Home

ଯୁଦ୍ଧ ଧମକ ଦେଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୬।୪ : ଉତ୍ତର କୋରିଆ ଗୁରୁବାର ଆମେରିକା ଏବଂ ଦକ୍ଷିଣ କୋରିଆ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। ଉତ୍ତର କୋରିଆ କହିଛି ଯେ ଦୁଇ ଦେଶ ମିଳିତ ସାମରିକ ଅଭ୍ୟାସ ମାଧ୍ୟମରେ ଆମକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଛନ୍ତି। ତାଙ୍କର ଏହି…

ତାଇଓ୍ବାନ ମୁହାଁ ଚାଇନା ଯୁଦ୍ଧପୋତ-ବିମାନ…

ବେଜିଂ,୬।୪ : ତାଇୱାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ଦିନ କହିଛି ଯେ ଲସ ଏଞ୍ଜେଲସରେ ରାଷ୍ଟ୍ରପତି ତାଇ ଇଙ୍ଗ-ୱେନ ଆମେରିକାର ହାଉସ ବାଚସ୍ପତି କେଭିନ ମ୍ୟାକକାରିଙ୍କ ସହ ସାକ୍ଷାତ କରି ସ୍ବୟଂଶାସିତ ଦ୍ୱୀପ ନିକଟରେ ଏକ ଚୀନ ବିମାନ ଏବଂ ୩…

ସ୍ପେଶାଲ ଅଲିମ୍ପିକ୍ସ କୃତୀ ଆଥ୍‌ଲେଟ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ନିକଟରେ ଆମିଟି ୟୁନିଭର୍ସିଟି ଆନୁକୂଲ୍ୟରେ ଆୟୋଜିତ ସାଇକ୍ଲିଂ ଜାତୀୟ ଚାମ୍ପିୟନଶିପ୍‌ ଏବଂ ରୋଲର ସ୍କେଟିଂରେ ପଦକ ହାସଲ କରିଥିବା ସ୍ପେଶାଲ ଅଲିମ୍ପିକ୍ସ ଭାରତର ଓଡ଼ିଶା ଆଥ୍‌ଲେଟଙ୍କୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବର୍ଦ୍ଧିତ କରିଛନ୍ତି। ପ୍ରତିଯୋଗିତାର…

ଟିଟି ଖେଳାଳିଙ୍କୁ ନୂତନ ପଦ୍ଧତିରେ ପ୍ରଶିକ୍ଷଣ ଦିଆଯିବ

କଟକ ଅଫିସ, ୬ା୪: ଓଡ଼ିଶାରେ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ପ୍ରସାର ହେବ। ଖେଳାଳିମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ପ୍ରଦାନ ସହ ପ୍ରୋତ୍ସାହିତ କରାଯିବ। ସ୍ଥାନୀୟ ବାଣିଜ୍ୟକର ଭବନଠାରେ ବୁଧବାର ଆୟୋଜିତ ଏକ ବୈଠକରେ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ ସଭାପତି ମାଡାମ…

ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ

ନୂଆଦିଲ୍ଲୀ, ୬ା୪ (ପି.ଟି.): ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ୧୯୭୪ରେ ସେ ୩ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। କିଛିଦିନ ଅସୁସ୍ଥ ରହିବା ପରେ ମୁମ୍ବାଇର ଏକ ହସ୍ପିଟାଲରେ…

ଏଚ୍‌ସିଆଇଏଲ୍‌ର ବାର୍ଷିକ ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୬।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବାର୍ଷିକ ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୯୧,୪୧୮ ଯାନ ଘରୋଇ ବଜାରରେ ବିକ୍ରି କରିଥିବା ବେଳେ ୨୦୨୧-୨୨…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୬।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ କାର୍ଯ୍ୟ କ୍ଷେତ୍ରରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ପାଳନ କରାଯାଇଛି।…

ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି

ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ରେ ଏହାର ଅଭିବୃଦ୍ଧି…

ବିଏମ୍‌ସି ପକ୍ଷରୁ କର୍କଟ ପରୀକ୍ଷା ଶିବିର

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ କର୍କଟ ଚିକିତ୍ସା କେନ୍ଦ୍ର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ନ୍ୟୁ ରାୟପୁର ଛତିଶଗଡ଼ ପକ୍ଷରୁ ଏକ ମେଗା କର୍କଟ ରୋଗ ପରୀକ୍ଷା ଶିବିରର ଆୟୋଜିତ ହୋଇଯାଇଛି। ବିଶେଷକରି ବରଗଡ଼ ଜିଲାର ସାଇ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲ ଓ…

ଡିଜିଟାଲ ଦୁକାନ୍‌

ନୂଆଦିଲ୍ଲୀ,୬।୪: ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ଡିଜିଟାଲ ଦୁକାନ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭିସା ସହଭାଗିତାରେ ବ୍ୟାଙ୍କ ବ୍ୟାପକ ଡିଜିଟାଲ ସମାଧାନ ଯୋଗାଇବ। ଏହା ବ୍ୟବସାୟୀମାନଙ୍କୁ ବିଭିନ୍ନ ମାଧ୍ୟମରେ ଡିଜିଟାଲ୍‌ ପେମେଣ୍ଟ ଗ୍ରହଣ କରିବାରେ ସହାୟକ…

୭ ବର୍ଷରେ ୪୧,୦୦୦ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ…

ଦୀପକ ବକ୍ସରଙ୍କୁ ମେକ୍ସିକୋରୁ ଦିଲ୍ଲୀ ଅଣାଗଲା

ନୂଆଦିଲ୍ଲୀ, ୬।୪: ମୋଷ୍ଟ ଓ୍ବାଣ୍ଟେଡ୍‌ ପଳାତକ ଦୀପକ ବକ୍ସରଙ୍କୁ ବୁଧବାର ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଟିମ୍‌ ମେକ୍ସିକୋରୁ ଦିଲ୍ଲୀ ଆଣିଛି। ଦୀପକଙ୍କୁ ଧରିବା ପାଇଁ ଦିଲ୍ଲୀ ପୋଲିସ, ଫେଡେରାଲ୍‌ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ), ମେକ୍ସିକୋ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଅପରେଶନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?