Home

ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଚିନ୍ତା ବଢ଼ାଉଛି ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା। କେନ୍ଦ୍ର ସରକାରଙ୍କ ସତର୍କତା ପରେ ରାଜ୍ୟ ସରକାର ତପତ୍ରତା ଦେଖାଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦ୍ଦେଶ…

‘ଭୂମି ନାହିଁ ତ ଭୋଟ ନାହିଁ’

ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବସ୍ତି…

୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା ରହିଛି।…

ସ୍କୁଲ୍‌ରେ ପଶି କଟୁରି ଚୋଟ

କେନ୍ଦୁଝର,୧୪ା୩(ସ୍ବ.ପ୍ର.):କେନ୍ଦୁଝର ସଦର ବ୍ଲକ୍‌ ଦନାର୍ଦ୍ଦନପୁର ପଞ୍ଚାୟତ ଭାଲିଆଡ଼ିହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଙ୍କୁ ହାଣିବାକୁ ଗୋଡ଼ାଇଥିବା ବେଳେ କଟୁରି ଆକ୍ରମଣରେ ୨ଜଣ ଶିଶୁଙ୍କ ସମେତ ଜଣେ ଶିକ୍ଷୟିତ୍ରୀ ଆହତ ହୋଇଛନ୍ତି।…

ଚାଇନା-ପାକିସ୍ତାନକୁ କଡା ଟକ୍କର ଦେବ ଭାରତ! ଅସ୍ତ୍ରଶସ୍ତ୍ର ଇମ୍ପୋର୍ଟରେ ରହିଛି ଟପରେ

ନୂଆଦିଲ୍ଲୀ,୧୪ ।୩: ଭାରତ ଅସ୍ତ୍ରଶସ୍ତ୍ର ଇମ୍ପୋର୍ଟର ଭାବେ ବିଶ୍ୱର ସବୁଠାରୁ ଶୀର୍ଷରେ ରହିଛି । ୨୦୧୩ରୁ ୨୦୧୭ ଓ ୨୦୧୮ରୁ ୨୦୨୨ ମଧ୍ୟରେ ଏହାର ଇମ୍ପୋର୍ଟ ୧୧ ପ୍ରତିଶତ ତଳକୁ ଖସିଛି । ଷ୍ଟକହୋମ ସ୍ଥିତ ଟ୍ୟାକ ‘ସିପରି’ ପକ୍ଷରୁ ସୋମବାର…

ହୃଦୟ ଜିତିଲେ କୋହଲି

ଅହମ୍ମଦାବାଦ,୧୪।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଫଳରେ ଭାରତ ଏହି ସିରିଜ୍‌କୁ ୨-୧ରେ ଜିତିଛି। ମ୍ୟାଚ ପରେ ବିସିସିଆଇ ବିରାଟ କୋହଲିଙ୍କ ଏକ ଭିଡିଓ ଶେୟାର…

‘ଭାଜପା ରାଷ୍ଟ୍ର’ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ: ମେହବୁବା ମୁଫତି

ଶ୍ରୀନଗର,୧୪।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ସୀମାନ୍ତ ଜିଲା ପୁଞ୍ଚରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କେନ୍ଦ୍ର ସରକାର ଏବଂ ଭାଜପା ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ଦେଶକୁ ହିନ୍ଦୁ…

ପ୍ରଥମଥର ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କଲା ବ୍ରିଟେନ୍‌

ଲଣ୍ଡନ,୧୪।୩: ପ୍ରଥମଥର ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ କରିଛି ବ୍ରିଟେନ୍‌। ବ୍ରିଟେନ ସରକାର ସଂସଦରେ ଉପସ୍ଥାପିତ କରିଥିବା ପ୍ରତିରକ୍ଷା ଏବଂ ବୈଦେଶିକ ନୀତି ସମୀକ୍ଷା ରିପୋର୍ଟ ‘ଇଣ୍ଟିଗ୍ରେଟେଡ ରିଭ୍ୟୁ ରିଫ୍ରେସ ୨୦୨୩’ ରେ ମିଳିତ…

ବଢିପାରେ ରାହୁଲଙ୍କ ସମସ୍ୟା

ନୂଆଦିଲ୍ଲୀ,୧୪।୩: ଲଣ୍ଡନରେ ସଂସଦର ପ୍ରକ୍ରିୟାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ତାଙ୍କ ସମସ୍ୟା ବଢାଇପାରେ। ସଂସଦର ବିଶେଷାଧିକାର କମିଟି ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ତଥ୍ୟ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇପାରେ। ରାହୁଲ ଲୋକ ସଭାରେ ବିରୋଧୀଙ୍କ ସ୍ବରକୁ ଦମନ…

ସଂଖ୍ୟାଲଘୁଙ୍କ କ୍ରୋଧ, ସଚେତନତା ପାଇଁ ରାଲି ଆରମ୍ଭ, ୩୦ ମାର୍ଚ୍ଚରେ ବିରୋଧ ପ୍ରଦର୍ଶନ

କରାଚି,୧୪ ।୩: ପାକିସ୍ତାନରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ସହ ଲଗାତାର ଜାରି ରହିଥିବା ଅପହରଣ, ଧର୍ମାନ୍ତରିକରଣ ଓ ନାବାଳିକାଙ୍କ ବିବାହ ମଧ୍ୟରେ ଏବେ ବିରୋଧର ସ୍ୱର ବଢିବାରେ ଲାଗିଛି । ଦେଶରେ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟ ଏହିଭଳି ଭାବେ ବୃଦ୍ଧି ପାଉଥିବା…

ହନିଟ୍ରାପ ଉପରେ କଲମ ଲେଖିଲେ ପାକିସ୍ତାନର ସିନିୟର ରିପୋର୍ଟର

ଇସଲାମାବାଦ,୧୪ ।୩: ବରିଷ୍ଠ ଖବରଦାତା ତଥା ପାକିସ୍ତାନ ଇଲେକ୍ଟ୍ରନିକ ମିଡିଆର ଅଥରିଟି(ପିଇଏମଆରଏ)ର ପୂର୍ବତନ ଅଧ୍ୟକ୍ଷ ଅବସାର ଆଲମ ଆଇଏସଆଇର ହନିଟ୍ରାପ ଉପରେ ଏକ ଲମ୍ବା କଲମ ଲେଖିଛନ୍ତି । ଅବସାର ଆଲମ ରାଜନୀତି ଓ ଏକଛତ୍ରବାଦୀ ନୀତି ବିରୋଧି ସେନା ବିରୋଧୀ…

ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମଚନ୍ଦ୍ର ପୌଡେଲ

କାଠମାଣ୍ଡୁ,୧୩।୩: ନେପାଳ କଂଗ୍ରେସର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ ସୋମବାର ରାଷ୍ଟ୍ରପତି ଭବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି କାର୍ଯ୍ୟାଳୟରେ ଥିବା ଶୀତଳ ନିବାସରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ନେପାଳର ପ୍ରଧାନ ବିଚାରପତି ହରି କ୍ରିଷ୍ଣା କାରକି ପୌଡେଲଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri