Home

ପାକିସ୍ତାନ ପରେ ଏବେ ଭାରତର ଟେନସନ ବଢାଉଛି ବାଂଲାଦେଶ! ୟୁନୁସ ସରକାରଙ୍କ କାର୍ଯ୍ୟକଳାପକୁ ନେଇ…

ଢାକା/ନୂଆଦିଲ୍ଲୀ,୬।୧୦: ବାଂଲାଦେଶ ଏହାର ସାମୁଦ୍ରିକ ଅଞ୍ଚଳରେ ଯୁଦ୍ଧଜାହାଜ ଏବଂ ପାଟ୍ରୋଲିଂ ହେଲିକପ୍ଟର ମୁତୟନ କରିଛି। ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀକାଳୀନ ସରକାର ମୂଲ୍ୟବାନ ହିଲସା ମାଛ ପ୍ରଜାତିକୁ ପ୍ରଜନନ ଋତୁରେ ଅବୈଧ ମାଛ ଧରିବାରୁ ରକ୍ଷା କରିବା ପାଇଁ ଏହି ନିଷ୍ପତ୍ତି…

ବିଧାୟକଙ୍କ ବଡ଼ ସୂଚନା: ପିପିପି ମୋଡ୍‌ରେ ଚାଲିବ ବରଗଡ଼ କ୍ୟାନ୍‌ସର ହସ୍ପିଟାଲ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ କ୍ୟାନ୍‌ସର ହସ୍ପିଟାଲରେ ଦୀର୍ଘଦିନ ହେଲା ତାଲା ଝୁଲୁଛି। ଏହାକୁ ନେଇ ଗତମାସ ବିରୋଧୀ ବିଜେଡି ଶାସକ ଭାଜପା ସରକାରକୁ କଡ଼ା ସମାଲୋଚନା କରିଥିବାବେଳେ ୟୁନାଇଟେଡ୍‌ ଫୋରମ ଫର୍‌ କ୍ୟାନ୍‌ସର ହସ୍ପିଟାଲ ଏଟ ବରଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହୋଇ କ୍ୟାନ୍‌ସର…

‘ଭାଜପା ସରକାର ଆସିବା ପରଠାରୁ ରାଜ୍ୟରେ ବଢୁଛି..’, କଟକ ହିଂସାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର,୬।୧୦: ବିଜୁ ଜନତା ଦଳ (ବିଜେଡି) ରାଜ୍ୟ ସଭା ଏମପି ସୁଲତା ଦେବ ଓଡ଼ିଶାର କଟକରେ ଦୁର୍ଗା ପୂଜା ମୂର୍ତ୍ତି ବିସର୍ଜନ ସମୟରେ ଘଟିଥିବା ହିଂସାତ୍ମକ ଘଟଣାକୁ ନିନ୍ଦା କରିଛନ୍ତି। ସାମ୍ପ୍ରଦାୟିକ ଉତ୍ତେଜନାକୁ ରୋକିବା ପାଇଁ ପୋଲିସ ଏକ ବାଇକ ରାଲିକୁ…

ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ…

କେନାଲ ଉପରେ ହେଉନି ପୋଲ: ବାଜିରେ ଲାଗୁଛି ଜୀବନ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କେନାଲ ଉପରେ ପୋଲ ନ ଥିବାରୁ ଦୁଇ ପାର୍ଶ୍ୱରେ ଥିବା ଗ୍ରାମବାସୀ ଏବେ ବିପଦସଂକୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ କେନାଲ ପାରି ହେଉଛନ୍ତି। କେନାଲରେ ପୋଲ ନିର୍ମାଣ ପାଇଁ ସ୍ଥାନୀୟ ରାଜନେତା, ବିଭାଗୀୟ ଅଧିକାରୀ ଓ ପ୍ରଶାସନଙ୍କୁ…

ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ: ବାହାରେ ଚକାଚକ୍‌, ଭିତରେ ଅଳିଆ

ନୂଆପଡ଼ା,୬ ା୧୦(ମକାରୁ ବେମାଲ):ନୂଆପଡ଼ାକୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରି ଭାରତରେ ଏକ ନମ୍ବର କରିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛନ୍ତି। ପ୍ରତ୍ୟେକ ସୋମବାର ଗୋଟିଏ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଉପରେ…

