‘ମୁଁ କଣ କରିବି’, ରୋହିତଙ୍କ ସହ ସେଲଫି ନେବା ବେଳେ ସ୍ବିଚଅଫ ହେଲା ଫୋନ, ତା’ପରେ…
ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ବର୍ତ୍ତମାନ ସମୟର ସବୁଠାରୁ ଲୋକପ୍ରିୟ କ୍ରିକେଟର । ରୋହିତ ଯେଉଁଠାକୁ ଯାଆନ୍ତି, ତାଙ୍କ ସହିତ ସେଲଫି ନେବାକୁ ଉତ୍ସାହୀ ପ୍ରଶଂସକଙ୍କ ଭିଡ଼ ଲାଗି ରହିଥାଏ। ୨୦୨୬ ଆଇପିଏଲର ଆଗାମୀ ମ୍ୟାଚ୍…
ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ
ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡା କହିଛନ୍ତି ଯେ, ଗତ…
ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…
ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା ଦୌରାଜଜ୍ ତଥା ତାଲୁକ ଆଇନ ସେବା ସମିତି ଚେୟାରମ୍ୟାନ ଶେଖ୍ ମହମ୍ମଦ କଏସଙ୍କ…
ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ
ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ ପାଣିଟୋପାଏ ପିଇବା ପାଇଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଗୁହାରୀ…
ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ
ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ ଥିରୁମାଭାଲଭନଙ୍କ ଦଳ ବିଦୁଥଲାଇ ଚିରୁଥାଇଗଲ କାଚି (ଭିସିକେ) ଅନେକ ପ୍ରମୁଖ ସର୍ତ୍ତ ରଖିଛି।…
ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…
ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଛି। ଏଥିରେ ଜଡ଼ିତ ଜଣେ ଆନ୍ଧ୍ରପ୍ରଦେଶ ନାଗରିକଙ୍କୁ ଅଟକ…
ପୁଅ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି କହିଦେଲେ ଶୁଭେନ୍ଦୁଙ୍କ ମା’, ଇଲିଶି ମାଛ…
କୋଲକାତା,୯।୫: ଶନିବାର ଦିନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ସେ ଏହି ପଦବୀ ହାସଲ କରିବାରେ ପ୍ରଥମ ଭାଜପା ନେତା। ଏହା ସହିତ ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ଭାରତୀୟ ଜନତା…
ଚେକ୍ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…
ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି ଭିୟେନା ନାୟକ ଏକ ଚେକ୍ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ ସହ ୪ ଲକ୍ଷ ୫୦ ହଜାର ଟଙ୍କା ଫାଇନାନ୍ସ କମ୍ପାନୀକୁ ଦେବାକୁ ନିର୍ଦ୍ଦେଶ…
ବଲିଉଡର ବାସ୍ତବତା ଉପରୁ ପରଦା ଅମିଷା ପଟେଲ: କଲେ ଚାଞ୍ଚଲ୍ୟକର ଖୁଲାସା
ପୁଣି ଚର୍ଚ୍ଚାରେ ‘ଗଦର ଗର୍ଲ’ ଅମିଷା ପଟେଲ। କୌଣସି ନୂଆ ଫିଲ୍ମ ପାଇଁ ନୁହେଁ, ବରଂ ନିଜ ମନ୍ତବ୍ୟ ପାଇଁ। ‘କହୋ ନା… ପ୍ୟାର ହୈ’ ଏବଂ ‘ଗଦର’ ପରି ବ୍ଲକବଷ୍ଟର ଫିଲ୍ମରେ ଅଭିନୟ କରିଥିବା ଅମିଷା ବଲିଉଡର ବାସ୍ତବତା ଉପରୁ…
ଆସୁଛି ଲଘୁଚାପ; ଏହି ଜିଲାରେ ହୋଇପାରେ ପ୍ରବଳ ବର୍ଷା, ଓଡ଼ିଶାରେ…
ଭୁବନେଶ୍ବର,୯ା୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୧୧ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା…
ମାସକୁ ଏତିକି ଟଙ୍କା ଦରମା ପାଇବେ ଶୁଭେନ୍ଦୁ ଅଧିକାରୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
କୋଲକାତା,୯।୫: ପଶ୍ଚିମବଙ୍ଗର ଜଣେ ନୂତନ ମୁଖ୍ୟମନ୍ତ୍ରୀ ଅଛନ୍ତି। ଭାଜପାର ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏବେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି,ମୁଖ୍ୟମନ୍ତ୍ରୀ ଭାବରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ମାସିକ କେତେ ଦରମା ପାଇବେ? ତାଙ୍କୁ…
ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼, ସପକ୍ଷବାଦୀ-ବିପକ୍ଷବାଦୀ ମୁହାଁମୁହିଁ
ଗଜପତି,୯ା୫(ଗିରିଧାରୀ ପରିଚ୍ଛା): ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼ ଆସିଛି। ଓଡ଼ିଶା ଜନଗଣନା ଅଧିକାରୀଙ୍କୁ ବିରୋଧ କରୁଛନ୍ତି ଆନ୍ଧ୍ର ସପକ୍ଷବାଦୀ ଲୋକ। ଗାଁରେ ରହୁଥିବା ଆନ୍ଧ୍ର ସପକ୍ଷବାଦୀ ଓ ବିପକ୍ଷବାଦୀ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛନ୍ତି। ଘଟଣାସ୍ଥଳରେ ତହସିଲଦାର ,…

