ଆଜି ଧୋନୀ, ରୋହିତ ଲଢ଼େଇ
ମୁମ୍ବାଇ,୮ା୪(ପି.ଟି.): ଆଇପିଏଲ ଇତିହାସର ଦୁଇ ସଫଳତମ ଅଧିନାୟକ ରୋହିତ ଶର୍ମା ଓ ମହେନ୍ଦ୍ର ସିଂ ଧୋନୀଙ୍କ ମଧ୍ୟରେ ଶନିବାର ହେବ ମ୍ୟାଚ୍। ରୋହିତଙ୍କ ଶାନ୍ତ ସ୍ବଭାବ ଓ ଧୋନୀଙ୍କ ବୁଦ୍ଧି ମଧ୍ୟରେ ଏକ ସନ୍ତୁଳିତ ଲଢେଇ ଫ୍ୟାନମାନଙ୍କୁ ଦେଖିବାକୁ ମିଳିବ। ଆର୍ସିବି…
ଫାରୀ, ହକେଟ ଆନାଲିଟିକାଲ କୋଚ୍
ନୂଆଦିଲ୍ଲୀ, ୮ା୪(ପି.ଟି.): ଭାରତୀୟ ମହିଳା ଓ ପୁରୁଷ ହକି ଦଳ ପାଇଁ ନୂଆ ସପୋର୍ଟ ଷ୍ଟାଫ୍ ନିଯୁକ୍ତ କରାଯାଇଛି। ଜଣାଶୁଣା ଅଷ୍ଟ୍ରେଲୀୟ କୋଚ୍ ଆନ୍ଥୋନୀ ଫାରୀ ଓ ଦକ୍ଷିଣ ଆଫ୍ରିକାର ରେହେଟ ହକେଟ ଯଥାକ୍ରମେ ମହିଳା ଓ ପୁରୁଷ ଦଳର ଆନାଲିଟିକାଲ…
ଓଡ଼ିଶା ସ୍ପୋଟର୍ସ ହଷ୍ଟେଲ ବିଜୟୀ
ଭୁବନେଶ୍ୱର,୮ା୪(କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ୨୧ ବର୍ଷରୁ କମ୍ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍ (ଅନ୍ତିମ ପର୍ଯ୍ୟାୟ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ସ୍ପୋଟର୍ସ ହଷ୍ଟେଲ ୬-୦ ଗୋଲରେ ଏଚ୍ଆଇଏମ୍ ହକି ଏକାଡେମୀକୁ ପରାସ୍ତ କରିଛି। ସ୍ପୋଟର୍ସ ହଷ୍ଟେଲ ପକ୍ଷରୁ…
ବ୍ରିଟେନ୍ ରୟାଲ ଟ୍ରେଜେରିରେ ଭାରତୀୟ ରତ୍ନ ଅଳଙ୍କାର
ଲଣ୍ଡନ: ବ୍ରିଟିଶ୍ ଶାସନ କାଳରେ ଭାରତରୁ ବହୁ ମୂଲ୍ୟବାନ୍ ରତ୍ନ ପଥର, ଗହଣା ଇଂରେଜମାନେ ଜୋର ଜବରଦସ୍ତି ଓ ରାଜନୈତିକ ଜାଲ ବିଛାଇ ହାତେଇ ନେଇଥିଲେ। ତେବେ ଭାରତର କେଉଁ କେଉଁ ମୂଲ୍ୟବାନ୍ ରତ୍ନପଥର ଏବେ ବ୍ରିଟିଶ୍ ରାଜପରିବାର ସିନ୍ଦୁକରେ ଶୋଭା…
‘ଦେଶର ପ୍ରଥମ ଆତଙ୍କବାଦୀ ନାଥୁରାମ ଗଡସେ…’: ରାମନବମୀ ଶୋଭାଯାତ୍ରାରେ ଗଡସେଙ୍କ ଫଟୋକୁ ନେଇ କହିଲେ ଓଓ୍ବାଇସି
ନୂଆଦିଲ୍ଲୀ,୮।୪: ରାମ ନବମୀରେ ଗୋଟିଏ ପଟେ ବିହାର ଓ ପଶ୍ଚିମବଙ୍ଗରେ ହିଂସା ହୋଇଥିବା ବେଳେ ହାଇଦ୍ରାବାଦରେ ରାମନବମୀ ଶୋଭାଯାତ୍ରାରେ ଲୋକେ ନାଥୁରାମ ଗଡସେଙ୍କ ଫଟୋ ଧରି ନାଚୁଥିବା ଦେଖାଯାଇଥିଲା। ଏହି ଘଟଣାକୁ ନେଇ ଏବେ ଏମପି ତଥା ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ…
ଆମେରିକା ୟୁନିଭର୍ସିଟିରେ ଶୁଭିଲା ଗୁଳି ଫୁଟିବାର ଶବ୍ଦ
ଓ୍ବାଶିଂଟନ,୮।୪: ଆମେରିକାର ଓକଲାହୋମ ୟୁନିଭର୍ସିଟିରେ ଜଣେ ସକ୍ରିୟ ଶୁଟରଙ୍କ ପକ୍ଷରୁ ଫାୟାରିଂ କରାଯାଇଛି। ୟୁନିଭର୍ସିଟି ପ୍ରଶାସନ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି। ଟୁଇଟରେ କୁହାଯାଇଛି କି ୟୁନିଭର୍ସିଟିର ନର୍ମନ କ୍ୟାମ୍ପସରେ ଗୁଳି ଫୁଟିବାର ଶବ୍ଦ ଶୁଭିଛି। ସାଉଥ ଓଭାଲ…
ଜି-୨୦ ପର୍ଯ୍ୟଟନ ବୈଠକରେ ଯୋଗଦେବେ ଜେ.କେ. ମହାନ୍ତି
ଭୁବନେଶ୍ୱର,୮ା୪: ଚଳିତ ବର୍ଷ ସମ୍ମାନଜନକ ଜି-୨୦ ସମ୍ମିଳନୀ ଭାରତରେ ହେବାକୁ ଯାଉଛି। ଏପରିକି ଉକ୍ତ ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରୁଥିବା ବେଳେ କେନ୍ଦ୍ର ସରକାର ଅନେକ ପ୍ରକାର କାର୍ଯ୍ୟକ୍ରମ ମଧ୍ୟ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ଏବଂ ଫେଡେରେଶନ…
ବିଶ୍ୱଶ୍ରେଣୀୟ ଷ୍ଟିଲ୍ ଉତ୍ପାଦନ ଲକ୍ଷ୍ୟ
ଭୁବନେଶ୍ୱର,୮ା୪: ଜିନ୍ଦଲ ଷ୍ଟେନ୍ଲେସ ଲିମିଟେଡ୍ (ଜେଏସ୍ଏଲ୍)ର ବାଣିଜି୍ୟକ କାର୍ଯ୍ୟକଳାପକୁ ନେଇ କ୍ରିସିଲ ଏଏ ରେଟିଂ ପଜିଟିଭକୁ ବୃଦ୍ଧି କରାଇଛି। ଏହି ସମୟରେ ସ୍ବଳ୍ପକାଳୀନ ବ୍ୟାଙ୍କ ସୁବିଧା ଉପରେ ମୂଲ୍ୟାୟନ କ୍ରିସିଲ ଏ୧+ରେ ପୁନଃ ପ୍ରମାଣିତ ହୋଇଛି। ଏପରିକି କମ୍ପାନୀର ଉନ୍ନତ ବ୍ୟବସାୟ…
ରିଲାଏନ୍ସ ଜୁଏଲ୍ସର ସ୍ବତନ୍ତ୍ର କଲେକ୍ସନ ‘ଥାଞ୍ଜାଭୁର’
ଭୁବନେଶ୍ୱର,୮ା୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ମାଜେଷ୍ଟିକ ଥାଞ୍ଜାଭୁର’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ପାଇଁ ଏଭଳି ଏକ ଆକର୍ଷଣୀୟ କଲେକ୍ସନ ‘ଥାଞ୍ଜାଭୁର’ର ବଜାର ପ୍ରବେଶ କରାଯାଇଛି। ଏ ସମ୍ପର୍କରେ…
ମାରୁତି ସୁଜୁକି ଜିମ୍ନୀର ଅନାବରଣ
ଭୁବନେଶ୍ୱର,୮ା୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ୍)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମତ ନ୍ୟୁ ଜିମ୍ନୀର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏପରିକି ମାରୁତି ସୁଜୁକିର ପ୍ରିମିୟମ…
ସୋନିର ନ୍ୟୁ ଆଲ୍ଫା ୭ ଆର୍ ଭି କ୍ୟାମେରା
ଭୁବନେଶ୍ୱର,୮ା୪: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମତ ଆଲ୍ଫା ୭ଆର୍ ଭି କ୍ୟାମେରାର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏପରିକି ନିକଟରେ ବ୍ରାଣ୍ଡ୍ର ଆଲ୍ଫା ସିରିଜ ତଥା ନୂତନ ଇଣ୍ଟେଲିଜେନ୍ସ କ୍ୟାମେରାର ବଜାର ପ୍ରବେଶ ମଧ୍ୟ…
ସବୁ ବୁଥ୍ରେ ହେବ ଓ୍ବେବ୍ କାଷ୍ଟିଂ
ଭୁବନେଶ୍ୱର,୮ା୪(ବ୍ୟୁରୋ): ଚଳିତ ଥର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଥିବା ସମସ୍ତ ବୁଥ୍ରେ ଶତ ପ୍ରତିଶତ ୱେବ୍ କାଷ୍ଟିଂର ବ୍ୟବସ୍ଥା କରାଯିବ। ଏଥିସହିତ ଉପନିର୍ବାଚନରେ ପ୍ରାର୍ଥୀମାନେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଅତିକମ୍ରେ ୩ ଥର ଗଣମାଧ୍ୟମ ଜରିଆରେ ପ୍ରଚାର…

