‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…
ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ ଆୟୋଗର କାର୍ଯ୍ୟଶୈଳୀ ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ପ୍ରସଙ୍ଗକୁ ନେଇ…
ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର
ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ଭେଟିଥିଲେ; ଏହି ସାକ୍ଷାତ ପରେ ତାଙ୍କୁ ବୋର୍ଡରେ ଏକ ଗୁରୁତ୍ୱପୂର୍ଣ୍ଣ…
ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍ ଦେଖି ଅଟକିଗଲା ସମସ୍ତଙ୍କ ନଜର
ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ ଡେଫିଲେ ୨୦୨୬’ରେ ଐଶ୍ୱର୍ଯ୍ୟା ରାମ୍ପ ୱାକ କରିଛନ୍ତି। ସେ ରାମ୍ପରେ ପ୍ରବେଶ କରିବା…
ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଛାତ୍ର ଜଣକ ବାଲିପାଟଣା ଆଦର୍ଶ ବିଦ୍ୟାଳୟର…
ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…
ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ସେ ଅପିଲ୍…
ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…
ମୁମ୍ବାଇ,୨୯।୯: ବଲିଉଡ୍ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଗୋବିନ୍ଦାଙ୍କ ନାମ ତାଙ୍କ କୋ-ଷ୍ଟାର କୋମଲ ରାଣୀଙ୍କ ସହ ଯୋଡ଼ାଯିବା ପରେ ଚର୍ଚ୍ଚା…
OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…
ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ସ୍ପଷ୍ଟୀକରଣ ଦେଇଛି । OSSTET ସ୍ଥଗିତ ହୋଇନି, ଆସନ୍ତାକାଲି(ବୁଧବାର) ହିଁ ପରୀକ୍ଷା…
ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’
ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ ଥିବା ମ୍ୟାଚ ପୂର୍ବରୁ, ପୂର୍ବତନ ଅଧିନାୟକ ରୋହିତ ଶର୍ମା ‘ଜିଓଷ୍ଟାର୍’ (JioStar) ସହ…
ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….
ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୁକୁଳା ଡ୍ରେନରେ ପଡି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି…
କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା
ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ ହୋଇପାରେ ଏବଂ ଏଥିରେ ଆମେରିକା ବିଜୟୀ ହେବ। ସେ ଆହୁରି ମଧ୍ୟ ଦାବି…
ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍ କଲେ ଯୁବକ
ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ ରେକର୍ଡ କରି ଭାଇରାଲ୍ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି । ଘଟଣାଟି ନଗର…
ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ
ଢାକା,୨୯।୯: କ୍ରିକେଟ୍ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ ନୂଆ ଟୁର୍ନାମେଣ୍ଟ ଘୋଷଣା କରିଛି। ଏହି ପ୍ରତିଯୋଗିତାରେ ଟି-୨୦, ଫାର୍ଷ୍ଟ କ୍ଲାସ ଓ…

