ତ୍ରିପୁରାରେ ପୁଣି ଭାଜପା…
ଅଗରତାଲା,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ତ୍ରିପୁରାରେ ପୁଣି ଭାଜପାକୁ ବହୁମତ ମିଳିବାକୁ ଯାଉଛି। ରାଜ୍ୟରେ ଭାଜପା ୩୭ଟି ଆସନରେ ଆଗୁଆ ରହିଥିବାବେଳେ ବାମ ଦଳ ୧୪, ଟିଏମସି ୧୧ ଆସନରେ ଆଗୁଆ ରହିଛି। ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ…
ମେଘାଳୟରେ ଟିଏମସି-ଏନପିପି କଡ଼ା ଟକ୍କର…
ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଟିଏମସି ଏବଂ ଏନପିପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଏଠାରେ ଭାଜପା ୮ଟି ଆସନରେ ଆଗୁଆ ଥିବାବେଳେ ଏନପିପି ୧୬ରେ, ଟିଏମସି ୧୬ରେ, କଂଗ୍ରେସ ୧୦ରେ ଏବଂ ଅନ୍ୟଦଳ ୧୦ ଆସନରେ…
ମେଘାଳୟରେ ଦିଦିଙ୍କ ମ୍ୟାଜିକ୍
ଶିଲଂ,୨।୩: ଉତ୍ତର ପୂର୍ବାଞ୍ଚଳର ତିନିଟି ରାଜ୍ୟ ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁଯାୟୀ, ମେଘାଳୟରେ ସବୁଠାରୁ ବଡ ଦଳ ଭାବରେ ମମତା ବାନାର୍ଜୀଙ୍କ ଦଳ ତୃଣମୁଲ କଂଗ୍ରେସ ଉଭା ହେଉଛି।…
ଏହି ଫିଲ୍ମରେ ଅଭିନୟ ପାଇଁ ଗୋଟିଏ ଟଙ୍କା ବି ନେଇ ନ ଥିଲେ ଅମିତାଭ-ଜୟା: ହୋଇଗଲା ସୁପରହିଟ୍
୧୯୭୫ରେ ଋଷିକେଶ ମୁଖାର୍ଜୀଙ୍କ ଫିଲ୍ମ ‘ଚୁପକେ ଚୁପକେ’ ମୁକ୍ତିଲାଭ କରିଥିଲ। ଏହା ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଏକ ହାସ୍ୟାତ୍ମକ ଚଳଚ୍ଚିତ୍ର ଥିଲା। ଏହି ସୁପରହିଟ୍ ଚଳଚ୍ଚିତ୍ରରେ ଧର୍ମେନ୍ଦ୍ର, ଶର୍ମିଲା ଟାଗୋର, ଓମ ପ୍ରକାଶ, ଉଷା କିରଣ ମଧ୍ୟ ନଜର…
୭ ଦିନ ତଳେ ପିତାଙ୍କୁ ହରାଇଥିଲେ, ଏବେ ଛକା ମାରି କୋହଲିଙ୍କ ସମକକ୍ଷ ହେଲେ
ଇନ୍ଦୋର,୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୧୦୯ ରନ କରି ଅଲଆଉଟ୍ ହୋଇଯାଇଛି। ପ୍ରଥମ ଇନିଂସରେ ବିରାଟ କୋହଲି (୨୨)…
ବିଧାନସଭା ଭୋଟ ଗଣତି: ତ୍ରିପୁରା-ନାଗାଲାଣ୍ଡରେ ଭାଜପା, ମେଘାଳୟରେ ଏନପିପି ଆଗୁଆ,…
ଅଗରତାଲା/କୋହିମା/ଶିଲଂ,୨।୩ : ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ଉତ୍ତର-ପୂର୍ବ ରାଜ୍ୟରେ ବିଧାନସଭା ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାଥମିକ ଫଳାଫଳାରୁ ଜଣାପଡ଼ିଛି ଯେ, ତ୍ରିପୁରା-ନାଗାଲାଣ୍ଡରେ ଭାଜପା ଆଗୁଆ ରହିଛି। ଅନ୍ୟପକ୍ଷରେ, ମେଘାଳୟର ସବୁଠାରୁ ବଡ ଦଳ ଭାବରେ ଏନପିପି…
ତ୍ରିପୁରାରେ ଭାଜପା ଆଗୁଆ
ଅଗରତାଲା,୨ ।୩: ପୂର୍ବୋତ୍ତରର ୩ଟି ରାଜ୍ୟ ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଏହି ୩ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି । ଭୋଟ…
ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ଦେଶ ଜବାବ ଦିଅନ୍ତୁ, ସୁରକ୍ଷା ପରିଷଦରେ କହିଲେ ରୁଚିରା…
ଜେନେଭା,୨।୩ : ଏସିଆ ଏବଂ ଆଫ୍ରିକାରେ ଆତଙ୍କବାଦ ବିସ୍ତାରକୁ ନେଇ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ଚିନ୍ତା ପ୍ରକଟ କରିଛି। ଭାରତ ଜୋର ଦେଇଛି ଯେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ଦେଶମାନଙ୍କୁ ଡକାଯାଇ ଏବଂ ସେମାନଙ୍କଚ ଏହି କାର୍ଯ୍ୟ ପାଇଁ ଉତ୍ତରଦାୟୀ…
ଇରାନୀ କପ୍ରେ ଜୟସ୍ବାଲଙ୍କ ଦ୍ୱିଶତକ
ଗ୍ବାଲିୟର,୨ା୩: ଗ୍ବାଲିୟରର କ୍ୟାପଟେନ୍ ରୁପ୍ ସିଂ ଷ୍ଟାଡିୟମରେ ଖେଳା ଯାଇଥିବା ଇରାନୀ କପ୍ ମୁକାବିଲାରେ ଅବଶିଷ୍ଟ ଭାରତ ଏକ ବୃହତ ସ୍କୋର ଆଡକୁ ଅଗ୍ରସର ହେଉଛି। ୨୦୨୧-୨୨ ସିଜନର ରଣଜୀ ଟ୍ରଫି ଚାମ୍ପିୟନ ମଧ୍ୟପ୍ରଦେଶ ଓ ଅବଶିଷ୍ଟ ଭାରତ ମଧ୍ୟରେ ଅନୁଷ୍ଠିତ…
ଜଷ୍ଟ ଫୋଣ୍ଟାଇନଙ୍କ ପରଲୋକ
ପ୍ୟାରିସ୍,୨ା୩(ପି.ଟି.): ଫ୍ରାନ୍ସର ପ୍ରସିଦ୍ଧ ଫୁଟବଲର ଜଷ୍ଟ ଫୋଣ୍ଟାଇନ୍ଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଫୋଣ୍ଟାଇନଙ୍କ ପୂର୍ବତନ କ୍ଲବ ରିମ୍ସ ପକ୍ଷରୁ ବୁଧବାର ଏହା ଘୋଷଣା କରାଯାଇଛି। ୧୯୫୮ ସଂସ୍କରଣର ବିଶ୍ୱକପ୍ ଖେଳିବାର ସୁଯୋଗ ପାଇଥିବା ଫୋଣ୍ଟାଇନ୍ ଦେଇଥିଲେ ୧୩ଟି ଗୋଲ୍।…
ଡୋପିଂ ମାମଲା: ଐଶ୍ୱର୍ଯ୍ୟା ବାବୁ ୪ ବର୍ଷ ବାସନ୍ଦ
ନୂଆଦିଲ୍ଲୀ,୨ା୩(ପି.ଟି.): ନିଷିଦ୍ଧ ଡ୍ରଗ୍ସ ସେବନ ମାମଲାରେ ଦୋଷୀ ସାବ୍ୟସ୍ତ ଟ୍ରିପଲ ଜମ୍ପର ଐଶ୍ୱର୍ଯ୍ୟା ବାବୁଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି। ବୁଧବାର ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ପକ୍ଷରୁ ଏହି ବାସନ୍ଦାଦେଶ ଘୋଷଣା କରାଯାଇଛି। ୨୫ ବର୍ଷୀୟା ଐଶ୍ୱର୍ଯ୍ୟା ଓ…
ହରମନ୍ପ୍ରୀତ୍ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟିକା
ମୁମ୍ବାଇ,୨ା୩(ପି.ଟି.): ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ର ଆଗାମୀ ସଂସ୍କରଣ ପାଇଁ ହରମନପ୍ରୀତ୍ କୌରଙ୍କୁ ଅଧିନାୟିକା ଘୋଷଣା କରାଯାଇଛି। ବୁଧବାର ଭାରତୀୟ ଦଳର ଅଧିନାୟିକାଙ୍କୁ ମୁମ୍ବାଇ ଏହାର ଅଧିନାୟକ ଭାବରେ ନିଯୁକ୍ତି ଦେଇଛି। ନିକଟରେ ପ୍ରଥମ ମହିଳା ଖେଳାଳି ଭାବରେ ହରମନପ୍ରୀତ୍ ୧୫୦ତମ…
Archives


