ଅରୁଣାଚଳ ଉପରେ ସାର୍ବଭୌମତ୍ୱ ଅଧିକାର ଜାହିର କଲା ଚାଇନା
ନୂଆଦିଲ୍ଲୀ,୬ା୪: ଅରୁଣାଚଳ ପ୍ରଦେଶସ୍ଥିତ ୧୧ଟି ସ୍ଥାନର ନାମ ପରିବର୍ତ୍ତନ ପରେ ଏହି ଭୂଖଣ୍ଡ ଉପରେ ଚାଇନା ନିଜ ସାର୍ବଭୌମତ୍ୱ ଦାବି କରିଛି। ଚାଇନାର ଗୃହ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ଏକ ତାଲିକା ଜାରି କରାଯାଇଥିଲା। ଏଥିରେ ଅରୁଣାଚଳ ପ୍ରଦେଶସ୍ଥିତ ୧୧ଟି…
୫ ଭାରତୀୟ ବଂଶୋଦ୍ଭବ ସ୍ଥାନିତ
ଓ୍ବାଶିଂଟନ୍, ୬।୪: ପାଞ୍ଚଜଣ ଭାରତୀୟ ବଂଶୋଦ୍ଭବ ମହିଳା ଏକ୍ଜିକ୍ୟୁଟିଭ୍ଙ୍କ ନାମ ‘୧୦୦ ମୋଷ୍ଟ ଇନ୍ଫ୍ଲୁଏନ୍ସିଆଲ୍ ଓମେନ ଇନ୍ ୟୁଏସ୍ ଫାଇନାନ୍ସ’ ସୂଚୀରେ ସ୍ଥାନ ପାଇଛି। ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲ୍ର ସିଷ୍ଟର ମାଗାଜିନ୍ ବାରୋନ୍ସ ଦ୍ୱାରା ଡନ୍ ଜନ୍ସ ଆଣ୍ଡ କମ୍ପାନୀ ପକ୍ଷରୁ…
ଷ୍ଟର୍ମି ହାରିଲେ ମାନହାନି ମାମଲା
ନ୍ୟୁୟର୍କ,୬ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ଯୌନ ସମ୍ପର୍କ ଓ ମୁହଁ ବନ୍ଦ ପାଇଁ ହଶ୍ ମନି ପାଇଥିବା ସମ୍ପର୍କରେ ମୁହଁ ଖୋଲି ଚର୍ଚ୍ଚାକୁ ଆସିଥିବା ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସ ଏବେ ଚର୍ଚ୍ଚାରେ। ଟ୍ରମ୍ପ୍ଙ୍କ ବିରୋଧରେ କରିଥିବା…
ଭାରତୀୟ ଶିକ୍ଷାର ଗୈରିକୀକରଣ
ନୂଆଦିଲ୍ଲୀ,୬ା୪: ଦେଶର ସାମ୍ପ୍ରଦାୟିକ ସ୍ଥିତି ଉପରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁର ଯାଦୁକରୀ ପ୍ରଭାବ ରହିଥିଲା, ହିନ୍ଦୁ-ମୁସଲମାନ ଏକତା ପାଇଁ ଗାନ୍ଧିଜୀଙ୍କ ଅଧ୍ୟବସାୟ ହିନ୍ଦୁ କଠୋରପନ୍ଥୀମାନଙ୍କୁ ଉତ୍ତେଜିତ କରିଥିଲା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ଭଳି ସଙ୍ଗଠନଗୁଡ଼ିକୁ ସାମୟିକ ଭାବେ ନିଷିଦ୍ଧ…
ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍ ରନରଅପ୍ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ ୬୯…
ମାୟା, ହରିଥା, ପ୍ରକାଶ କ୍ୱାର୍ଟରରେ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍ ଏସିଆନ ୧୪ ବର୍ଷରୁ କମ୍ ଡେଭଲପମେଣ୍ଟ ଚାମ୍ପିୟନଶିପ୍ ଫାଇନାଲ୍ସରେ ବୁଧବାର ପ୍ରି-କ୍ୱାର୍ଟର ଫାଇନାଲ…
ସଂସ୍କୃତ ପାଇଁ ୬୪୦ କୋଟି ଟଙ୍କା, ଓଡ଼ିଆକୁ ଶୂନ