ଜଳପ୍ରପାତରେ ପ୍ରବଳ ସ୍ରୋତ: ପର୍ଯ୍ୟଟକଙ୍କୁ ଯିବା ମନା

ଗଜପତି,୦୬।୧୦(ଗିରିଧାରୀ ପରିଛା): ଲଗାଣ ବର୍ଷା ଯୋଗୁ ଜଳପ୍ରପାତ ଗୁଡ଼ିକରେ ପ୍ରବଳ ବର୍ଷାଜଳର ସ୍ରୋତ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ଜଳପ୍ରପାତ ଭିତରକୁ ଯିବାକୁ ବାରଣ କରିଛି। ଗଜପତି ଜିଲା ପ୍ରଶାସନ ଦ୍ୱାରା ଜିଲାର ଜଳପ୍ରପାତ ଅଞ୍ଚଳକୁ…

ମଝିଘରିଆଣୀ ମନ୍ଦିର ନିକଟରେ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ: ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା,୬/୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାସ୍ଥିତ ମଝିଘରିଆଣି ମନ୍ଦିର ନିକଟସ୍ଥ ରାୟଗଡ଼ା-ବିଶାଖାପାଟଣା ରାସ୍ତାରେ ଥିବା ପୋଲର ବୁଲାଣିଠାରେ ଗୋଟିଏ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ବିଳମ୍ବିତ ରାତିରେ ଟ୍ରକଟି ଛତିଶଗଡ ଅଭିମୁଖେ ଯାଉଥିବାବେଳେ ବ୍ରେକ ଫେଲ ହୋଇ ସେଠାରେ ଥିବା…

ଅଧିକାରୀ ଓ ହିତାଧିକାରୀ

ଏକ ଜନମଙ୍ଗଳକାରୀ ରାଷ୍ଟ୍ରରେ ଲୋକଙ୍କ ହିତ ଲାଗି ସରକାର ଅନେକ ଯୋଜନା ପ୍ରଣୟନ କରିଥାନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ କେତେକ ପ୍ରାୟ ସବୁ ଲୋକଙ୍କର କାମରେ ଆସୁଥିବା ବେଳେ କେତେକ ଯୋଜନା ଛାତ୍ରୀଛାତ୍ର, କୃଷକ, ଶ୍ରମିକ, ବୃଦ୍ଧାବୃଦ୍ଧ, ଆର୍ଥିକ ଅନଗ୍ରସର, ମହିଳା,…

ଗଣଜୀବନର ବିଶ୍ବକୋଷ

ଗଣନାଟ୍ୟ ଜଗତରେ ଗଣକବି ବୈଷ୍ଣବ ପାଣି ଥିଲେ ଆଦ୍ୟ ମୋସୁମୀର ଜଳକଣାସିକ୍ତ ଏକ ପ୍ରଚଣ୍ଡ ଝଡ଼, ଯାହାର ଆଘାତରେ ଆଜିସୁଦ୍ଧା ଶିହରିତ ହେଉଛି ଗଣଚେତନାର ରସକଦମ୍ବ। ଦରିଦ୍ରତା ପଙ୍କରେ ସାରା ଜୀବନ ଡହଳ ବିକଳ ହୋଇ ବୁଡ଼ି ରହିଥିଲେ ବି ପ୍ରଚଣ୍ଡ…

ଇସ୍ରାଏଲ୍‌ରେ ଗ୍ରେଟା ଥନ୍‌ବର୍ଗ ଗିରଫ

ଜେରୁଜେଲମ୍‌,୬ା୧୦: ସୁଇଡେନ୍‌ର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗଙ୍କୁ ଇସ୍ରାଏଲ୍‌ରେ ଗିରଫ କରାଯିବା ସହ ତାଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଗ୍ରେଟା ଓ ତାଙ୍କ ସହଯୋଗୀମାନେ ଏକ ବୋଟ୍‌ରେ ସହାୟତା ସାମଗ୍ରୀ ନେଇ ଗାଜା ଯାଇଥିଲେ। ସେମାନେ ସେଠାରୁ ତୁର୍କୀ ଅଭିମୁଖେ…

ଆଜି କଟକ ବନ୍ଦ: ଜାଣନ୍ତୁ କ’ଣ ରହିବ ବନ୍ଦ କ’ଣ ରହିବ ଖୋଲା

କଟକ,୬ା୧୦:କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri