Home

ଏସଆରଏଚ ପାଇଁ ୧୪୪ ରନର ବିଜୟ ଲକ୍ଷ୍ୟ…

ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ )ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏସଆରଏଚ ଅଧିନାୟକ ଆଡେନ ମାର୍କ୍ରାମ ଟସ ଜିତି…

ନିକୋବରରେ ୩ ଘଣ୍ଟା ମଧ୍ୟରେ ୩ ଥର ଭୂକମ୍ପ..

ପୋର୍ଟବ୍ଲେୟର,୯।୪ : ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜିର ସୂଚନା ଅନୁଯାୟୀ ରବିବାର ନିକୋବର ଦ୍ୱୀପପୁଞ୍ଜରେ ୩ ଘଣ୍ଟା ମଧ୍ୟରେ ୩ ଥର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ପ୍ରଥମ ଭୂକମ୍ପର ତୀବ୍ରତା ୪.୧ ମାପ କରାଯାଇଥିଲା, ଏହା ଅପରାହ୍ନରେ ୨ଟା…

କେକେଆରର ସଂଘର୍ଷପୂର୍ଣ୍ଣ ବିଜୟ, ୩ ଓ୍ବିକେଟରେ ହାରିଲା ଜିଟି…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚରେ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ବିପକ୍ଷରେ କୋଲକାତା ନାଇଟ ରାଇଡର୍ସ (କେକେଆର) ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି କେକେଆର ୨୦ ଓଭରରେ ୭ ଓ୍ବିକେଟ…

ଟସ ଜିତିଲା ଏସଆରଏଚ: ପ୍ରଥମେ ବୋଲିଂ…

ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ )ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏସଆରଏଚ ଅଧିନାୟକ ଆଡେନ ମାର୍କ୍ରାମ ଟସ ଜିତି…

ଏଏପିର ଡିଗ୍ରୀ ଦେଖାଅ ଅଭିଯାନ: ଆତିଶୀ ଦେଖାଇଲେ ନିଜ ଡିଗ୍ରୀ…

ନୂଆଦିଲ୍ଲୀ,୯।୪ : ଡିଗ୍ରୀ ଦେଖାଅ ଅଭିଯାନ ରବିବାର ଆମ ଆଦମୀ ପାର୍ଟି(ଏଏପି) ଦ୍ୱାରା ଆରମ୍ଭ ହୋଇଛି। ଏକ ଖବରଦାତା ସମ୍ମିଳନୀ କରି ଏଏପି ନେତ୍ରୀ ଆତିଶୀ ଏହି ଅଭିଯାନ ଆରମ୍ଭ କରିଥିଲେ। ସେ କହିଛନ୍ତି ଆଜିଠାରୁ ଆମେ ଏକ ଅଭିଯାନ ଆରମ୍ଭ…

ଆମେରିକାରେ ନିର୍ମଳା ସୀତାରମଣ: ଓ୍ବାଲର୍‌ଡ ବ୍ୟାଙ୍କ-ଆଇଏମଏଫ ବୈଠକରେ ଯୋଗଦେବେ…

ଓ୍ବାଶିଂଟନ,୯।୪ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନ୍ୟୁୟର୍କର ଜେଏଫକେ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ଭାରତର କନସୁଲ ଜେନେରାଲ ରଣଧିର ଜୟୱାଲ ସ୍ବାଗତ କରିଥିଲେ। ଏହି ଗସ୍ତ ସମୟରେ ଅର୍ଥମନ୍ତ୍ରୀ ଓ୍ବାଲର୍‌ଡ ବ୍ୟାଙ୍କ ଗ୍ରୁପ, ଅନ୍ତର୍ଜାତୀୟ ମୁଦ୍ରା…

ପୁଞ୍ଚ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀ ନିହତ, ୨ ଗିରଫ…

ଶ୍ରୀନଗର,୯।୪ : ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ସୁରକ୍ଷା ବାହିନୀ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି। ସୀମା ପାରରୁ କିଛି ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ଭାରତୀୟ ସେନା ଯବାନଙ୍କ ପକ୍ଷରୁ ଏନେଇ…

କ୍ଷମତା ଲୋଭରେ ବାଲା ସାହେବଙ୍କ ସିନ୍ଧାନ୍ତ ବିରୋଧରେ ଯାଇଥିଲେ ଉଦ୍ଧବ: ଶିନ୍ଦେ…

ଅଯୋଧ୍ୟା,୯।୪ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ରବିବାର ରାମଲାଲା ମନ୍ଦିରରେ ପୂଜା କରିଥିଲେ। ସେ କହିଛନ୍ତି ଯେ ରାମ ମନ୍ଦିର ନିର୍ମାଣ ହେବା ସମସ୍ତଙ୍କ ଆଶା। ସମସ୍ତେ ଏହି ସ୍ବପ୍ନ ଦେଖୁଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

କେକେଆର ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଜିଟି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇ…

କେଜରିଓ୍ବାଲଙ୍କ କାର୍ଯ୍ୟର ଶ୍ରେୟ ନେଉଛନ୍ତି ଉପରାଜ୍ୟପାଳ: ଏଏପିର ଅଭିଯୋଗ…

ନୂଆଦିଲ୍ଲୀ,୯।୪ : ଆମ ଆଦମୀ ପାର୍ଟି ଦିଲ୍ଲୀର ଉପରାଜ୍ୟପାଳଙ୍କୁ କଡ଼ା ସମାଲୋଚନା କରିଛି। ଖବରଦାତାଙ୍କ ସହ କଥାବାର୍ତ୍ତା କରି ଦଳର ନେତା ସୌରଭ ଭରଦ୍ୱାଜ କହିଛନ୍ତି , ଆପଣ ଗତ କିଛି ଦିନ ଧରି ଦେଖୁଥିବେ ଉପରାଜ୍ୟପାଳ ବିନୟ କୁମାର ସାକସେନା…

ରାଜସ୍ଥାନର ଗେହଲୋଟ ସରକାରଙ୍କ ବିରୋଧରେ ପାଇଲଟଙ୍କ ହଙ୍ଗର ଷ୍ଟ୍ରାଇକ…

ଜୟପୁର,୯।୪ : ରାଜସ୍ଥାନ କଂଗ୍ରେସରେ ପୁଣି ଏକ ନୂଆ ଝଡ଼ ସୃଷ୍ଟି ହେବାକୁ ଯାଉଛି। କଂଗ୍ରେସ ନେତା ତଥା ରାଜ୍ୟର ପୂର୍ବତନ ଉପପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏପ୍ରିଲ ୧୧ ରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ହଙ୍ଗର ଷ୍ଟ୍ରାଇକରେ…

କୁନି ଲେଖକ

୪ ବର୍ଷ ବୟସର ପିଲା ଖେଳିବା, ଦୁଷ୍ଟ ହେବା, ମସ୍ତି କରିବା ଓ ପାଠ ନ ପଢିବା ଲାଗି ବାହାନା କରୁଥିବା ଦେଖିଥିବେ। ହେଲେ ୟୁଏଇର ଆବୁଧାବୀରେ ରହୁଥିବା ୪ ବର୍ଷୀୟ ବାଳକ ସଈଦ ରାଶିଦ ଅଲ୍ମିହରୀ ଏତେ କମ୍‌ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?