ନୂଆଦିଲ୍ଲୀ, ୬ା୪: ଭାରତରେ ୬ଟି ଶାସ୍ତ୍ରୀୟ ଭାଷା ରହିଛି। ସେଗୁଡ଼ିକୁ ହେଲା ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼, ମାଲୟାଲମ୍ ଏବଂ ଓଡ଼ିଆ। ଭାରତର ମାତ୍ର ୧୫ ହଜାର ଲୋକ କହୁଥିବା ସଂସ୍କୃତ ଭାଷାର ବିକାଶ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର…
ହାତକଡ଼ି ଲଗାଇ ୭ ମାଇଲ ପହଁରି ରେକର୍ଡ
କାଇରୋ, ୬ା୪: ବିନା ହାତ ଚାଳନାରେ ପାଣିରେ ପହଁରିବା ପ୍ରାୟତଃ ଅସମ୍ଭବ। କିନ୍ତୁ ଏହାକୁ ସମ୍ଭବ କରିବା ସହ ଗିନିଜ୍ ଓ୍ବାଲର୍ଡ ରେକର୍ଡସ୍ରେ ନିଜକୁ ସାମିଲ କରିଛନ୍ତି ଇଜିପ୍ଟର ଶେହାବ ଆଲମ। ସେ ହାତରେ ହାତକଡ଼ି ଲଗାଇ ଗୋଟିଏ କିମ୍ବା ଦୁଇ…
ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ
ନୂଆଦିଲ୍ଲୀ,୬ା୪: ସୁପ୍ରିମକୋର୍ଟ ବୁଧବାର ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣତନ୍ତ୍ରରେ ଏହାର ମହତ୍ତ୍ୱ ଉପରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏକ ମୁକ୍ତ ପ୍ରେସ୍ ସର୍ବଦା ନାଗରିକମାନଙ୍କ ବାସ୍ତବ ସ୍ଥିତି ଉପସ୍ଥାପନ କରିବା ସହ ରାଷ୍ଟ୍ରର କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥାଏ ବୋଲି ପ୍ରଧାନ…
ଟାଇଟନ୍ସର ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ, ୬।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଦଳ ୬ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ…
ବାର୍ହା ଆକ୍ରମଣରେ ୪ ଗୁରୁତର
କେନ୍ଦୁଝର,୫ା୪(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରୀ ସେକ୍ସନ ଜଜାଙ୍ଗ ପାଚେରୀ ସାହିରେ ବୁଧବାର ଏକ ଜଙ୍ଗଲୀ ବାର୍ହା ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଜଜାଙ୍ଗ ଗ୍ରାମର ମାନସିଂହ ମୁଣ୍ଡା,ଭଟ୍ଟ ମାଝି,କବିତା ସେଠୀ ଓ ତାଙ୍କ ୪ବର୍ଷର ଶିଶୁ…
ଅଟୋ ଓଲଟି ମୃତ୍ୟୁ ଘଟଣା: ଅଟୋ ମଡ଼ାଇ ମାରିଦେବା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ
ନିରାକାରପୁର,୫ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ତାଳପଡ଼ାଠାରେ ଏକ ମାଲ୍ବାହୀ ଅଟୋ ରାସ୍ତା ଉପରୁ ବିଲ ମଧ୍ୟକୁ ଖସିଯିବାରୁ ନିରାକାରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ରବୀନ୍ଦ୍ର ବେହେରା ଓରଫ ବୁଲୁ(୪୫)ଗୁରୁତର ହୋଇଥିଲେ। ଖବର ପାଇ ପରିବାର ଲୋକ ଓ କିଛି…

