Home

ଗାଁରେ ବ୍ରାଇଡାଲ ମେକ୍‌ଅପ୍‌ ଦେବେ ଏସ୍‌ଏଚ୍‌ଜି ସଦସ୍ୟା

ଭଦ୍ରକ ଅଫିସ,୬ା୩:ଏବେ ଗଁାରେ ମିଳିବ ମେକ୍‌ଅପ୍‌ ସୁବିଧା। ବ୍ରାଇଡାଲ ମେକ୍‌ଅପ୍‌ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପାର୍ଲର ସେବା ଗଁାର ଯୁବତୀ ଓ ମହିଳାମାନେ ପାଇପାରିବେ। ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାମାନଙ୍କ ଦ୍ୱାରା ଏହି ସୁବିଧା ପାଇଁ ମିଶନ ଶକ୍ତି ବିଭାଗ…

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା

ନୂଆଦିଲ୍ଲୀ, ୬ା୩ : ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁଥିବା ଆମେରିକାନ୍‌ ଏୟାରଲାଇନ୍ସର ଏକ ବିମାନରେ ଜଣେ ଭାରତୀୟ ଛାତ୍ର ନିଶାଗ୍ରସ୍ତ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଛନ୍ତି। ଘଟଣା ଜଣାପଡ଼ିବା ପରେ ଉକ୍ତ ଏୟାରଲାଇନ୍ସ ଆମେରିକା ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଆର୍ଯ୍ୟ ବୋହ୍‌ରା(୨୧)ଙ୍କୁ ବ୍ୟାନ୍‌…

ସହଯୋଗୀରୁ ସଫଳ ବ୍ୟବସାୟୀ

ପିଲାଟିଦିନରୁ ପାଠପଢ଼ା ସହ ଅନେକ କ୍ଷେତ୍ରରେ ବେଶ୍‌ ଉଚ୍ଚକୋଟୀର ପ୍ରଦର୍ଶନ କରୁଥିବା ଜଣେ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷା ପରେ ହାତକୁ ଦୁଇହାତ ହୋଇଯାଆନ୍ତି। ବିଶେଷକରି ଛାତ୍ରୀଙ୍କ ମନରେ ରହିଥିବା ଅସୁମାରି ସ୍ବପ୍ନକୁ ସ୍ବାମୀ ଭଲ ଭାବେ ବୁଝି ପାରିଥାଆନ୍ତି। ପରବର୍ତ୍ତୀ…

ଆତ୍ମହତ୍ୟା ଅନୁମତି ମାଗିଲେ ୩ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

ଜୟପୁର, ୬ା୩: ୨୦୧୯ ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍‌ପିଏଫ୍‌ ଯବାନମାନଙ୍କ ପରିବାରକୁ ସେହି ସମୟରେ ବିଭିନ୍ନ ସହାୟତାର ପ୍ରତିଶ୍ରୁତି ଦିଆଯାଇଥିଲା। ତେବେ ରାଜସ୍ଥାନ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରି ନ ଥିବା ୩ ଶହୀଦଙ୍କ ବିଧବା ସ୍ତ୍ରୀମାନେ…

ପ୍ଲାଷ୍ଟିକ ବିପଦରୁ ରକ୍ଷା କରିବ ଜୈବପ୍ଲାଷ୍ଟିକ

ଭୁବନେଶ୍ୱର,୬ା୩ (ବ୍ୟୁରୋ):ଆଧୁନିକ ଜୀବନଶୈଳୀର ଦୈନନ୍ଦିନ କାର୍ଯ୍ୟରେ ପ୍ଲାଷ୍ଟିକ ପଦାର୍ଥର ବହୁଳ ବ୍ୟବହାର ହେଉଛି। ମାତ୍ର ଏସବୁ ପଦାର୍ଥର ନକାରାତ୍ମକ ଦିଗ ପ୍ରତି ସାଧାରଣ ଲୋକେ ବିଶେଷ ଅବଗତ ନ ଥିବାରୁ ସଚେତନତା ବୃଦ୍ଧିର ଯଥେଷ୍ଟ ଆବଶ୍ୟକତା ରହିଛି। ଅଶୋଧିତ ତୈଳ, ପ୍ରାକୃତିକ…

ଭିନ୍ନ ଜାତିରେ ବିବାହ: ଦମ୍ପତିଙ୍କୁ ୬ ଲକ୍ଷ ଜରିମାନା, ବାସନ୍ଦ

ଚାମରାଜନଗର, ୬ା୩ : କର୍ନାଟକର ଚାମରାଜନଗର ଜିଲାରେ ଭିନ୍ନ ଜାତିରେ ବିବାହ କରିଥିବା ଦମ୍ପତିଙ୍କ ଉପରେ ୬ ଲକ୍ଷ ଟଙ୍କା ଜରିମାନା ଲଗାଯିବା ସହ ସେମାନଙ୍କୁ ଗ୍ରାମରୁ ବାସନ୍ଦ କରାଯାଇଛି। ଜିଲାର କୋଲେଗାଲ ତାଲୁକ୍‌ ଅନ୍ତର୍ଗତ କୁନାଗାଲ୍ଲି ଗ୍ରାମରେ ଏହି ଘଟଣା…

ତାଇଓ୍ବାନ୍‌କୁ ମିଶ୍ରଣ ପ୍ରସ୍ତାବ ଦେଲା ଚାଇନା

ବେଜିଂ/ତାଇପେଇ,୬ା୩: ଚାଇନା ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗ୍‌ ରବିବାର ତାଇଓ୍ବାନ୍‌କୁ ‘ଶାନ୍ତିପୂର୍ଣ୍ଣ ପୁନଃ ଏକତ୍ରୀକରଣ’ ପ୍ରସ୍ତାବ ଦେଇଛନ୍ତି। ଏଥିସହ ତାଇଓ୍ବାନ୍‌ର ସ୍ବାଧୀନତାକୁ ବିରୋଧ କରିବା ପାଇଁ ଦୃଢ଼ ପଦକ୍ଷେପ ନେବା ଉପରେ ମତ ରଖିଛନ୍ତି। ଅନ୍ୟପକ୍ଷେ ଗଣତନ୍ତ୍ର ଓ ସ୍ବାଧୀନତା ପ୍ରତି ତାଇଓ୍ବାନ୍‌ବାସୀଙ୍କ…

ବାହା କରାଇ ନ ଦେବାରୁ ମା’ଙ୍କୁ ହତ୍ୟା

ଯାଜପୁର ଅଫିସ/ବିଞ୍ଝାରପୁର/ପ୍ରୀତିପୁର(ଡି.ଏନ.ଏ.),୬ା୩:ବାହା କରାଇ ନ ଦେବାରୁ ଗୋପାଳ ଓଝା ନାମକ ଜଣେ ଯୁବକ ତାଙ୍କ ମା’ ପ୍ରେମଲତାଙ୍କୁ କଟୁରିରେ ହାଣି ହତ୍ୟା କରିଛନ୍ତି। ଏଭଳି ଚାଞ୍ଚଲ୍ୟକର ଘଟଣା ଯାଜପୁର ଜିଲା ବିଞ୍ଝାରପୁର ବିନ୍ଧାଣିସାହିରେ ଶନିବାର ରାତି ପ୍ରାୟ ୧୧ଟାରେ ଘଟିଛି। ଘଟଣା…

୩୮.୮ ଡିଗ୍ରୀରେ ତାଳଚେର

ଭୁବନେଶ୍ୱର, ୬ା୩(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି ରହିଛି। ରବିବାର ମଧ୍ୟ ରାଜ୍ୟର ବିଭିନ୍ନ ସହରରେ ପାରଦ ୩୮ ଡିଗ୍ରୀ ଟପିଥିଲା। ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୩୮.୪, ଅନୁଗୋଳ ୩୮.୧, ଝାରସୁଗୁଡ଼ା ୩୮ ଓ ଭଦ୍ରକ…

ରେବତୀ ମହାନ୍ତି ‘ମିସ୍‌ ଗ୍ଲୋବାଲ ଏସିଆ ପାସିଫିକ୍‌’

ଭୁବନେଶ୍ୱର,୬ା୩ (ବ୍ୟୁରୋ):‘ମିସ୍‌ ଗ୍ଲୋବାଲ ଏସିଆ ପାସିଫିକ୍‌ ୨୦୨୩’ ମୁକୁଟ ପିନ୍ଧିଲେ ରେବତୀ ମହାନ୍ତି। ସେ ହେଉଛନ୍ତି କିଟ୍‌ ବିଶ୍ୱବିଦ୍ୟାଳୟର ଫ୍ୟାଶନ ଡିଜାଇନିଂ ବିଭାଗର ଛାତ୍ରୀ। ମାଲେସିଆର ମେଲ୍‌କାଠାରେ ଫେବୃୟାରୀ ୨୧ରୁ ୨୫ପର୍ଯ୍ୟନ୍ତ ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତା ଚାଲିଥିଲା। ଏଥିରେ ୮ଟି ଦେଶରୁ…

୩ ବର୍ଷରେ ୧୩୫ ଦେଶ ବୁଲିବ କ୍ରୁଜ୍‌

ଆଙ୍କାରା,୬। ୩: ଯାତ୍ରା ଯେତେ ରୋମାଞ୍ଚକର ହେବ, ତାହା ଚିରଦିନ ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ। ତେବେ ଜଳଯାତ୍ରାକୁ ଅଧିକ କୌତୂହଳଯୁକ୍ତ କରିବା ପାଇଁ ମିରେ କ୍ରୁଜେସ୍‌ କମ୍ପାନୀ ଏକ ନିଆରା କ୍ରୁଜ୍‌ ଯାତ୍ରା ଆରମ୍ଭ କରିବାକୁ ଯାଉଛି। ଯେଉଁ ବ୍ୟକ୍ତିବିଶେଷମାନଙ୍କୁ…

‘ଭାଜପା କେବଳ ମିଛ ବାଣ୍ଟିବା ଜାଣିଛି’

ବେଙ୍ଗାଲୁରୁ,୬।୩: କର୍ନାଟକ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ବର୍ଷି ଭାଜପା ଲୋକମାନଙ୍କୁ କିପରି ମିଛ କହିବ ତାହା କେବଳ ଜାଣିଛି ବୋଲି ଶିବକୁମାର କହିଛନ୍ତି। କର୍ନାଟକ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri