ଶିଖ୍ ପରେ ଜଣେ ଖ୍ରୀଷ୍ଟିଆନଙ୍କୁ ହତ୍ୟା
ଇସଲାମାବାଦ,୧ା୪: ଶନିବାର ପାକିସ୍ତାନର ଉତ୍ତର-ପଶ୍ଚିମ ଅଞ୍ଚଳରେ କିଛି ଅଜ୍ଞାତ ବ୍ୟକ୍ତିଙ୍କ ଦ୍ୱାରା ଜଣେ ଖ୍ରୀଷ୍ଟିଆନ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୋଲିସ କହିଛି ଯେ, ଏହି ଘଟଣା ମୃତକଙ୍କ ଘରେ ଘଟିଛି। ମୃତକଙ୍କ ନାମ କାଶିଫ ମସିହ ବୋଲି ଜଣାପଡ଼ିଛି।…
ଡେଲି ମାର୍କେଟ ଭିତରେ ବର୍ଷାପାଣି, ବ୍ୟବସାୟୀ ହଟହଟା
କେନ୍ଦୁଝର,୧ା୪(ସ୍ବ.ପ୍ର.): କେନ୍ଦୁଝର ସହରର ଅନ୍ୟତମ ପୁରୁଣା ଡେଲି ମାର୍କେଟ ସାମାନ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି। ବହୁ ଚାଷୀ ପନିପରିବା ଧରି ଆସନ୍ତି। ସେହିପରି ବନବାସୀମାନେ ଜଙ୍ଗଲରୁ ସଂଗୃହୀତ ପନିପରିବା, ଫଳମୂଳ ଆଦି ଆଣି ବିକିଥାନ୍ତି। କିନ୍ତୁ ପାଣି କାଦୁଅ ଯୋଗୁ ଚାଷୀ,…
ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ, କୁକୁର ପାଇଁ ବଞ୍ଚିଗଲେ ଆଉ ଦୁଇଜଣ
କେନ୍ଦୁଝର,୧ା୪(ସ୍ବ.ପ୍ର.): ହରିଚନ୍ଦନପୁର ଥାନା ଅନ୍ତର୍ଗତ ଦଳେଇବନ୍ଧ ଜଙ୍ଗଲ ରାସ୍ତାରେ ଶନିବାର ଗୋଠଛଡ଼ା ଦନ୍ତାହାତୀ ଆକ୍ରମଣ କରିବାରୁ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକଙ୍କ ନାମ ହେଲା ବାମି ନାଏକ(୬୦)। ତାଙ୍କ ଘର…
କେକେଆର ପାଇଁ ବିଜୟ ଲକ୍ଷ୍ୟ ୧୯୨ ରନ୍…
ମୋହାଲି,୧।୪ : ଡବଲ ହେଡର୍ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଉଛି। ପଞ୍ଜାବର ଅଧିନାୟକ ଶିଖର ଧାୱନ ଥିବାବେଳେ କେକେଆର୍ର ଅଧିନାୟକ ନୀତୀଶ ରାଣା…
ଭାରତୀୟ ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର: ୧୭୦୦ କୋଟି ଟଙ୍କାରୁ ଅଧିକ ଚୁକ୍ତି…
ନୂଆଦିଲ୍ଲୀ,୧।୪ : ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିୟୋଜିତ ଅଛନ୍ତି। ଏହି ପରିପ୍ରେକ୍ଷୀରେ, ପ୍ରତିରକ୍ଷା ମନ୍ତ୍ରଣାଳୟ ୧୭୦୦ କୋଟିରୁ ଅଧିକ ମୂଲ୍ୟରେ ନୌସନା ପାଇଁ ୧୩ ଏଲଓ୍ବାଇଏନଏକ୍ସୟୁ-୨ ଫାୟାର କଣ୍ଟ୍ରୋଲ ସିଷ୍ଟମ କ୍ରୟ…
ଭାରତ-ଚାଇନା ସୀମାରେ ସ୍ଥିତି ସ୍ବାଭାବିକ: ଚାଇନା ରାଷ୍ଟ୍ରଦୂତ…
କୋଲକାତା,୧।୪ : ଭାରତ-ଚାଇନା ସୀମାରେ ଥିବା ଜରୁରୀକାଳୀନ ସ୍ଥିତି ଏବେ ଆଉ ନାହିଁ। ପୂର୍ବର ଅବସ୍ଥା ବର୍ତ୍ତମାନ ଅତୀତର ହୋଇସାରିଛି। ବର୍ତ୍ତମାନ ସ୍ଥିତି ସ୍ବାଭାବିକ ରହିଛି। କୋଲକାତାରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଚାଇନାର ବରିଷ୍ଠ କୂଟନୀତିଜ୍ଞ ତଥା ରାଷ୍ଟ୍ରଦୂତ ଚେନ…
ଏପ୍ରିଲ ୩ରୁ ନୂଆ ଶିକ୍ଷାବର୍ଷ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଚଳିତମାସ ୩ ତାରିଖରୁ ନୂଆ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୩ରୁ ୮ ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା ଚାଲୁରହିବ। ସବୁ…
ଗୁଜରାଟରେ କଂଗ୍ରେସ କରିବ ୩୦୦ରୁ ଅଧିକ ପ୍ରତିବାଦ ସଭା: ରାହୁଲଙ୍କୁ ପଠାଗଲା ଆମନ୍ତ୍ରଣ…
ନୂଆଦିଲ୍ଲୀ,୧।୪ : ଭାରତୀୟ ଜନତା ପାର୍ଟି ସରକାରଙ୍କ ବିଫଳତାକୁ ଦର୍ଶାଇ ଗୁଜରାଟ କଂଗ୍ରେସ ଚଳିତ ମାସରେ ସାରା ରାଜ୍ୟରେ ୩୦୦ରୁ ଅଧିକ ପ୍ରତିବାଦ ସଭା ଆୟୋଜନ କରିବ। ଦଳର ଜଣେ ବରିଷ୍ଠ ଅଧିକାରୀ ଶନିବାର ଏହି ସୂଚନା ଦେଇଛନ୍ତି। ଖବରଦାତାମାନଙ୍କ ସହ…
ଗଣତାନ୍ତ୍ରିକ ଅନୁଷ୍ଠାନ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛି କଂଗ୍ରେସ: ଭୂପେନ୍ଦ୍ର ଯାଦବ…
ନୂଆଦିଲ୍ଲୀ,୧।୪ : କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଶନିବାର କଂଗ୍ରେସକୁ କଡ଼ା ସମାଲୋଚନା କରି କହିଛନ୍ତି ସେମାନେ ସମସ୍ତ ଗଣତାନ୍ତ୍ରିକ ଅନୁଷ୍ଠାନ ଏବଂ ପ୍ରକ୍ରିୟା ଉପରେ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛନ୍ତି। କଂଗ୍ରେସ ଏକ ଘୃଣ୍ୟ ପ୍ରକଳ୍ପରେ ଜଡିତ…
ଯୁବକଙ୍କ ମଳଦ୍ୱାରରେ ପଶିଗଲା ଶାବଳ
କୋଟଗଡ଼/ବାଲିଗୁଡ଼ା,୧ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ସୁବର୍ଣ୍ଣଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଏକ ସ୍କୁଲ ମରାମତି ବେଳେ ଜଣେ ଯୁବକଙ୍କ ମଳଦ୍ୱାରରେ ଶାବଳ ପଶିଯିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ଜଣକ…
ଟସ୍ ଜିତି କେକେଆରର ବୋଲିଂ: ଆରମ୍ଭରୁ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ…
ମୋହାଲି,୧।୪ : ଶନିବାର ଆଇପିଏଲ ୨୦୨୩ର ପ୍ରଥମ ଡବଲ ହେଡର୍ ଖେଳାଯିବ। ଡବଲ ହେଡର୍ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଉଛି। ଉଭୟ ଦଳର…
ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୪(ବ୍ୟୁରୋ): ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ବାଣିଜ୍ୟ ପରିବହନ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏୟାରପୋର୍ଟରୁ କଟକ ନେତାଜୀ ବ୍ରିଜ୍ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଗଡ଼ିବ। ଭୁବନେଶ୍ୱର…

