Home

କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର…

ନୂଆଦିଲ୍ଲୀ,୧।୩ : ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାରରେ ବର୍ତ୍ତମାନ ପର୍ଯ୍ୟନ୍ତ ତୃତୀୟ ବଡ଼ ମନ୍ତ୍ରୀ ଥିବା କୈଳାଶ ଗେହଲୋଟ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ସେ କ୍ୟାବିନେଟ ପଦରୁ ଇସ୍ତଫା ଦେଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କାର୍ଯ୍ୟ…

କେଜରିଓ୍ବାଲଙ୍କ କ୍ୟାବିନେଟରେ ସାମିଲ ହେବେ ସୌରଭ-ଆତିଶି: ଉପରାଜ୍ୟପାଳଙ୍କ ପାଖକୁ ପଠାଗଲା ନାମ…

ନୂଆଦିଲ୍ଲୀ,୧।୩ : ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କ୍ୟାବିନେଟକୁ ପୁଣି ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। କ୍ୟାବିନେଟରେ ମନ୍ତ୍ରୀ କରିବା ପାଇଁ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ନିକଟକୁ ଏଏପି ବିଧାୟକ ସୌରଭ ଭରଦ୍ୱାଜ…

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ…

୨୭ ବର୍ଷ ଧରି ଧାରଣାରେ ଶିକ୍ଷକ

ଲକ୍ଷ୍ନୌ: ବର୍ତ୍ତମାନ ସମୟରେ ଲୋକେ ସରକାରଙ୍କ ନିକଟରେ ତାଙ୍କର ଅନେକ ଦାବି ରଖି ଧାରଣାରେ ବସୁଥିବା ଦେଖିବାକୁ ମିଳୁଛି। ହେଲେ ଉତ୍ତର ପ୍ରଦେଶରେ ଜଣେ ଶିକ୍ଷକ ଜମି ମାଫିଆଙ୍କୁ ବିରୋଧ କରି ୧୯୯୬ ମସିହାରୁ ୨୭ ବର୍ଷ ହେବ ଧାରଣାରେ ବସିଥିବା…

କର୍ମକ୍ଷେତ୍ରକୁ ଫେରିଲେ କାଜଲ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ମ୍ୟାଟରନିଟି ବ୍ରେକ୍‌ ପରେ ଏବେ ପୁଣିଥରେ କର୍ମକ୍ଷେତ୍ରକୁ ଫେରିଛନ୍ତି। କାଜଲ ୨୦୨୦ ଅକ୍ଟୋବର ୩୦ରେ ଗୌତମ କିଟ୍‌ଚୁଙ୍କୁ ବିବାହ କରିଥିଲେ। ତେବେ ଗତ ବର୍ଷ ଦୁହିଁଙ୍କର ଏକ ପୁତ୍ରସନ୍ତାନ ଜନ୍ମ ହୋଇଛି। ସେଥିପାଇଁ…

ବିକଶିତ ସହର ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୩ : ସହରୀ ଯୋଜନା, ବିକାଶ ଏବଂ ପରିଷ୍କାର ପରିଚ୍ଛନ୍ନତା ଉପରେ ବଜେଟ ପରବର୍ତ୍ତୀ ୱେବନାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ ନୂତନ ସହରଗୁଡିକ ବିକାଶ ହେଉଛି, ଯାହା ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି…

ଏଏପି ବାଡ଼ ଡେଇଁ ପଦ୍ମ ଧରିଲେ ଭାସ୍କର ରାଓ, କହିଲେ ମନ୍ତ୍ରୀଙ୍କ ଜେଲ ଯିବା ଲଜ୍ଜା ଜନକ…

ବେଙ୍ଗାଲୁରୁ,୧।୩ : କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି)କୁ ବଡ଼ ଝଟ୍‌କା ଲାଗିଛି। ଏଏପି ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ତଥା ବେଙ୍ଗାଲୁରୁର ପୂର୍ବତନ କମିଶନର ଭାସ୍କର ରାଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ଛାଡିଛନ୍ତି। ଭାସ୍କର…

ବିଶ୍ୱ ନାଗରିକ ସୁରକ୍ଷା ଦିବସ

ବିଶ୍ୱର ନାଗରିକଙ୍କ ସୁରକ୍ଷା ଅତ୍ୟାବଶ୍ୟକ। ନାଗରିକଙ୍କ ସୁରକ୍ଷା ଦ୍ୱାରା ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ତେଣୁ ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମାର୍ଚ୍ଚ ୧ ତାରିଖକୁ ବିଶ୍ୱ ନାଗରିକ ସୁରକ୍ଷା ଦିବସ ଭାବେ ପାଳନ କରାଯାଇଥାଏ। ୧୯୯୦ରେ ଅନ୍ତର୍ଜାତୀୟ ନାଗରିକ…

ତୃତୀୟ ଟେଷ୍ଟ: ଘଣ୍ଟାଏ ମଧ୍ୟରେ ଭାରତର ଅଧା ଖେଳାଳି ଫେରିଲେ ପାଭିଲିୟନ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଏହି ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏହି ଟେଷ୍ଟରେ…

କେକ୍‌ରେ ଆର୍ଟିଷ୍ଟଙ୍କ ଚେହେରା

ନୂଆଦିଲ୍ଲୀ: ଜଣେ କେକ୍‌ ଆର୍ଟିଷ୍ଟ ତାଙ୍କ କଳାରେ ସମସ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇ ଦେଇଛନ୍ତି। ସେ କେକ୍‌ରେ ନିଜ ଚେହେରା ତିଆରି କରିଥିଲେ। ଏକ ପ୍ଲେଟ୍‌ରେ ସେ ଉକ୍ତ କେକ୍‌ ଧରି ଠିଆ ହୋଇଥିଲେ, ଯେଉଁଥିରେ କି ପ୍ରକୃତ ଚେହେରା ଏବଂ କେକ୍‌…

ଡବ୍ଲ୍ୟୁଟିସି ଫାଇନାଲ ଲକ୍ଷ୍ୟରେ ଭାରତ

ଇନ୍ଦୋର,୧।୩(ପି.ଟି.): ବର୍ଡର ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ବୁଧବାର ଇନ୍ଦୋରର ହୋଲକାର ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦୁଇଟି ଟେଷ୍ଟକୁ ଜିତି ଭାରତ ୨-୦ରେ ଆଗୁଆ ରହିଥିବା ବେଳେ ତୃତୀୟ ମ୍ୟାଚ ଜିତିବା ସହିତ ଆଗୁଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ଫାଇନାଲ ଖେଳିବା…

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri