ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା
ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ ପ୍ରଦାନ କରାଯାଇଛି। ଅର୍ଥନୀତିକୁ ସ୍ଥିର ରଖୁଥିବା ନୀତିଗୁଡ଼ିକ ସମ୍ପର୍କରେ ବୁଝିବା ଦିଗରେ ଗୁରୁତ୍ୱପୂର୍ଣ୍ଣ…
ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା
ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ ମିଡିଆରେ ପ୍ରଶଂସକଙ୍କଠାରୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ସବୁଠାରୁ ଖାସ ରହିଛି ତାଙ୍କ…
ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦଳ ୧୪ ରନ୍ରେ ବିଜୟୀ ହୋଇଛି। ଏହି ମ୍ୟାଚ୍ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି ନ ଥିଲେ ମଧ୍ୟ ବ୍ୟାଟିଂରେ ତାଙ୍କର ଛୋଟ କିନ୍ତୁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଚର୍ଚ୍ଚାକୁ…
କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ
ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ ଜିଲା ପାଇଁ ଗୌରବ ଆଣିଛନ୍ତି। ସବ୍ଜୁନିଅର ବର୍ଗରେ ଶୁଭାନନ୍ଦ ଜେନା ୫୫ କେଜି…
ଧୋନୀଙ୍କ ରେକର୍ଡକୁ ଧୂଳିସାତ୍ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା
ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଦଳଗୁଡ଼ିକ ଟି-୨୦ କ୍ରିକେଟ୍ରେ ବାରମ୍ବାର ୨୦୦ ରନ୍ରୁ ଅଧିକ ସ୍କୋର କରି…
ଭାରତୀୟ କ୍ରିକେଟ୍ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ
ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ ପ୍ଲେଟ ଡିଭିଜନକୁ ସାମିଲ କରାଯିବା ଏହାର ପ୍ରତିଯୋଗିତାମୂଳକ ମାନ ହ୍ରାସର ଏକ ପ୍ରମୁଖ…
ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…
ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା ନିହାତି ଦରକାର। ଯଦି ଶରୀରରେ ଜଳୀୟ ଅଂଶ ଅସନ୍ତୁଳିତ ରହିଲା ତେବେ ଜଳୀୟ…
ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ
ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା ମାରିଥିଲା। ଏହି ସଫଳତା ସହିତ, ୱେଷ୍ଟଇଣ୍ଡିଜ ବିଶ୍ୱର ପ୍ରଥମ ଦଳ ଭାବରେ T20…
ଦୁଇ ବାଇକ୍ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…
ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡ଼ା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର…
ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…
ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯିବା ପରେ, ପାକିସ୍ତାନ କ୍ରିକେଟ ବୋର୍ଡ (PCB) ନିଜର କ୍ରିକେଟ…
‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ
କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି। ସଲିମ ନାମକ ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଧକ୍କା ଏତେ ଜୋରଦାର ଥିଲା ଯେ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…

