Home

ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ କରି ଏଥିରେ ସଂପୃକ୍ତ ଥିବା ଜଣେ ଯୁବତୀ ସମେତ ୩ଜଣଙ୍କୁ ଗିରଫ କରିଛି।…

କଂଗ୍ରେସ ନେତାଙ୍କ ପରଲୋକ

ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥତା ଥିବାରୁ ପୁନେ ଠାରେ ସାନପୁଅ ନିକଟରେ ରହି ଚିକିତ୍ସା…

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି,୫ା୪(ଡି.ଏନ୍‌.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ ସଚେତନତା କରାଯିବ ସେ ବିଷୟରେ…

ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି

ନୀଳଗିରି, ୫ା୪(ସ୍ବ.ପ୍ର.): ରାଜ୍ୟରେ ବିଭିନ୍ନ ସ୍ଥାନରେ ଏବେ ନକଲି ସାର୍ଟିଫିକେଟ ଧର ପଗଡ଼ ଚାଲିଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରିରେ ନକଲି ସାର୍ଟିଫିକେଟ ଦେଇ ୩ଜଣ ଶିକ୍ଷୟତ୍ରୀଶିକ୍ଷକ ଚାକିରି କରିଥିବା ଚର୍ଚ୍ଚା ଜୋର୍‌ ଧରିଛି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି…

ତାତିଲେ ମହିଳା, ନିଆଁରେ ମଦ ଢାଳିଲେ

ଭଦ୍ରକ ଅଫିସ, ୫ା୪: ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ତାତିଲେ ମହିଳା। ବିକ୍ରେତାଙ୍କ କ୍ୟାବିନ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ନିଆଁରେ ମଦ ଢାଳି ନଷ୍ଟ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଯାଇଥିବା ପୋଲିସ ଭ୍ୟାନ୍‌କୁ ଅଟକାଇଥିଲେ। ଭଦ୍ରକ ବ୍ଲକ…

ବୁଲେଟପ୍ରୁଫ ହେଲମେଟ ପିନ୍ଧି କୋର୍ଟରେ ପହଞ୍ଚିଲେ ଇମ୍ରାନ ଖାନ, ଭାଜପା ନେତା କଲେ ମଜାଳିଆ ଟୁଇଟ…

ନୂଆଦିଲ୍ଲୀ,୫।୪ : ପାକିସ୍ତାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସହିତ ରାଜନୈତିକ ଅସ୍ଥିରତା ମଧ୍ୟ ସେଠାରେ ଗୁରୁତର ହେବାରେ ଲାଗିଛି। ସମ୍ପ୍ରତି ଭାଜପା ନେତା ଖୁସବୁ ସୁନ୍ଦର ଇମ୍ରାନ ଖାନଙ୍କ ଏକ ଭିଡିଓ ଶେୟାର କରି…

ଘରବାରି କିସମ ଜମିରେ ପୋଖରୀ ଖନନକୁ ବିରୋଧ

ଭଦ୍ରକ ଅଫିସ, ୫ା୪: ଘରବାରି କିସମ ଜମିରେ ବେଆଇନ ପୋଖରୀ ଖନନ ଯୋଗୁ ଘର ଭୁଶୁଡ଼ିବା ଆଶଙ୍କାରେ ପ୍ରତିବାଦ କରି ଏକ ପରିବାର ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ…

ସୁରକ୍ଷା ପରିଷଦରେ କେବଳ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କଲେ ହେବନି ସମସ୍ୟାର ସମାଧାନ: ଭାରତ…

ଜେନେଭା,୫।୪ : ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ଭାରତର ସ୍ଥାୟୀ ପ୍ରତିନିଧୀତ୍ୱ ସମ୍ପର୍କରେ କହିଛନ୍ତି ଯେ ଅସ୍ଥାୟୀ ସଦସ୍ୟତା ବୃଦ୍ଧି କରିବା ଦ୍ୱାରା ଦୁଇ ବର୍ଗର ସଦସ୍ୟଙ୍କ ମଧ୍ୟରେ ମତଭେଦ ଦେଖାଦେବ। ୟୁଏନଏସସିକୁ ସମ୍ବୋଧିତ କରି…

ପୋଲିସ-ବନବିଭାଗ ଦୋଷ ଲଦାଲଦି

ରୂପସା, ୫ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ଲଚ୍ଛମନଖୁଣ୍ଟା ଅଞ୍ଚଳରୁ ଏକ ଟ୍ରକ୍‌ ଯୋଗେ ପ୍ରାୟ ୫ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ସୋମବାର ରାତିରେ ଚୋରାଚାଲାଣ ହେଉଥିବା ବେଳେ ଲଚ୍ଛମନଖୁଣ୍ଟା-ଗଡ଼ପଦା ରାସ୍ତାର ଖଣ୍ଡିଆଘାଇ ପୋଲଠାରେ କାଦୁଅରେ ଫସିଯାଇଥିଲା। ଏ…

ତାରିଣୀ ମନ୍ଦିର ରଙ୍ଗମରା କାମରେ ଅନିୟମିତତା

ଘଟଗାଁ, ୫ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ଗତ ୬ ମାସ ହେଲା ଭାଙ୍ଗିଯାଇଛି। କାମଚଳା ଭାବେ ସମ୍ବଲପୁର ଡିଭିଜନାଲ ଇନ୍ସପେକ୍ଟର ଦାୟିତ୍ୱରେ ଅଛନ୍ତି। ମାସରେ ଦିନେ ଦୁଇ ଦିନ ଆସି ସେ ପଳାଉଥିବା ବେଳେ…

ପଟିଦାର ଆଇପିଏଲ୍‌ରୁ ବାହାର

ବେଙ୍ଗାଲୁରୁ, ୫ା୪ (ପି.ଟି.): ଗୋଇଠିରେ ଇଞ୍ଜୁରି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଟପ୍‌ ଅର୍ଡର ବ୍ୟାଟର ରଜତ ପଟିଦାର ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଦଳକୁ ଶକ୍ତ ଧକ୍କା ଲାଗିଛି। ଏହି ୨୯…

ବ୍ରାଜିଲ ଭଲିବଲର ସସ୍‌ପେଣ୍ଡ

ସାଓ ପାଉଲୋ, ୫ା୪ (ଏପି): ଅନ୍‌ଲାଇନ୍‌ରେ ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଡା ସିଲ୍‌ଭାଙ୍କୁ ଦୁର୍ବ୍ୟବହାର ପାଇଁ ଅଲିମ୍ପିକ ଭଲିବଲ ସ୍ବର୍ଣ୍ଣ ବିଜେତା ଓ୍ବାଲେସ୍‌ ଡି’ସୋଜା ବ୍ରାଜିଲ ଅଲିମ୍ପିକ କମିଟି ଦ୍ୱାରା ଏକ ବର୍ଷ ସସ୍‌ପେଣ୍ଡ ହୋଇଛନ୍ତି। ସୋସିଆଲ ମିଡିଆରେ ହିଂସାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?