Home

ଗୋବିନ୍ଦାଙ୍କ ଗୀତରେ ଡ୍ୟାନ୍ସ କଲେ ବିଦେଶୀ ମହିଳା, ଭିଡିଓରେ ଷ୍ଟେପ୍‌ ଦେଖିଲେ…

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଏବଂ ହିନ୍ଦୀ ଗୀତର ପ୍ରଶଂସକ ସମଗ୍ର ବିଶ୍ୱରେ ରହିଛନ୍ତି। ହିନ୍ଦୀ ଫିଲ୍ମର ଅନେକ ଟ୍ରେଣ୍ଡ ଗୀତ ଲୋକଙ୍କୁ ଡ୍ୟାନ୍ସ କରିବାକୁ ବାଧ୍ୟ କରିଥାଏ। ଏହା କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ ବିଦେଶୀ…

ଭୁବନେଶ୍ୱର ରନ୍‌ୱେ ଓ୍ବିକ୍‌

ଭୁବନେଶ୍ୱର,୬।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଇଭୋସ ବିଲ୍ଡକନ ଦ୍ୱାରା ପ୍ରାୟୋଜିତ ଭୁବନେଶ୍ୱର ରନ୍‌ୱେ ୱିକ୍‌ର ୮ମ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ସୁନ୍ଦର ଓ ଆକର୍ଷଣୀୟ ଦେଖାଯିବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରନ୍ତି। ସେଥିପାଇଁ ନୂଆ…

ବରଫ ଉପରେ ବସି ଫଟୋ ଶେୟାର କଲେ କିଆରା, ପ୍ରଶଂସକ କହିଲେ…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନଙ୍କ ସହ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଆଜିକାଲି କଶ୍ମୀରରେ ଅଛନ୍ତି। କାର୍ତ୍ତିକ ଏବଂ କିଆରାଙ୍କ ଫିଲ୍ମ ‘ସତ୍ୟପ୍ରେମ କି କଥା’ର ଶୁଟିଂ କିଛି ଦିନ ହେବ ସୋନାମାର୍ଗରେ ଚାଲିଛି। କିଆରା ଇନ୍‌ଷ୍ଟାଗ୍ରାମରେ…

ସଂସଦକୁ ଅଚଳ କଲେ ସରକାର: ଖାର୍ଗେ

ନୂଆଦିଲ୍ଲୀ,୬।୪: ସଂସଦର ଶେଷ ଦିନରେ ଆଦାନୀ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ବିଜୟ ଚୌକରୁ ଏକ ତ୍ରିରଙ୍ଗା ପଦଯାତ୍ରା ବାହାର କରିଥିଲେ। ଏହାପରେ ଖାର୍ଗେ ଏକ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ…

ଅନ୍ୟ କାହା ଚାର୍ଜରରେ ମୋବାଇଲ ଚାର୍ଜ କରୁଛନ୍ତି କି? ରୁହନ୍ତୁ ସାବଧାନ

ଆଜିକାଲି ସ୍ମାର୍ଟଫୋନ ଆମର ଏତେ ଆବଶ୍ୟକ ହୋଇଗଲାଣି ଯେ, ଏହା ବିନା ଯେମିତି କିଛି କାମ କରିହେବନି। ବ୍ୟାଙ୍କିଂ ହେଉ, ଶପିଂ ହେଉ କିମ୍ବା ସାଙ୍ଗମାନଙ୍କ ସହିତ ଚାଟିଂ। ଏଭଳି ପରିସ୍ଥିତିରେ ସବୁଠାରୁ ବଡ଼ ସମସ୍ୟା ହେଉଛି ଫୋନର ବ୍ୟାଟେରି। ଆପଣ…

ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ,୬।୪: ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର…

୧୯୯୦ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଗାନ୍ଧୀ ପରିବାରର କେହି ହୋଇ ନାହାନ୍ତି ପ୍ରଧାନମନ୍ତ୍ରୀ ଅବା ମନ୍ତ୍ରୀ: ଖାର୍ଗେ…

ନୂଆଦିଲ୍ଲୀ,୬।୪ : କଂଗ୍ରେସ ଜାତୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ ୧୩ ବିରୋଧୀ ଦଳ ଗୁରୁବାର ଏକ ତ୍ରିରଙ୍ଗା ପଦଯାତ୍ରା କରିଥିଲେ। ଏହି ସମୟରେ ମଲ୍ଲିକାର୍ଜୁନ ଖବରଦାତାଙ୍କୁ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗଣତନ୍ତ୍ର ବିଷୟରେ ଅନେକ କଥା କହୁଛନ୍ତି,…

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା

କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍‌ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ…

ଏଣିକି ବିପଦପୂର୍ଣ୍ଣ ସ୍ଥାନରେ ଶହୀଦ ହେବେ ନାହିଁ ସୈନିକ, ଜଗିବେ ରୋବୋ ଡଗ୍‌

ଯେକୌଣସି ଦେଶର ସୁରକ୍ଷା ଏହାର ସୈନ୍ୟମାନଙ୍କ ଉପରେ ନିର୍ଭର କରିଥାଏ। ଦେଶସେବାରେ ନିୟୋଜିତ ସୈନିକମାନେ ନିଜ ଜୀବନକୁ ଖାତିର ନ କରି ପ୍ରତ୍ୟେକ ବିପଦର ମୁକାବିଲା କରିବାକୁ ପ୍ରସ୍ତୁତ ରହିଥାନ୍ତି। ସେମାନଙ୍କ ପାଇଁ ଦେଶର ସୁରକ୍ଷା ନିଜ ଜୀବନ ଅପେକ୍ଷା ଅଧିକ…

ପାକିସ୍ତାନୀ ସେନା-ଆତଙ୍କବାଦୀ ମୁହାଁମୁହିଁ: ୮ ଆତଙ୍କବାଦୀ ନିହତ …

ଇସଲାମବାଦ,୬।୪ : ଖାଇବର ପସ୍ତୁନଖ୍ବା ପ୍ରଦେଶରେ ଆତଙ୍କବାଦୀ ଲୁଚି ରହିଥିବା ଅଞ୍ଚଳରେ ରାତାରାତି ପାକିସ୍ତାନୀ ସେନା ଦ୍ୱାରା ହୋଇଥିବା ଆକ୍ରମଣରେ ଆଠ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିରେ ଜଣେ ସୈନିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସେନାର ଗଣମାଧ୍ୟମ ଆଇଏସପିଆର (ଆନ୍ତଃ…

ଆଜିି କେକେଆର୍‌କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ

କୋଲକାତା,୬।୪: ଆଜି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍‌ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନାଇଟ୍‌ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ। ନାଇଟ୍‌…

ହିପ ହାଡ ଭାଙ୍ଗିଥିବା ବ୍ୟକ୍ତିଙ୍କ ହାର୍ଟ ଅପରେଶନ କଲେ ଡାକ୍ତର: ମୃତଦେହ ନେବାକୁ ମନା କଲେ ସମ୍ପର୍କୀୟ…

ନୋଏଡା,୬।୪ : ନୋଏଡାର ଫୋର୍ଟିସ ହସ୍ପିଟାଲର ଡାକ୍ତରମାନେ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି, ରୋଗୀଙ୍କୁ ହିପ ହାଡ ଭାଙ୍ଗିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତରମାନେ ତାଙ୍କର ହାର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?