Home

ଲିଙ୍ଗଗତ ଅସମାନତା ଉପରେ ଲଣ୍ଡନରେ ପିଜି କରୁଛନ୍ତି ଶ୍ୱେତରୂପା

ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍‌ ଓରିଏଣ୍ଟାଲ ଆଣ୍ଡ୍‌ ଆଫ୍ରିକାନ୍‌ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି କରୁଛନ୍ତି। ଲିଙ୍ଗଗତ ଅସମାନତା ଉପରେ ସେ ଭାରତର ଏକମାତ୍ର ଛାତ୍ରୀ ଭାବେ ଲଣ୍ଡନର ଏହି…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୧୧ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ବର, ୩ା୩(ବ୍ୟୁରୋ):କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କର ଅଷ୍ଟ୍ରେଲିଆ ପ୍ରତିପକ୍ଷ ଜେସନ କ୍ଲେର୍‌ଙ୍କ ମଧ୍ୟରେ ଗୁରୁବାର ନୂଆଦିଲ୍ଲୀଠାରେ ୧୧ଟି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ମଧ୍ୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା, ଶିକ୍ଷାନୁଷ୍ଠାନରେ ସହଯୋଗୀ ହେବା, ଶିକ୍ଷାକ୍ଷେତ୍ରରେ ସମ୍ପର୍କ ସୁଦୃଢ଼…

ପୁଣି ଭିଜିଲାନ୍ସର ଖୋଳତାଡ଼

ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର ପୁଣି ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ। ଯାଜପୁର ଭିଜିଲାନ୍ସ ଡିଏସ୍‌ପି ସୁଶୀଲ ଏକ୍କା…

୭ କୋଟିର ନକଲି ଔଷଧ ଜବତ

ଭୁବନେଶ୍ୱର,୩ା୩(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହେଉଛି। ଏହା କେଉଁଠୁ ଆସୁଛି ତାହା ଜାଣିବା ପାଇଁ ଓଡ଼ିଶା ସରକାର ଉତ୍ତରପ୍ରଦେଶ ସରକାରଙ୍କ ସହାୟତା ଲୋଡ଼ିଥିଲେ। ଓଡ଼ିଶା ସରକାରଙ୍କ ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ ଷ୍ଟେଟ ଟାକ୍ସ ଫୋର୍ସ…

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି ଯୋଜନା

ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ…

ଶସ୍ତା ଆଉ କମ୍‌ ବିଜୁଳିରେ ଚାଲିବ ଏହି ଏସି, ଦାମ୍‌ ରହିଛି…

ଆଗକୁ ଆସୁଛି ଗରମ ଦିନ। ଏଥିରୁ ମୁକ୍ତି ପାଇବା ପାଇଁ ଗୁଜୁରାଟରେ ଅବସ୍ଥିତ ଭାରତୀୟ କମ୍ପାନୀ ଟୁପିକ୍‌ ଏକ ଏୟାର କଣ୍ଡିଶନର (ଏସି) ତିଆରି କରିଛି, ଯାହା ନାମମାତ୍ର ବିଦ୍ୟୁତ୍‌ରେ ଚାଲିପାରିବ। ଅନ୍ୟ କୌଣସି ଏସି ତୁଳନାରେ ଏହା ବହୁତ କମ୍‌…

ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କଲା ଆମେରିକା

ୱାଶିଂଟନ,୩ ।୩: ଭାରତର ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ଦୁଇ ଦିନିଆ ବୈଠକ ଶେଷ ହେବା ପରେ ଆମେରିକା ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କରିଛି । ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ଗୁରୁବାର…

ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ

ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା ଦେଇ…

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା ଜିଏସ୍‌ଟି…

ରୁବୀ ହେଲେ ରୁବୀ

ପାଟନା, ୩ା୩:ପ୍ରେମ ଅନ୍ଧ। ପ୍ରେମ କରିବା ପୂର୍ବରୁ ବର୍ଣ୍ଣ, ଜାତି କିମ୍ବା ଗୁଣକୁ ଦେଖାଯାଏ ନାହିଁ। ଅଜବ ପ୍ରେମ ଘଟଣାକୁ ନେଇ ଅନେକ ସମୟରେ ଘଟଣାମାନ ଖବରକାଗଜ ଓ ନ୍ୟୁଜ୍‌ ଚ୍ୟାନେଲରେ ଦେଖିବାକୁ ମିଳୁଛି। ତେବେ ସେମିତି ଏକ ଅଜବ ପ୍ରେମ…

ସୁନକଙ୍କ ବ୍ରେକ୍ସିଟ୍ ଡିଲକୁ ସମାଲୋଚନା କରି ବୋରିସ ଜନସନ କହିଛନ୍ତି, ସଂସଦରେ ଏହାକୁ ଭୋଟ ଦେବା ଅତ୍ୟନ୍ତ କଷ୍ଟକର ହେବ

ଲଣ୍ଡନ,୩ ।୩: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ୟୁରୋପୀୟ ୟୁନିୟନ ସହ ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ ନୂତନ ବ୍ରେକ୍ସିଟ୍ ଚୁକ୍ତିକୁ ସମାଲୋଚନା କରିଛନ୍ତି । ସଂସଦରେ ଏହାକୁ ଭୋଟ ଦେବାକୁ ଅତ୍ୟନ୍ତ କଷ୍ଟକର ହେବ ବୋଲି ଜନସନ କହିଛନ୍ତି…

ଶାହରୁଖଙ୍କ ସୁରକ୍ଷାରେ ତ୍ରୁଟି

ବଲିଉଡର କିଙ୍ଗ ଖାନ ତଥା ଶାହାରୁଖଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ପ୍ରାୟତଃ ଅନେକ ପ୍ରଶଂସକ ସେମାନଙ୍କର ସୁପରଷ୍ଟାରଙ୍କୁ ଭେଟିବା ପାଇଁ ସମସ୍ତ ସୀମା ଅତିକ୍ରମ କରନ୍ତି। ଶାହରୁଖ ୨ ପ୍ରଶଂସକମାନେ ଗୁରୁବାର ରାତିରେ ସୀମା ଅତିକ୍ରମ କରି ବାନ୍ଦ୍ରାସ୍ଥିତ ଅଭିନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri