Home

ପିଲାଙ୍କୁ ପଢ଼ାନ୍ତୁ ଗ୍ରୁପ୍‌ରେ

ଏକାଠି ଗ୍ରୁପ୍‌ ହୋଇ ବସି ପାଠ ପଢ଼ିବା ପିଲାଙ୍କ ପାଇଁ ବହୁତ ଭଲ। ସେମାନଙ୍କ ମଧ୍ୟରେ ଏକ ସକାରାତ୍ମକ ଭାବନା ବୃଦ୍ଧି ପାଇଥାଏ। ଏକୁଟିଆ ପଢ଼ିବା ବଦଳରେ ସାଙ୍ଗମାନଙ୍କ ସହ ଏବଂ ଘରେ ଭାଇଭଉଣୀଙ୍କ ସହ ପାଠ ପଢ଼ିବା ପିଲାଙ୍କ ପାଇଁ…

ଦର୍ଶକଙ୍କ ଅନୁପ୍ରବେଶ ଘଟଣାର ତଦନ୍ତ ଆରମ୍ଭ

ମେଲବୋର୍ନ, ୪।୪ (ଏପି): ଅଷ୍ଟ୍ରେଲିଆନ୍‌ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ଶେଷରେ କିଛି ଦେଖଣାହାରି ସୁରକ୍ଷା ବ୍ୟବସ୍ଥାକୁ ଅତିକ୍ରମ କରି ଟ୍ରାକ୍‌ ଆଡ଼କୁ ଚାଲିଯାଇଥିଲେ। ଏହା କିପରି ଘଟିଲା ଅଷ୍ଟ୍ରେଲିଆ ଗ୍ରାଁ ପ୍ରି ଆୟୋଜକଙ୍କ ତରଫରୁ ତାହାର ତଦନ୍ତ ଆରମ୍ଭ ହୋଇଛି।…

ଦିଲ୍ଲୀ ପାଇଁ ସହଜ ହୋଇ ନ ପାରେ ଟାଇଟନ୍ସ

ନୂଆଦିଲ୍ଲୀ, ୪।୪ (ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯିବାକୁଥିବା ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସହଜ ହୋଇ ନ ପାରେ। ଗୁଜରାଟ ଜାଏଣ୍ଟ୍ସ ଦଳର କେନ୍‌ ଓ୍ବିଲିୟମସନ ଆଣ୍ଠୁରେ ଆଘାତପ୍ରାପ୍ତ ହୋଇ ଟୁର୍ନାମେଣ୍ଟରୁ…

ମୌରିସିଓଙ୍କ ଚୁକ୍ତି ମିଆଦ ବଢ଼ାଇଲା ଓଏଫ୍‌ସି

ଭୁବନେଶ୍ୱର, ୪।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ବ୍ରାଜିଲିଆନ ଫୁଟ୍‌ବଲର ଡିଏଗୋ ମୌରିସିଓଙ୍କ ଚୁକ୍ତି ମିଆଦ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛି। ମୌରିସିଓ ଗତ ସିଜନରେ ୧୨ଟି ଗୋଲ ସ୍କୋର ସହ…

ଆରସିିବି ପେସ୍‌ ବୋଲର ଟପ୍‌ଲେ ଆଘାତପ୍ରାପ୍ତ

ବେଙ୍ଗାଲୁରୁ,୪।୪(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପେସ୍‌ ବୋଲର ରିସି ଟପ୍‌ଲେ ଆଘାତପଆପ୍ତ ହୋଇଛନ୍ତି। ଦଳକୁ ଏହା ଆଉ ଏକ ଧକ୍କା। ଏଠାରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ଫିଲ୍ଡ୍‌ିଂ କରୁଥିବା ବେଳେ ତାଙ୍କର ଡାହାଣ କାନ୍ଧରେ ଆଘାତ ଲାଗିଛି। ସ୍କାନ…

ମେଡ୍‌ଭେଡେଭ୍‌ଙ୍କୁ ମାୟାମି ଓପନ୍‌ ଟାଇଟଲ

ମାୟାମି ଗାର୍ଡେନ୍ସ, ୪।୪(ଏପି): ଡାନିଲ ମେଡ୍‌ଭେଡେଭ୍‌ ଚଳିତ ବର୍ଷ ତାଙ୍କ ୪ର୍ଥ ଏଟିପି ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଫାଇନାଲରେ ଜାନିକ୍‌ ସିନରଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ସେ ମାୟାମି ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି।…

ଆଜିଠୁ କଳିଙ୍ଗରେ ଆଇଟିଏଫ୍‌ ଟେନିସ୍‌

ଭୁବନେଶ୍ୱର,୪।୪(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହେବ ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଟେନିସ ପ୍ରତିଯୋଗିତା। ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ୍‌ ଆସୋସିଏଶନ(ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ୍‌ ୧୪ ବର୍ଷରୁ କମ୍‌…

ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ

ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍‌ ହୋଇଥିଲା…

ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ

କାଳିଆପାଣି,୪।୪(ଡି.ଏନ୍‌.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ କଲୋନୀବାସୀ କମ୍ପାନୀର ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ କଲୋନୀ ପରିସରରେ ପ୍ରଭାତ ଫେରି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଯାଜପୁର ସଦର,୪।୪(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟପଦ ରଦ୍ଦ ଏକ ଅଗଣତାନ୍ତ୍ରିକ ବ୍ୟବସ୍ଥା। ଏହାକୁ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ବ୍ଲକ କଂଗ୍ରେସର ସଭାପତି ଗଦାଧର ଦାସଙ୍କ ନେତୃତ୍ୱରେ ବରୁଆଁଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…

ପିଏଚ୍‌ସିରେ ନିରାମୟ ଯୋଜନା ପ୍ରହସନ

କୋରେଇ,୪।୪(ଡି.ଏନ.ଏ.): ରାଜ୍ୟ ସରକାର ବର୍ତ୍ତମାନ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ସରକାରୀ ଚିକିତ୍ସାଳୟକୁ ଆସୁଥିବା ରୋଗୀମାନେ କିପରି ନିଃଶୁଳ୍କ ସେବା ପାଇବେ ସେନେଇ ରାଜ୍ୟରେ ଗତ ୬ବର୍ଷ ହେବ ନିରାମୟ ଯୋଜନା କାର୍ଯ୍ୟକାରୀ…

ଦୁର୍ଦ୍ଦଶାରେ ବୁଡ଼ିଛନ୍ତି ମେସ୍କୋ ଷ୍ଟିଲ୍‌ ବିସ୍ଥାପିତ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୪।୪: ଶିଳ୍ପପ୍ରୀତି ରାଜନୀତି ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ କର୍ମଚାରୀ ଓ ଶ୍ରମିକ ଛଟେଇ ବଢ଼ିିବାରେ ଲାଗିଛି। ଭିଟାମାଟି ହରାଇଥିବା ବିସ୍ଥାପିତମାନେ ଜୀବିକା ହରାଇ ଭୋକ ଉପାସରେ କାଳାତିପାତ କରୁଛନ୍ତି। ବିସ୍ଥାପିତଙ୍କ ଏଭଳି ଦୁର୍ଦ୍ଦଶା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?