ହୋଲିରେ ରଙ୍ଗ ଛଡ଼ାଉଥିଲେ..
ରଙ୍ଗର ପର୍ବ ହୋଲି। ଏହି ଖେଳର ମଜା ନିଆରା। ବେଶ୍ ମଉଜ ମସ୍ତିରେ ସାଙ୍ଗମାନଙ୍କ ସହ ହୋଲି ଖେଳିବା ପରେ ଶରୀରରେ ଲାଗିଥିବା ରଙ୍ଗକୁ ଛଡ଼ାଇବା କଥା ଆସିଥାଏ। ଏଭଳି କେତେକ ରଙ୍ଗ ଅଛି, ଯାହା ସହଜରେ ଛାଡ଼ି ନ ଥାଏ।…
ନୂତନ ଭିସା ସେବା ଘୋଷଣା କଲା ଆମେରିକା: ଅଧ୍ୟୟନ ସହିତ ଚାକିରି ମଧ୍ୟ କରିପାରିବେ ଛାତ୍ରୀଛାତ୍ର
ଓ୍ବାଶିଂଟନ୍,୭।୩: ଆମେରିକା ସରକାର କିଛି ଭିସା ଆବେଦନ ପାଇଁ ଏକ ପ୍ରିମିୟମ ପ୍ରକ୍ରିୟାକରଣ ଯୋଜନା ଆରମ୍ଭ କରିଛନ୍ତି। ଏହା ଆମେରିକାକୁ ଆସିବାକୁ ଚାହୁଁଥିବା ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କ ପାଇଁ ଲାଭଦାୟକ ହେବ। ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ, ଗଣିତ ଅଧ୍ୟୟନ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ର…
ଶ୍ରମିକଙ୍କ ଉପରେ ମାଡିଗଲା କାର୍: ଚାଲିଗଲା ୫ ଜୀବନ
ଶିମ୍ଲା,୭।୩: ହିମାଚଳ ପ୍ରଦେଶର ସୋଲାନ ଜିଲାର ଧରାମପୁରରେ ମଙ୍ଗଳବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ପେଟ୍ରୋଲ ପମ୍ପ ନିକଟରେ ୮ ଶ୍ରମିକ…
ଭାରତ ବିଶ୍ୱ ଅର୍ଥନୀତିର ‘ଉଜ୍ଜ୍ୱଳ ତାରକା’: ମୋଦି
ନୂଆଦିଲ୍ଲୀ,୭।୩: ବଜେଟ ପରେ ଅନୁଷ୍ଠିତ ପୋଷ୍ଟ ବଜେଟ ୱେବିନାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଆଜି ଭାରତକୁ ବିଶ୍ୱ ଅର୍ଥନୀତିର ଉଜ୍ଜ୍ୱଳ ତାରକା କୁହାଯାଉଛି ଏବଂ ଦେଶ ମଧ୍ୟ ଜି-୨୦ ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ କରୁଛି। ୨୦୨୧-୨୨ ବର୍ଷରେ…
ପୁଣି କର୍ମଚାରୀଙ୍କୁ ଛଟେଇ କରିବ ମେଟା
କାଲିଫର୍ନିଆ,୭।୩: ଫେସ୍ବୁକ୍ର ପ୍ୟାରେଣ୍ଟ କମ୍ପାନୀ ମେଟା ପ୍ଲାଟ୍ଫର୍ମ ଇନକର୍ସ ହଜାର ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ପ୍ରସ୍ତୁତ ହେଉଛି। ଏହି ନୂତନ ରାଉଣ୍ଡର ଛଟେଇ ଚଳିତ ସପ୍ତାହରେ କରାଯିବ ବୋଲି ଜଣାପଡିଛି। ନଭେମ୍ବରରେ ଏହି କମ୍ପାନୀ ୧୩ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ…
ପାକିସ୍ତାନରେ ହୋଲି ଖେଳୁଥିବା ହିନ୍ଦୁ ଛାତ୍ରଙ୍କ ଉପରେ ଆକ୍ରମଣ: ୧୫ ଆହତ
ଇସ୍ଲାମାବାଦ୍,୭।୩: ପାକିସ୍ତାନରେ ପୁଣିଥରେ ହିନ୍ଦୁମାନଙ୍କୁ ଟାର୍ଗେଟ କରିବା ଘଟଣା ସାମ୍ନାକୁ ଆସିଛି। ପଞ୍ଜାବ ବିଶ୍ୱବିଦ୍ୟାଳୟରେ ହୋଲି ଖେଳୁଥିବା ହିନ୍ଦୁ ଛାତ୍ରୀଛାତ୍ରଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୧୫ଜଣ ଆହତ ହୋଇଥିବା ଜଣାପଡିଛି। ଏହି ଘଟଣାର ଭିଡିଓ ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ,…
ଦେଶରେ ଆଜି ୨୬୬ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୭।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ହେବ ଶହେରୁ କମ୍ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି।…
ବିଶ୍ୱର ସର୍ବକନିଷ୍ଠ କ୍ରିକେଟର ଭାବେ ବଡ଼ ଉପଲବ୍ଧି ହାସଲ କଲେ ପାଣ୍ଡ୍ୟା
ନୂଆଦିଲ୍ଲୀ,୭।୩: ଭାରତର ଦ୍ରୁତ ବୋଲର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ସର୍ବଦା ପ୍ରାଧାନ୍ୟ ବିସ୍ତାର କରନ୍ତି। ସୋସିଆଲ ମିଡିଆରେ ଅନେକ ପ୍ରଶଂସକ ତାଙ୍କୁ ଫଲୋ କରନ୍ତି। ସୋସିଆଲ ମିଡିଆ ଦୁନିଆରେ ହାର୍ଦ୍ଦିକ ଏକ ବଡ଼ ସଫଳତା ହାସଲ କରିଛନ୍ତି।…
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ବ୍ୟବସାୟୀ ଅରୁଣ ପିଲ୍ଲାଇ ଗିରଫ
ହାଇଦ୍ରାବାଦ୍,୭।୩: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ହାଇଦ୍ରାବାଦସ୍ଥିତ ବ୍ୟବସାୟୀ ଅରୁଣ ପିଲ୍ଲାଇଙ୍କୁ ଏନ୍ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଏହି ଦୁର୍ନୀତି ସହ ଜଡ଼ିତ ମାମଲାରେ ସିବିଆଇ ଅତୀତରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗିରଫ କରିଥିଲା। ସାତଦିନ ସିବିଆଇ…
ଆମେରିକା ଉପରେ ବର୍ଷିଲେ ଚାଇନା ରାଷ୍ଟ୍ରପତି
ବେଜିଂ,୭।୩: ଅତୀତରେ ଗୁପ୍ତଚର ବେଲୁନ ପ୍ରସଙ୍ଗରେ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ନେଇ ଉତ୍ତେଜନା ଦେଖାଦେଇଛି। ଦୁଇ ଦେଶ ମଧ୍ୟରେ ଥିବା ଏହି ତିକ୍ତତା ବର୍ତ୍ତମାନ ଶତ୍ରୁତା ଆଡ଼କୁ ଗତି କରୁଥିବା ଜଣାପଡିଛି। ଚାଇନା ରାଷ୍ଟ୍ରପତି ସି ଜିନ୍ପିଙ୍ଗ୍ ତାଙ୍କର…
ଚେସ୍ ଖେଳୁଛନ୍ତି ପନ୍ତ
ନୂଆଦିଲ୍ଲୀ,୭।୩: କାର ଦୁର୍ଘଟଣା ପରେ ଭାରତର ଷ୍ଟାର ଉଇକେଟ୍କିପର ବ୍ୟାଟ୍ସମ୍ୟାନ ରିଷଭ ଅନ୍ତର୍ଜାତୀୟ କ୍ରିକେଟ୍ଠାରୁ ଦୂରରେ ଅଛନ୍ତି। ତାଙ୍କୁ କ୍ରିକେଟ୍ ଜଗତକୁ ଫେରିବା ପାଇଁ ଆହୁରି ଅନେକ ମାସ ଲାଗିବ। ପନ୍ତଙ୍କ ଗୋଡ଼ ଅସ୍ତ୍ରୋପଚାର ହୋଇଛି। ନିକଟରେ ସେ ଇନ୍ଷ୍ଟାଗ୍ରାମରେ ଏକ…
ଅଭିନେତା ଅନୁପମ ଖେରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ବଲିଉଡ୍ ଅଭିନେତା ଅନୁପମ୍ ଖେର ଇଣ୍ଡଷ୍ଟ୍ରିର ଉଚ୍ଚକୋଟୀର ତାରକା ଭାବେ ଜଣାଶୁଣା। ସେ ଅନେକ ହିଟ୍ ଫିଲ୍ମରେ କାମ କରିଛନ୍ତି। ଆଜି ଅନୁପମ ତାଙ୍କର ୬୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ହିଟ୍ ଫିଲ୍ମ କରିଛନ୍ତି। ଯଦିଓ…
Archives


