Home

ଯୁଦ୍ଧ ବନ୍ଦ କରିବାକୁ ପୁଟିନଙ୍କୁ ଅଦ୍ଭୁତ ଅଫର ଦେଲେ ଆମେରିକାର ବିଜନେସ ଓମେନ

ୱାଶିଂଟନ,୪ ।୨: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏହି ଯୁଦ୍ଧରେ ଏବେ ପର୍ଯ୍ୟନ୍ତ ବହୁ ଧନ ଜୀବନ ନଷ୍ଟ ହୋଇଥିଲେ ମଧ୍ୟ ଉଭୟ ଦେଶ ପଛକୁ ହଟିବାକୁ ରାଜି ହେଉ…

ଫରାସୀ ଅଭିନେତ୍ରୀ ନିଜ ଘରେ ପଣବନ୍ଦୀ

ପଣଜୀ,୪।୨: ଫ୍ରାନ୍ସର ଅଭିନେତ୍ରୀ ମାରିଏନ୍‌ ବୋର୍ଗୋଙ୍କୁ ଉତ୍ତର ଗୋଆସ୍ଥିତ ତାଙ୍କ ବାସଭବନରେ ପଣବନ୍ଦୀ କରାଯାଇଥିଲା। ସମ୍ପତ୍ତି ବିବାଦକୁ ନେଇ ଅତିଷ୍ଠ ହେବା ପରେ ସେ ଉକ୍ତ ବଙ୍ଗଳାକୁ ଛାଡ଼ିଦେଇଥିବା କହିଛନ୍ତି। ୭୧ ବର୍ଷୀୟା ବୋର୍ଗୋଙ୍କ ମତରେ ୨୦୧୮ରେ ସେ ଜଣେ ଓକିଲଙ୍କଠାରୁ…

ଆମେରିକା ଉପରେ ଚାଇନାର ବେଲୁନ ଦେଖି ବଢିଲା ଟେନସନ, ବ୍ଲିଙ୍କନଙ୍କ ବେଜିଂ ଯାତ୍ରା ସ୍ଥଗିତ

ୱାଶିଂଟନ,୪ ।୨: ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ’ କହିଛି ଦେଶରେ ଏକ ଚାଇନା ଗୁଇନ୍ଦା ବେଲୁନ ଦେଖାଯାଇଛି । ୩ଟି ବସ ଆକାରର ଏହି ବେଲୁନ ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନଙ୍କ ଚାଇନା ଯାତ୍ରାର ଠିକ ପୂର୍ବରୁ ଦେଖାଯାଇଛି । ପେଣ୍ଟାଗନର…

ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ମୋର ଧର୍ମ: ସୁନକ

ଲଣ୍ଡନ,୪ ।୨: ମୂଳ ଭାରତୀୟ ବାସିନ୍ଦା ତଥା ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଗତ ବର୍ଷ ରାଜନୈତିକ ଉତ୍ଥାନ ପତନ ମଧ୍ୟରେ ୧୦ କାଉଣ୍ଟିଂ ଷ୍ଟ୍ରିଟରେ ଶୀର୍ଷ ପଦ ସମ୍ଭାଳିବା ପଛରେ ନିଜର ପ୍ରେରଣାକୁ ନିଜର ‘ଧର୍ମ’ ବୋଲି କହିଛନ୍ତି ।…

ଚହରଙ୍କ ପତ୍ନୀଙ୍କଠାରୁ ୧୦ ଲକ୍ଷ ଟଙ୍କାର ଠକେଇ, ମିଳୁଛି ହତ୍ୟା ଧମକ

ନୂଆଦିଲ୍ଲୀ,୩।୨: ଭାରତୀୟ ଟିମ୍‌ର ତାରକା ଦ୍ରୁତ ବୋଲର ଦୀପକ ଚହରଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦୀପକଙ୍କ ପତ୍ନୀ ଜୟା ଭରଦ୍ୱାଜଙ୍କ ସହ ୧୦ ଲକ୍ଷ ଟଙ୍କାର ଠକେଇ କରାଯାଇଛି। ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ପୂର୍ବତନ ମ୍ୟାନେଜର କମଲେଶ…

ଶାହିଦ ଆଫ୍ରିଦିଙ୍କ ଝିଅଙ୍କ ହାତ ଧରିଲେ ଶାହିନ

ଇସଲାମାବାଦ,୩।୨: ପାକିସ୍ତାନ କ୍ରିକେଟ ଟିମ୍‌ର ଦ୍ରୁତ ବୋଲର ଶାହିନ ଆଫ୍ରିଦି ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କ ଝିଅ ଅନ୍‌ଶାଙ୍କ ସହ ତାଙ୍କର ବିବାହ ହୋଇଛି। ମୁସଲମାନ ରୀତିନୀତିରେ ବିବାହ ଅନୁଷ୍ଠିତ ହୋଇଛି। ଏହି ବିବାହରେ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ, କହିଲେ-ଆଶା କରୁଛି ଉପଯୁକ୍ତ ପଦକ୍ଷେପ ନେବେ…

ନୂଆଦିଲ୍ଲୀ,୩।୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କଶ୍ମୀରୀ ପଣ୍ଡିତଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଘାଟିରେ କାମ କରିବା ଲାଗି ସରକାରୀ ଅଧିକାରୀମାନେ କଶ୍ମୀରୀ ପଣ୍ଡିତଙ୍କ ଉପରେ ଚାପ ପକାଉଛନ୍ତି ବୋଲି ସେ ଦାବି…

ଓଡ଼ିଶାକୁ ମିଳିଲା ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ

ନୂଆଦିଲ୍ଲୀ,୩।୨: ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ମିଳିଛି। କେନ୍ଦ୍ରୀୟ ବଜେଟରେ ମିଳିଥିବା ଏହି ଅନୁଦାନ ସମ୍ପର୍କରେ ଶୁକ୍ରବାର ଖବରଦାତା ସମ୍ମିଳନୀରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ପୂର୍ବତଟ ରେଳପଥ ଜେନେରାଲ ମ୍ୟାନେଜର…

୯ ଦିନ ପରେ ବି ସମାନ କ୍ରେଜ୍‌: ୭୦୦ କୋଟି ରୋଜଗାର କଲା ‘ପଠାନ’

ବମ୍ବେ: ରିଲିଜ ପୂର୍ବରୁ ବିବାଦରେ ଫସିଥିଲା କିଙ୍ଗ ଖାଁ ଶାହାରୁଖଙ୍କ ଫିଲ୍ମ ‘ପଠାନ୍‌’। ଫିଲ୍ମର କିଛି ଦୃଶ୍ୟକୁ ବିରୋଧ କରାଯାଉଥିବାରୁ ଏହା ଭଲ ବ୍ୟବସାୟ କରିବ ନାହିଁ ବୋଲି ଅନେକେ ପୂର୍ବାନୁମାନ କରିଥିଲେ। ହେଲେ ସବୁକିଛିକୁ ଭୁଲ ପ୍ରମାଣିତ କରିଛି ଶାହାରୁଖଙ୍କ…

ଶୁଭମନଙ୍କୁ ନୁହେଁ, ସୂର୍ଯ୍ୟକୁମାରଙ୍କୁ ମିଳୁ ସୁଯୋଗ: କାର୍ତ୍ତିକ

ନୂଆଦିଲ୍ଲୀ,୩।୨: ହ୍ବାଇଟ୍‌ ବଲ୍‌ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ ପରେ ଏବେ ଟିମ୍‌ ଇଣ୍ଡିଆର ନଜର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପହଞ୍ଚିବା ଉପରେ ରହିଛି। ଏଥିଲାଗି ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ମୁହାଁମୁହିଁ ହେବ। ଫେବୃୟାରୀ…

ପୁଣି ଥରେ ବିଶ୍ୱର ଲୋକପ୍ରିୟ ନେତା ହେଲେ ମୋଦି, ବାଇଡେନ-ସୁନକଙ୍କ ସମେତ ୨୨ ଲିଡର୍‌ଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୨: ଅନ୍ତର୍ଜାତୀୟସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଭାବ ଜାରି ରହିଛି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏହି ଦୌଡ଼ରେ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସମେତ ୨୨ ବିଶ୍ୱନେତାଙ୍କୁ ପଛରେ ପକାଇ…

ଲୁଚାଛପାରେ ବିବାହ କରିନେଲେ ଆରତୀ ! ରାଜୀବଙ୍କ ସହ ଫଟୋ ଭାଇରାଲ ପରେ…

ବମ୍ବେ: ଲୁଚାଛପାରେ ବିବାହ କରିନେଇଛନ୍ତି ବିଗ୍‌ବସ୍‌ର ପୂର୍ବତନ ପ୍ରତିଯୋଗୀ ତଥା କମେଡିଆନ୍‌ କୃଷ୍ଣା ଅଭିଷେକଙ୍କ ଭଉଣୀ ଆରତୀ ସିଂ। ବ୍ୟବସାୟୀ ତଥା ମଡେଲ ରାଜୀବ ଅଦାତିଆଙ୍କ ହାତ ଧରିଛନ୍ତି ସେ। ଉଭୟଙ୍କ ବରବଧୂ ବେଶର ଫଟୋ ଭାଇରାଲ ପରେ ଏଭଳି କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri