ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା
ଭୁବନେଶ୍ୱର,୯ା୫(ସୁନିତ୍ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ଏହି…
ୟୁଏଫ୍ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍
ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍ ୟୁଏଫ୍ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍ଓ ଯାହାକୁ ଏବେ ଅଜଣା ଅସାମାନ୍ୟ ଘଟଣା (ୟୁଏପି) କୁହାଯାଉଥିବା ଫାଇଲ୍ର ରେକର୍ଡଗୁଡ଼ିକ PURSUE ନାମକ ଏକ ସରକାରୀ ପୋର୍ଟାଲରେ…
୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ
ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ ଦ୍ୱାରା ଆଗତ କ୍ରିମିନାଲ ଅପିଲ୍କୁ ବିଳମ୍ବ ଦର୍ଶାଇ ଖାରଜ କରିବା ଘଟଣାରେ ସର୍ବୋଚ୍ଚ…
ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ
ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦାବି ଏବଂ ଭେଡେନ୍ ନଦୀରୁ ବେଆଇନ ଜଳ ଉଠାଣ ଅଭିଯୋଗରେ…
୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ
ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି(ଆର୍ଏମ୍ସି) ଅଧୀନ ୧୮୩ ମଣ୍ଡିରେ ଏହି ପ୍ରକ୍ରିୟା ଚାଲିବ। କିନ୍ତୁ ଧାନ…
ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…
ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ ଭେଟି ତାମିଲନାଡୁରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଟିଭିକେକୁ ସିପିଆଇ ଏବଂ…
ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ୧୨/ ୧୩ ତାରିଖ ବେଳକୁ ଲଘୁଚାପର…
ପଶ୍ଚିମବଙ୍ଗର ହେଭିଓ୍ବେଟ୍ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?
କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ଶୁଭେନ୍ଦୁଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି। ଅମିତ ଶାହ ଏବଂ…
ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ
ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା ଲଗାଇବା ଆରମ୍ଭ କରିଛନ୍ତି। ବିଶେଷ କରି ସୋସିଆଲ ମିଡିଆ ଏବଂ ସୁରକ୍ଷା ବ୍ୟବସ୍ଥାକୁ…
ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪…
କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଦିନେ ମମତା ବାନାର୍ଜୀଙ୍କ ଅତି ନିକଟତର ଥିବା ଶୁଭେନ୍ଦୁ, ଏବେ…
ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା
ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର ପୌରପରିଷଦର ୧, ୨, ୩, ୫, ୬, ୮, ୯, ୧୦, ୧୧,…
ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍’
ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର ସୁରେନ୍ଦ୍ର ମହାନନ୍ଦ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ବୁର୍ଲା ଭୀମ୍ସାରେ…

