Home

ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଜିଲା ଜଜ୍‌ଙ୍କୁ ଚିଠି ଲେଖିଲେ ଏସ୍‌ପି

କେନ୍ଦୁଝର,୧ା୨(ସ୍ବ.ପ୍ର.): ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ କେନ୍ଦୁଝର ପୋଲିସ ଜିଲା ଜଜ୍‌ଙ୍କୁ ଚିଠି କରିଥିବା ଜଣାପଡ଼ିଛି। ମୃତ୍ୟୁ ହୋଇଥିବା ଅଭିଯୁକ୍ତ ଜଣଙ୍କ ମିଲୁ ବାରିକ। ଘର ସୁନ୍ଦରଗଡ଼ ଜିଲାରେ ହୋଇଥିବା ବେଳେ…

ସିରିଜ୍‌ କବ୍‌ଜା କଲା ଭାରତ

ଅହମ୍ମଦାବାଦ୍‌,୧।୨:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବ୍‌ଜା କରିଛି ଟିମ୍‌ ଇଣ୍ଡିଆ। ଶେଷ ଟି-୨୦ ଭାରତ ୧୬୮ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ୨୩୫ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ଟିମ୍‌ ମାତ୍ର…

ପାକିସ୍ତାନ ଆତଙ୍କବାଦୀ ଅବଦୁଲ ରେହମାନ ମକ୍କିଙ୍କୁ ଜାତିସଂଘ ତାଲିକାଭୁକ୍ତ ଆତଙ୍କବାଦୀ ଘୋଷଣା କଲା ଭାରତ

ନୂଆଦିଲ୍ଲୀ,୧।୨: ପାକିସ୍ତାନ ଆତଙ୍କବାଦୀ ଅବଦୁଲ ରେହମାନ ମକ୍କିଙ୍କୁ ଜାତିସଂଘ ତାଲିକାଭୁକ୍ତ ଆତଙ୍କବାଦୀ ଭାବରେ ଘୋଷଣା କରିଛି ଭାରତ। ଅବଦୁଲ ରେହମାନ ମକ୍କି ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଉପନେତା। ଅବଦୁଲ ରେହମାନ ମଧ୍ୟ ମକ୍କି ଆତଙ୍କବାଦୀ ହାଫିଜ ସଇଦଙ୍କ ଶଳା ଏବଂ ୨୬/୧୧…

ମୁହଁ ଲୁଚାଇଲେ ଅମୃତା, ସାଙ୍ଗରେ ଥିଲେ ଅଖତର

ମୁମ୍ବାଇ: କରୀନା କପୁର ଏବଂ ଅମୃତା ଆରୋରାଙ୍କ ବନ୍ଧୁତା ସମସ୍ତଙ୍କୁ ଜଣା। କରୀନା ତାଙ୍କର ଅନେକ ସାକ୍ଷାତକାରରେ କହିଛନ୍ତି ଯେ, ଅମ୍ମୁ (ଅମୃତା) ତାଙ୍କ ସହ କେତେ ନିକଟତର ଏବଂ ସେମାନଙ୍କର ବନ୍ଧୁତା ବହୁ ପୁରୁଣା। ଗତ ମଙ୍ଗଳବାର ଅମୃତା ତାଙ୍କର…

ମାତ୍ର ୧୭ ଦିନ ମଧ୍ୟରେ ଚତୁର୍ଥ ଅନ୍ତର୍ଜାତୀୟ ଶତକ ହାସଲ କଲେ ଗିଲ

ଅହମ୍ମଦାବାଦ୍‌,୧।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୨୦ ଓଭରରେ ଚାରି ଉଇକେଟ୍‌ ହରାଇ ୨୩୪ ରନ ସଂଗ୍ରହ…

ଗିଲ୍‌ଙ୍କ ବିସ୍ଫୋରକ ଶତକ: ନ୍ୟୁଜିଲାଣ୍ଡକୁ ୨୩୫ ରନ୍‌ର ଟାର୍ଗେଟ୍‌

ଅହମ୍ମଦାବାଦ୍‌,୧।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ଖେଳାଯାଉଥିବା ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଶୁଭମନ୍‌ ଗିଲ୍‌ଙ୍କ ବିସ୍ଫୋରକ ଶତକ ଆଧାରରେ ନ୍ୟୁଜିଲାଣ୍ଡକୁ ୨୩୫ ରନ୍‌ର ଟାର୍ଗେଟ୍‌ ଦେଇଛି ଭାରତ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତ ୨୦ ଓଭରରେ…

‘ଆୟୁଷ୍ମାନ ଭାରତ’ ଯୋଜନାକୁ ନେଇ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବା ବନ୍ଦ କରନ୍ତୁ’

ଭୁବନେଶ୍ୱର,୧ା୨(ବ୍ୟୁରୋ): ୨୦୨୩-୨୪ରେ କେନ୍ଦ୍ର ସରକାର ଆଣିଥିବା ବଜେଟକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିଛି କ୍ଷେତ୍ରରେ ଆଣିଥିବା ପଦକ୍ଷେପ ବେଶ୍‌ ପ୍ରଶଂସାଯୋଗ୍ୟ। ଆଉ କିଛି ବଜେଟ ଚିନ୍ତାଜନକ। ଯାହାର ସମାଧାନ କରିବା…

ପାକିସ୍ତାନର ଅର୍ଥନୀତିର ଦୁର୍ବଳ ଚିତ୍ର ଉପସ୍ଥାପନ କଲା ଆଇଏମଏଫ୍‌

ଓ୍ବାଶିଂଟନ୍‌,୧।୨: ପଡୋଶୀ ଦେଶ ପାକିସ୍ତାନରେ ଅର୍ଥନୀତି ଦିନକୁ ଦିନ ଖରାପ ଆଡକୁ ଗତି କରୁଛି। ଏହାର ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ତୁରନ୍ତ କୋଟି କୋଟି ଟଙ୍କା ଆବଶ୍ୟକ, କିନ୍ତୁ ଏତେ ବଡ଼ ଅର୍ଥନୈତିକ ପ୍ୟାକେଜ ପାଇବା କଷ୍ଟସାଧ୍ୟ। ପାକିସ୍ତାନ ସରକାର…

ମା’ଙ୍କ ବଜେଟ୍‌ ଉପସ୍ଥାପନ, ଗ୍ୟାଲେରିରେ ବସିଥିଲେ ଝିଅ

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ସମୟରେ ତାଙ୍କ ଝିଅ ଏବଂ ପରିବାର ଲୋକେ ପରିଦର୍ଶକ ଗ୍ୟାଲେରିରେ ବସି ଦେଖୁଥିଲେ। ୨୦୨୪ ଲୋକ ସଭା ନିର୍ବାଚନ…

୨୦୨୩ରେ ଚାଲିବ ହାଇଡ୍ରୋଜେନ୍‌ ଟ୍ରେନ୍‌: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ରେଳ ବିଭାଗକୁ ୨.୪୦ ଲକ୍ଷ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ୨୦୨୨ରେ ରେଳବାଇର ମୋଟ ବଜେଟ ୧୪୦୩୬୭.୧୩ କୋଟି ଥିଲା। ୨୦୧୩-୧୪ ବର୍ଷ ତୁଳନାରେ, ଏହି…

୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ

ଓ୍ବାଶିଂଟନ,୧ା୨: ଆମେରିକାରେ ପ୍ରବଳ ତୁଷାରପାତ ଯୋଗୁ ବୁଧବାର ୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ ହୋଇଛି। ଟେକ୍ସାସରୁ ଓ୍ବେଷ୍ଟ ଭର୍ଜିନିଆ ପର୍ଯ୍ୟନ୍ତ ବରଫର ଆସ୍ତରଣ ଜମିଛି। ଏଭଳି ପରିସ୍ଥିତିରେ ଝଡ଼ର ସମ୍ମୁଖୀନ ହେବା ପରେ ଆମେରିକା ୧୪୦୦ରୁ ଅଧିକ ବିମାନ ବାତିଲ…

ବିଶ୍ୱବିଜେତା ମହିଳା କ୍ରିକେଟ ଦଳ ସମ୍ବର୍ଦ୍ଧିତ: ସଚିନ କହିଲେ, ତୁମେମାନେ ଦେଶ ପାଇଁ ପ୍ରେରଣା

ଅହମ୍ମଦାବାଦ,୧।୨: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମହିଳା ଅଣ୍ଡର-୧୯ ଟି-୨୦ ବିଶ୍ୱକପ ବିଜେତା ଦଳକୁ ପୁରସ୍କୃତ କରିଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଏହି ସମାରୋହରେ ବିସିସିଆଇ ଖେଳାଳିଙ୍କୁ ପୁରସ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri