Home

ମ୍ୟାନମାର୍‌ରେ ରାଜନୈତିକ ସଙ୍କଟ: ସ୍ୟୁ ଚୀଙ୍କ ଦଳକୁ ଭଙ୍ଗ କଲା ଜୁଣ୍ଟା…

ନାପିଦ୍ୱ,୨୯।୩ : ମ୍ୟାନମାରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ପୂର୍ବତନ ନେତ୍ରୀ ଅଙ୍ଗ ସାନ ସ୍ୟୁ-ଚୀଙ୍କ ଦଳ ନ୍ୟାଶନାଲ ଲିଗ ଫର ଡେମୋକ୍ରାସି (ଏନଏଲଡି) ସମେତ ଚାଳିଶ ରାଜନୈତିକ ଦଳକୁ ଭଙ୍ଗ କରାଯାଇଛି। ସାମରିକ ଶାସକଙ୍କ ନିୟନ୍ତ୍ରଣରେ ଥିବା ଜୁଣ୍ଟା ଏହି…

ସୁଟ୍‌ବୁଟ୍‌ରେ ପର୍ବତାରୋହଣ

ଟୋକିଓ: ଏକ ଲୋକକଥା ଅଛି, ଯେପରି ଦେଶ ସେପରି ବେଶ ା ଲୋକ ଯେଉଁଠାର ହୋଇଥିବ ସେ ସେହିପରି ବେଶପୋଷାକ ପରିଧାନ କରୁଥିବ। ତେବେ ଅଫିସରେ ଜଣେ ବ୍ୟକ୍ତି ସୁଟ୍‌ବୁଟ୍‌ରେ ନଜର ଆସିବା ସାଧାରଣ କଥା। ଯଦି ସେ ଅନ୍ୟ କେଉଁଠାରେ…

ଶୁଆ ଖୋଜି ଆଣିଲେ ମିଳିବ ୧ ହଜାର

ଭୋପାଳ: ଅନେକ ଲୋକ ଘରେ ଗୃହପାଳିତ ପ୍ରାଣୀ ରଖିବାକୁ ବହୁତ ଭଲ ପାଆନ୍ତି। ସେମାନଙ୍କୁ ଅନେକ ଭଲ ପାଇବା ମଧ୍ୟ ଦେଇଥାନ୍ତି। ଏହା ଭିତରେ ଗୃହପାଳିତ ପ୍ରାଣୀଟି ପରିବାରର ଏକ ସଦସ୍ୟ ପାଲଟିଯାଇଥାଏ। ତା’ର ଅନୁପସ୍ଥିତି ପରିବାର ଲୋକଙ୍କୁ ଅନେକ ଦୁଃଖ…

୫୨୭ ଦିନରେ ୧୪ ଦେଶ ଭ୍ରମଣ

ୱାଶିଂଟନ: ନିକଟରେ ଜଣେ ୧୯ ବର୍ଷୀୟ ଯୁବକ ସାଇକେଲରେ ୧୪ଟି ଦେଶ ଭ୍ରମଣ କରିଛନ୍ତି। ତାଙ୍କୁ ୩୨ ହଜାର କିମିରୁ ଅଧିକ ଦୂରତା ଅତିକ୍ରମ କରିବାକୁ ୫୨୭ ଦିନ ସମୟ ଲାଗିଛି। ଆମେରିକାର କାଲିଫର୍ନିଆ ବାସିନ୍ଦା ଲିଆମ୍‌ ଗାର୍ନରଙ୍କ ହାଇସ୍କୁଲ ପାଠ…

ଚାଇନାର ମୁକାବିଲା ଲାଗି ଆମେରିକା ପ୍ରତିରକ୍ଷା ବଜେଟରେ ବୃଦ୍ଧି: ୨୦୨୪ ପାଇଁ ୬୯ ଲକ୍ଷ କୋଟି…

ଓ୍ବାଶିଂଟନ,୨୯।୩ : ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଲାୟର୍ଡ ଜେ.ଅଷ୍ଟିନ କହିଛନ୍ତି ଯେ ଚାଇନାର ଆହ୍ବାନକୁ ଦୃଷ୍ଟିରେ ରଖି ଆର୍ଥିକ ବର୍ଷ ୨୦୨୪ର ବଜେଟରେ ପ୍ରତିରକ୍ଷା ପାଇଁ ବ୍ୟୟ ବୃଦ୍ଧି କରାଯାଇଛି। ପ୍ରତିରକ୍ଷା କ୍ଷେତ୍ରରେ ଖର୍ଚ୍ଚ କରିବାକୁ ଆମେରିକା ବଜେଟରେ ୬୯ ଲକ୍ଷ…

ୟୁଏସ୍‌ଟି ଜରିଆରେ ଶତପ୍ରତିଶତ ଛାତ୍ରବୃତ୍ତି

ନୂଆଦିଲ୍ଲୀ,୨୯ା୩: ଦେଶର ସର୍ବବୃହତ୍‌ ଶିକ୍ଷଣ ପ୍ଲାଟ୍‌ଫର୍ମ ଅନାକାଡେମି ପକ୍ଷରୁ ନିକଟରେ ଏକ ଅଭିନବ ବୃତ୍ତି ପରୀକ୍ଷା ‘ଅନାକାଡେମ ସ୍କଲାରଶିପ୍‌ ଟେଷ୍ଟ’ (ୟୁଏସ୍‌ଟି) ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ବୃତ୍ତି ପରୀକ୍ଷା ୨୦୨୩ ଏପ୍ରିଲ ୧୬ ପର୍ଯ୍ୟନ୍ତ ଜାରି ରହିବ। ପ୍ରତିଦିନ ସକାଳ…

‘କର୍ମଚାରୀ କଲ୍ୟାଣମୂଳକ କାର୍ଯ୍ୟକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୨୯ା୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ପରିଷଦର ୧୧ତମ ତ୍ରୈବାର୍ଷିକ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପରିଷଦର ସଭାପତି ସୌରଭରଞ୍ଜନ ଦାସଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ସେହିଭଳି ସଂଘର ମୁଖ୍ୟ…

ଜିଓର ବ୍ରଡ୍‌ବ୍ୟାଣ୍ଡ୍‌ ବ୍ୟାକ୍‌ଅପ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୨୯ା୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ନୂଆ ‘ବ୍ରଡ୍‌ବ୍ୟାଣ୍ଡ୍‌ ବ୍ୟାକ୍‌ ଅପ୍‌ ପ୍ଲାନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମାସିକ ମାତ୍ର ୧୯୮ ଟଙ୍କାରେ ସେକେଣ୍ଡ ପିଛା ୧୦ମେଗାବିଟ୍‌ର ଇଣ୍ଟରନେଟ୍‌ ସ୍ପିଡ୍‌ ମିଳିବ। ବିଶେଷକରି ଗ୍ରାହକମାନଙ୍କ…

ଡ୍ରିମ୍‌ସ ପକ୍ଷରୁ ବିପିୟୁଟି କୁଳପତିଙ୍କୁ ସମ୍ବର୍ଦ୍ଧନା

କଟକ,୨୯ା୩: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ନବନିଯୁକ୍ତ କୁଳପତି ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ଡ.ଅମିୟ କୁମାର ରଥଙ୍କୁ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନର ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର ପ୍ରଫେସର ରଥଙ୍କୁ ନିକଟରେ…

ଅଭିବୃଦ୍ଧି ପଥରେ ରିଅଲ ଇଷ୍ଟେଟ୍‌ ଉଦ୍ୟୋଗ

ନୂଆଦିଲ୍ଲୀ,୨୯ା୩: ବିଗତ କିଛି ବର୍ଷ ହେବ ଭାରତୀୟ ରିଅଲ ଇଷ୍ଟେଟ୍‌ ଉଦ୍ୟୋଗ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଛି। ଏପରିକି ବିଗତ ୫ ବର୍ଷ ମଧ୍ୟରେ ରିଅଲ ଇଷ୍ଟେଟ୍‌ ଉଦ୍ୟୋଗକୁ ୩୨ ବିଲିୟନ ଡଲାରର ଅଧିକ ପରିମାଣର ଇକ୍ୱିଟି କ୍ୟାପିଟାଲ ମିଳିଥିବା ଜଣାପଡ଼ିଛି।…

ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ରଦ୍ଦ ପ୍ରସଙ୍ଗରେ ବିଜେଡି ଚୁପ୍‌ କାହିଁକି: ବିଜୟ

ଭୁବନେଶ୍ବର, ୨୯ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ପାଇଁ ଭାରତ ଏକାଠି ହୋଇଛି। ବିରୋଧୀ ଏକସ୍ବରରେ ଗଣତନ୍ତ୍ରରେ ଏଭଳି ନିଷ୍ପତ୍ତିକୁ ବିରୋଧ କରିବା ସହିତ ନିନ୍ଦା କରିଛନ୍ତି। ଏହି ନିଷ୍ପତ୍ତିର ବିରୋଧରେ ଦେଶବ୍ୟାପୀ ୧୮ଟି ଦଳ ସାମିଲ ହୋଇଛନ୍ତି। ପୁଣି ରାଜ୍ୟରେ ସମସ୍ତ ବିରୋଧୀ…

ଶଙ୍ଖ ମୋ ଗର୍ବ ପରେ ଏବେ ବିଜେଡିର ଜୟ ଜଗନ୍ନାଥ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ବିଜେଡି ନେତାଙ୍କ ମୁହଁରେ ଏବେ ଜୟ ଜଗନ୍ନାଥ ନାରା। ଶଙ୍ଖ ମୋର ଗର୍ବ ପରେ ଜୟ ଜଗନ୍ନାଥ ସ୍ଲୋଗାନକୁ ନେଇ ସୋସିଆଲ ମିଡିଆରେ ବିଜେଡି କ୍ୟାମ୍ପେନ୍‌ ଆରମ୍ଭ କରିଛି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?