Home

ମେସିଙ୍କ ପ୍ରଦର୍ଶନରେ ପିଏସ୍‌ଜି ବିଜୟୀ

ପ୍ୟାରିସ୍‌, ୧୦ା୪(ଏପି): ଫ୍ରେଞ୍ଚ୍‌ ଲିଗ୍‌ରେ ଲିଓନେଲେ ମେସିଙ୍କ ଉନ୍ନତ ପ୍ରଦର୍ଶନ ବଳରେ ପ୍ୟାରିସ୍‌ ସେଣ୍ଟ୍‌ ଜର୍ମେନ୍‌(ପିଏସ୍‌ଜି)୨-୦ ଗୋଲ୍‌ରେ ନାଇସ୍‌ ଦଳକୁ ପରାସ୍ତ କରିଛି। ଫଳରେ ଦଳ ୬ ପଏଣ୍ଟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ରହିଛି। ପ୍ରଥମେ ଖେଳର ୨୬ତମ ମିନିଟ୍‌ରେ…

ବଜ୍ରପାତ ସମ୍ପର୍କିତ ସୂଚନା ଜିଲାପାଳଙ୍କୁ ଆଗୁଆ ଦିଅ: ଏସ୍‌ଆର୍‌ସି

ଭୁବନେଶ୍ବର,୧୦ା୪(ବ୍ୟୁରୋ): କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତର ମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଗଲାଣି। ଜନସାଧାରଣଙ୍କୁ ଏଭଳି ବିପତ୍ତି ସମ୍ବନ୍ଧରେ ଆଗୁଆ ସୂଚନା ଦେବା ସକାଶେ ସରକାରୀ ତତ୍ପରତା ପ୍ରକାଶ ପାଇଛି। ରବିବାର ସ୍ବତନ୍ତ୍ର…

ଆଇଏମ୍‌ଙ୍କ ସହ ଡ୍ର ରଖିଲେ ୧୨ ବର୍ଷୀୟ ଇଶାନ

ମୁମ୍ବାଇ, ୧୦ା୪(ପି.ଟି.): ସର୍ବଭାରତୀୟ ଫିଡେ ରେଟିଂ ଚେସ୍‌ ଟୁର୍ନାମେଣ୍ଟର ରାଉଣ୍ଡ-୩ରେ ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ୧୨ ବର୍ଷୀୟ ଇଶାନ ତେନ୍ଦୋଲକର। ଟପ୍‌ ସିଡ୍‌ ତଥା ଇଣ୍ଟରନ୍ୟାଶନାଲ ମାଷ୍ଟର ବିକ୍ରମାଦିତ୍ୟ କୁଲକର୍ନୀଙ୍କ ବିପକ୍ଷ ଗେମ୍‌ ସେ ଡ୍ର’ ରଖିବାରେ ସମର୍ଥ…

ବିଜୟପଥକୁ ଫେରିବା ଲକ୍ଷ୍ୟରେ ଆର୍‌ସିବି

ବେଙ୍ଗାଲୁରୁ, ୧୦ା୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସୋମବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ଭେଟିବ। ଏଥିରେ ଦଳ ବ୍ୟାଟରମାନଙ୍କଠାରୁ ଅଧିକ ରନ ଏବଂ ଡେଥ୍‌ ଓଭରଗୁଡ଼ିକରେ ଶୃଙ୍ଖଳିତ ବୋଲିଂ ଆଶା କରିବ। ଆରସିବି ଏହି ମ୍ୟାଚ…

ରାଜାଓ୍ବତ୍‌ଙ୍କୁ ପ୍ରଥମ ଓ୍ବାଲର୍‌ଡ ଟୁର୍‌ ଟାଇଟଲ

ଓର୍ଲିନ୍ସ, ୧୦ା୪(ପି.ଟି.): ଡେନ୍‌ମାର୍କର ମାଗ୍ନସ ଜୋହାନସେନଙ୍କ ବିପକ୍ଷ ଫାଇନାଲରେ ରୋମାଞ୍ଚକ ବିଜୟ ସହ ଭାରତର ପ୍ରିୟାଂଶୁ ରାଜାଓ୍ବତ୍‌ ଏଠାରେ ଚାଲିଥିବା ଓର୍ଲିନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ବିଡବ୍ଲ୍ୟୁଏଫ୍‌(ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ)ଓ୍ବାଲର୍‌ଡ…

ବ୍ରହ୍ମପୁରରେ ଚାନ୍ଦି ଭଣ୍ଡାର ଷ୍ଟୋର

ବ୍ରହ୍ମପୁର ଅଫିସ,୧୦ା୪: ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାରର ନୂତନ ଶୋ’ ରୁମ୍‌ ରବିବାର ବ୍ରହ୍ମପୁରର ଧର୍ମନଗର ମେନ୍‌ ରୋଡସ୍ଥିତ ଅଳକାପୁରୀ ମାର୍କେଟ କମ୍ପ୍ଲେକ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍‌ସା ହଂସ ସମ୍ମାନୀତ…

ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…

କଟକରେ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଆଉଟଲେଟ

କଟକ,୧୦।୪: ସୌଖୀନ ଅଳଙ୍କାର ବ୍ରାଣ୍ଡ୍‌ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର କଟକ ବକ୍ସି ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ମନୋଜ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ବ୍ୟବସାୟ ସମ୍ପ୍ରସାରଣକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୦।୪: ଅନ୍ତଃରାଷ୍ଟ୍ରୀୟ ଉତ୍ପାଦନକାରୀ ସଂସ୍ଥା ଏନ୍‌ଜିକେ ସ୍ପାର୍କ ପ୍ଲଗ୍‌ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ବର୍ତ୍ତମାନ ନିଟେରା ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ଭାବେ ପରିଚିତ ହେବ। ଏପରି କି କମ୍ପାନୀର ନାମ ପରିବର୍ତ୍ତନ ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ…

ଆଇଟିଏଲ୍‌ର ବାର୍ଷିକ ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୧୦।୪: ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ(ଆଇଟିଏଲ୍‌)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀ ଉଲ୍ଲେଖନୀୟ ପ୍ରଦର୍ଶନ ସହ ବାର୍ଷିକ କାରବାର ଶେଷ କରିଛି। ଏପରିକି ଭାରତର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ଆଇଟିଏଲ୍‌…

ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍‌…

ୟୁପିଡିଏର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର,୧୦।୪: ଉତ୍କଳ ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ (ୟୁପିଡିଏ)ର ବାର୍ଷିକ ସାଧାରଣ ଅଧିବେଶନ (ଏଜିଏମ୍‌) ରବିବାର ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଏକ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁପିଡିଏର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଆସୋସିଏଶନର ସମସ୍ତ କାର୍ଯ୍ୟକଳାପ ଓ ଏଜିଏମର ଆଭିମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?