜୀବୀଙ୍କୁ ଗୁଳିକରି ହତ୍ୟା ଘଟଣା: ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲା ଓକିଲ ସଂଘ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ତଥା ଗଞ୍ଜାମ ଜିଲାର ଜଣାଶୁଣା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମପୁରରେ ଗୁଳିକରି ହତ୍ୟା କରାଯିବା ଘଟଣାରେ ପ୍ରତିବାଦ ସ୍ବରୂପ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ବୁଧବାର କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି।…
କାର୍ତ୍ତିକ ମାସ ପାଇଁ ବଟେଶ୍ୱର ପୀଠ ଚଳଚଞ୍ଚଳ: ଜୋର୍ଦାର ଚାଲିଛି କାର୍ଯ୍ୟ
ଗଞ୍ଜାମ,୮ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ଜିଲା ପ୍ରସିଦ୍ଧ ପବିତ୍ର ବଟେଶ୍ୱର ଶୈବପୀଠ ଅବସ୍ଥିତ। ବର୍ତ୍ତମାନ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଥିବା ବେଳେ ପ୍ରତ୍ୟେକ ସୋମବାର ଉକ୍ତ ଶୈବ ପୀଠରେ ହଜାର ହଜାର ଭକ୍ତଙ୍କ ଭିଡ଼ ଜମିବ।…
ବାପାଙ୍କୁ ହାଣି ମାଟିରେ ପୋତିଦେଲେ ପୁଅ
ଦେବଗଡ଼,୮ା୧୦(ଶଶାଙ୍କ ଶେଖର ଝାଙ୍କର): ନିଜ ଜନ୍ମଦାତାଙ୍କୁ ଟାଙ୍ଗିଆରେ ହାଣି ମାଟିରେ ପୋତିଦେଇଛନ୍ତି ଜଣେ ନୃଶଂସ ପୁଅ। ଏଭଳି ଅଭାବନୀୟ କାଣ୍ଡ ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଔତଳ ଗାଁରେ। ସୂଚନା ଅନୁଯାୟୀ, ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ…
ରାତ୍ର ଜଗୁଆଳ-ଝାଡୁଦାର ନିଯୁକ୍ତିରେ ଅନିୟମିତତା: ସ୍କୁଲରେ ତାଲା ପକାଇଲେ ଏସ୍ଏଚ୍ଜି ମହିଳା
ଅମରପାଲି,୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି କ୍ଲଷ୍ଟରର ଅଚଣ୍ଡାସ୍ଥିତ ସରକାରୀ ଉନ୍ନୀତ ହାଇସ୍କୁଲରେ ତାଲା ପକାଇ ପ୍ରତିବାଦ କରୁଛନ୍ତି ଏସ୍ଏଚ୍ଜି ମହିଳା। ଫଳରେ ସ୍କୁଲ ଭିତରକୁ ଯାଇପାରିନାହାନ୍ତି ଶିକ୍ଷକ ଓ ଛାତ୍ରୀଛାତ୍ର। ଅଭିଯୋଗ ଅନୁସାରେ ଉକ୍ତ ସ୍କୁଲରେ…
ମାନସିକ ଅନଗ୍ରସରଙ୍କୁ ଅପମାନିତ କଲେ ବିଏସଏସଓ: ବୁଦ୍ଧିଜୀବୀ ମହଲରେ ନିନ୍ଦା
ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଦିବ୍ୟାଙ୍ଗ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଏକାଧିକ ତ୍ରୁଟିକୁ ନେଇ ଜନ ଅସନ୍ତୋଷ ଦେଖାଯାଇଥିଲା। ଦାରିଙ୍ଗବାଡିରେ ଏହି ଶିବିରକୁ ଶହ ଶହ…
ବାଲିଯାତ୍ରା ଗ୍ରାଉଣ୍ଡ୍ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା: ନିର୍ଦ୍ଦେଶନାମା ଜାରି
କଟକ,୮ା୧୦: ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କରି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲାପାଳ। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କରାଯାଇଛି। ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ କଟକଣା ଜାରି…
ବିହାର ନିର୍ବାଚନରେ NDAର CM ଫେସ୍, ନୀତୀଶ ନା ଆଉ କିଏ: ଗିରିରାଜ କରିଦେଲେ ସାଂଘାତିକ ଖୁଲାସା
ପାଟନା,୮।୧୦: ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ ୨୦୨୫ ବିହାର ବିଧାନସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନୀତୀଶ କୁମାର ଏହି ନିର୍ବାଚନରେ NDAର ମୁଖ୍ୟମନ୍ତ୍ରୀ ଚେହେରା ହେବେ। ସେ NDA…
ଏଥର ଭାରତ-ପାକିସ୍ତାନ ଯୁଦ୍ଧ ହେଲେ…ପୁଣି ଭାରତ ବିରୋଧ ବିଷ ଓଗାଳିଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ
ଇସଲାମାବାଦ୍,୮।୧୦: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବହୁ ପରିମାଣରେ ବୃଦ୍ଧି ପାଇଛି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ପାକିସ୍ତାନର ଘୃଣ୍ୟ ଉଦ୍ଦେଶ୍ୟ ପ୍ରକାଶ କରିଛନ୍ତି। ସେ ଭାରତ ସହିତ ଆଉ ଏକ ଯୁଦ୍ଧର ଆଶଙ୍କା ପ୍ରକାଶ କରିଛନ୍ତି। ସେ…
ଆଇନଜୀବୀଙ୍କୁ ଗୁଳିକରି ହତ୍ୟା: ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦାବିରେ କଲମ ଛାଡ଼ ଆନ୍ଦୋଳନ
ଅନୁଗୋଳ,୮ା୧୦(ମାନସ ବିଶ୍ୱାଳ): ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ପ୍ରତିବାଦରେ ଅନୁଗୋଳ ବାର୍ ଆସୋସିଏଶନ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ, ଶୋକସଭା, କୋର୍ଟ ସମ୍ମୁଖ ମୁଖ୍ୟ ରାସ୍ତା ଅବରୋଧ କରାଯାଇଛି। ଓଡ଼ିଶା ରାଜ୍ୟ ବାର୍ କାଉନସିଲ…
Archives


