ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍କୁ ଗୁୁରୁମନ୍ତ୍ର ଦେଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୨୯।୧: ୨୦୨୩ ଦିନିକିଆ ବିଶ୍ୱକପ୍ ଭାରତରେ ଖେଳାଯିବ। ୧୦ ବର୍ଷ ପରେ ଆଇସିସି ଟ୍ରଫି ଜିତିବା ଉପରେ ଭାରତୀୟ ଟିମ୍ର ନଜର ରହିଛି। ଏହାକୁ ନେଇ ପୂର୍ବତନ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି।…
ଦୁନିଆରୁ ଶୀଘ୍ର ଯିବ ନାହିଁ କରୋନା, ଟିକାକରଣ ଜରୁରୀ
ହଂକଂ,୨୯ା୧: ଏକ ନୂତନ ଅଧ୍ୟୟନ ଅନୁଯାୟୀ, ପ୍ରାୟ ୭୧ ପ୍ରତିଶତ ଲୋକ ଦୀର୍ଘଦିନ ଧରି କରୋନାରେ ଆକ୍ରାନ୍ତ ହୋଇଥିଲେ। ଏପରିକି କରୋନା ସଂକ୍ରମିତମାନେ ୬ ମାସରୁ ଅଧିକ ଧରି କାମ କରିବାକୁ ଅସମର୍ଥ ହୋଇଥିଲେ। କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରାୟ ୧୮…
ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍ ଆକ୍ରମଣ, ସିସିଟିଭିରେ କଏଦ ହେଲେ ସନ୍ଦିଗ୍ଧ
ଲକ୍ଷ୍ନୌ,୨୯।୧: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍ ଆକ୍ରମଣ କରାଯାଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିସିଟିଭିରେ ଘଟଣା କଏଦ ହୋଇଥିବା…
ଗୁଜରାଟରେ ପେପର୍ ଲିକ୍ ମାମଲା: ୧୫ ଗିରଫ
ଗାନ୍ଧୀନଗର,୨୯।୧: ଗୁଜରାଟରେ ପୁଣି ଥରେ ପେପର୍ ଲିକ୍ ହେବା ଖବର ସାମ୍ନାକୁ ଆସିଛି। ଏହାକୁ ଦୃଷ୍ଟିରେ ରଖି ଜାନୁୟାରୀ ୨୯ ଅର୍ଥାତ ରବିବାର ହେବାକୁ ଥିବା ଜୁନିୟର କ୍ଲର୍କ ନିଯୁକ୍ତି ପରୀକ୍ଷାକୁ ବାତିଲ କରାଯାଇଛି। ଏହି ମାମଲାରେ ଗୁଜରାଟ ଏଟିଏସ୍ର ତଦନ୍ତ…
ଜମ୍ମୁ-କଶ୍ମୀରର ଲାଲ ଚୌକରେ ତ୍ରିରଙ୍ଗା ଉଡ଼ାଇଲେ ରାହୁଲ
ଶ୍ରୀନଗର,୨୯।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ ଏବେ ଅନ୍ତିମ ଚରଣରେ ପହଞ୍ଚିଛି। ତାମିଲନାଡ଼ୁର କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଏବେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ପହଞ୍ଚିଛି। ରାହୁଲ ରବିବାର ଏଠାର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା…
ଘାଟିରୁ ଖସିଲା ବସ୍, ଚାଲିଗଲା ୩୯ ଜୀବନ
ଇସଲାମାବାଦ,୨୯ା୧: ରବିବାର ପାକିସ୍ତାନର ଲାସବେଲା ଜିଲାର ଏକ ବସ୍ ଘାଟିରୁ ଖସିପଡ଼ିଥିବା ବେଳେ ଅତି କମ୍ରେ ୩୯ ଜଣଙ୍କର ମୃତ୍ୟୁ ଘଟିଛି। ଲାସବେଲା ଆସିଷ୍ଟାଣ୍ଟ କମିଶନର ହମଜା ଅଞ୍ଜୁମ କହିଛନ୍ତି, ୪୮ ଜଣ ଯାତ୍ରୀଙ୍କୁ ନେଇ ବସ୍ଟି କ୍ୱେଟାଠାରୁ କରାଚି ଅଭିମୁଖେ…
ଯୋଡ଼ି ବନାଇଲା ଫେସ୍ବୁକ୍: ସ୍ବିଡେନ କନ୍ୟାଙ୍କୁ ଭାରତ ବର
ପ୍ରଥମେ ଫେସ୍ବୁକ୍ରୁ ଫ୍ରେଣ୍ଡଶିପ୍ ଆରମ୍ଭ ହୋଇଥିଲା। ଏହା ପରେ ପ୍ରେମରେ ପଡ଼ିଥିଲେ ଦୁଇ ଯୁବତୀ ଯୁବକ। ୧୦ ବର୍ଷ ଧରି ପ୍ରେମ ସମ୍ପର୍କ ଚାଲିବା ପରେ ଏବେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଏହି ଯୋଡ଼ି। ଯାହାକି ସମସ୍ତଙ୍କୁ ଚକିତ କରିଛି।…
ଖେଳୁଥିବା ବେଳେ ବାଳକଙ୍କ ପେଟରେ ପଶିଲା ବର୍ଚ୍ଛା
ବଲାଙ୍ଗୀର ଅଫିସ, ୨୯।୧- ବଲାଙ୍ଗୀର ଜିଲା ବେଲପଡା ଥାନା ଅଏଁଲାଭଟା ଗାଁରେ ରବିବାର ଏକ ଅଘଟଣ ଘଟିଛି । ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି ।…
‘ଅନାବଶ୍ୟକ କଥା କହୁଛନ୍ତି ଇମ୍ରାନ’
ଇସଲାମାବାଦ,୨୯ା୧: ପୂର୍ବତନ ରାଷ୍ଟ୍ରପତି ଆସିଫ୍ ଅଲି ଜରଦାରୀଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଥିବାରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ପାକିସ୍ତାନ ତେହେରିକ-ଇ-ଇନ୍ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍ଙ୍କୁ ନିନ୍ଦା କରିଛନ୍ତି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ସହ-ଚେୟାରମ୍ୟାନ ଜରଦାରୀଙ୍କୁ ହତ୍ୟା କରିବା…
ବ୍ରୋଞ୍ଜ ପାଇଁ ଲଢ଼ିବେ ଅଷ୍ଟ୍ରେଲିଆ-ନେଦରଲାଣ୍ଡ୍ସ
ଭୁବନେଶ୍ୱର, ୨୯।୧: ହକି ବିଶ୍ୱକପର ବ୍ରୋଞ୍ଜ ପଦକ ପାଇଁ ରବିବାର ଅଷ୍ଟ୍ରେଲିଆ ଓ ନେଦରଲାଣ୍ଡ୍ସ ମଧ୍ୟରେ ଲଢ଼େଇ ହେବ। କଳିଙ୍ଗ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୦ରେ ଏହି ମ୍ୟାଚ ଆରମ୍ଭ ହେବ। ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ୩-୪ ଗୋଲରେ ଜର୍ମାନୀ ନିକଟରୁ…
ଆଜି ଦ୍ୱିତୀୟ ଟି୨୦: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ମ୍ୟାଚ୍…
ଲକ୍ଷ୍ନୌ,୨୯ା୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ଟି୨୦ ମ୍ୟାଚ ପରାଜିତ ହେବା ପରେ ଦ୍ୱିତୀୟ ଟି୨୦ରେ ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ସିରିଜରେ ଜୀବନ୍ତ ରହିବା ପାଇଁ ଭାରତକୁ ନିଶ୍ଚିତ ବିଜୟ ଆବଶ୍ୟକ ଥିବାବେଳେ…
ହକି ବିଶ୍ୱକପ୍: ଆଜି ଟାଇଟଲ ଟକ୍କର
ଭୁବନେଶ୍ୱର, ୨୯ା୧: ଚଳିତ ହକି ବିଶ୍ୱକପ୍ର ମେଗା ଫାଇନାଲ ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ୟୁରୋପର ଦୁଇ ପାଓ୍ବାର ହାଉସ ଜର୍ମାନୀ ଓ ବେଲ୍ଜିୟମ। ଜର୍ମାନୀ ଦଳ ୨ ଥର ଟାଇଟଲ ଜିତିଥିବାବେଳେ ବେଲ୍ଜିୟମ ହେଉଛି…
Archives


