Home

ଯେଉଁମାନେ ରାହୁଲଙ୍କ ସହ ନାହାନ୍ତି, ସେମାନଙ୍କର ଆବଶ୍ୟକତା ନାହିଁ…

ଜୟପୁର,୨୮।୩ : ସତ୍ୟାଗ୍ରହରେ ଜନସମାଗମ ନ କରି ପାରିବାରୁ ରାଜସ୍ଥାନ ପିସିସି ଅଧ୍ୟକ୍ଷ କ୍ରୋଧିତ ହୋଇ କହିଛନ୍ତି, ଯେଉଁମାନେ ରାହୁଲ ଗାନ୍ଧୀଙ୍କ ସହ ନାହାଁନ୍ତି, ସେମାନର ଆବଶ୍ୟକତା ନାହିଁ। ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନରେ ସତ୍ୟାଗ୍ରହ ଘୋଷଣା ହେବା ପରେ…

ଲୋକ ସଭା ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି ବିରୋଧୀ

ନୂଆଦିଲ୍ଲୀ,୨୮।୩: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି। କଂଗ୍ରେସର ଏକ ଉଚ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ସମାପ୍ତ କରିବା ଏବଂ ଗୃହରେ ପକ୍ଷପାତିତା ଯୋଗୁ ସୋମବାର…

ସୁରକ୍ଷା ପରିଷଦରେ ରୁଷିଆକୁ ଝଟକା: ନର୍ଡ ଷ୍ଟ୍ରିମ୍‌ ପାଇପ ଲାଇନ ଭଙ୍ଗାରୁଜା ନେଇ ପ୍ରସ୍ତାବ ଖାରଜ…

ଜେନେଭା,୨୮।୩ : ରୁଷିଆରୁ ୟୁରୋପ ଯାଇଥିବା ନର୍ଡ ଷ୍ଟ୍ରିମ- ୧ ଏବଂ ନର୍ଡ ଷ୍ଟ୍ରିମ-୨ ଗ୍ୟାସ ପାଇପ ଲାଇନଗୁଡିକରେ ଭଙ୍ଗାରୁଜା ସମ୍ପର୍କରେ ରୁଷିଆ ଏକ ଅନ୍ତର୍ଜାତୀୟ ତଦନ୍ତ ଦାବି କରିଥିଲା । ଏଥିପାଇଁ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ…

ପ୍ରବାସୀ କେନ୍ଦ୍ରରେ ଅଗ୍ନିକାଣ୍ଡ: ୪୦ ମୃତ, ୩୦ ଆହତ…

ମେକ୍ସିକୋ ସିଟି,୨୮।୩ : ଆମେରିକା ସୀମା ନିକଟ ଉତ୍ତର ମେକ୍ସିକୋର ଏକ ପ୍ରବାସୀ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି। ସୋମବାର ବିଳମ୍ବିତ ରାତିରେ ଟେକ୍ସାସର ଏଲ ପାସୋ ଠାରୁ ସିଉଡାଡ ଜୁଆରେଜ ସ୍ଥିତ ଏକ ଇମିଗ୍ରେଶନ ସେଣ୍ଟରରେ ଏହି ଅଘଟଣ ଘଟିଥିବା ଜଣାଯାଇଛି।…

ଫ୍ରାନ୍ସରେ ପେନସନ ସଂଶୋଧନକୁ ବିରୋଧ, ବସ-ରେଳ ଚଳାଚଳ ଠପ୍‌…

ପ୍ୟାରିସ,୨୮।୩ : ଫ୍ରାନ୍ସରେ କର୍ମଚାରୀମାନେ ପେନସନ ସଂଶୋଧନକୁ ବିରୋଧ କରି ଧର୍ମଘଟ କରିଛନ୍ତି। ମଙ୍ଗଳବାର ଦିନ ପ୍ୟାରିସ ଷ୍ଟେଶନକୁ ଯାଉଥିବା ଟ୍ରେନ ଲାଇନ ଏବଂ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ବସ ଏବଂ ରେଳ ଚଳାଚଳ ଠପ୍‌ ହୋଇଯାଇଥିଲା। ପତାକା ଓ…

ଜିଏସଟିକୁ ସମର୍ଥନ କରିବା ମୋର ବଡ଼ ଭୁଲ: ମମତା…

ନୂଆଦିଲ୍ଲୀ,୨୮।୩ : ପୁଣି ଥରେ କେନ୍ଦ୍ର ଉପରେ ଆକ୍ରମଣ କରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କହିଛନ୍ତି, ରାଜ୍ୟର ଯୋଜନା ପାଇଁ କେନ୍ଦ୍ର ସରକାର ଟଙ୍କା ଦେଉନାହାଁନ୍ତି। କେନ୍ଦ୍ର ସରକାରଙ୍କ ଉପରେ ୭୦୦୦ କୋଟି ଟଙ୍କା ବାକି ରହିଛି। କେନ୍ଦ୍ର…

ଜାମିଆ ହିଂସା ମାମଲାରେ ଶର୍ଜିଲଙ୍କ ସମେତ ୯ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଝଟ୍‌କା

ନୂଆଦିଲ୍ଲୀ,୨୮।୩: ୨୦୧୯ ଜାମିଆ ହିଂସା ମାମଲାରେ ଶର୍ଜିଲ ଇମାମ, ସଫୁରା ଜାରଗାର ଏବଂ ଆସିଫ ଇକବାଲ ତନ୍‌ହାଙ୍କ ସମେତ ୯ଜଣ ଅଭିଯୁକ୍ତଙ୍କ ଏକ ବଡ଼ ଝଟ୍‌କା ଲାଗିଛି। ଆଉ ୨ଜଣଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଏହାପୂର୍ବରୁ ସାକେତ କୋର୍ଟ ସମସ୍ତ…

ରାହୁଲଙ୍କୁ ବଙ୍ଗଳା ଖାଲି କରିବା ନୋଟିସ: ସିବଲ କହିଲେ ଛୋଟ ଲୋକଙ୍କ ଛୋଟ ରାଜନୀତି…

ନୂଆଦିଲ୍ଲୀ,୨୮।୩ : ବଙ୍ଗଳା ଖାଲି କରିବାକୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ରାହୁଲ ଗାନ୍ଧୀ ପ୍ରତିକ୍ରିୟା ଦେଇଛନ୍ତି। ରାହୁଲ ଗାନ୍ଧୀ ଲୋକସଭା ସଚିବାଳୟକୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କୁ ଯାହା କୁହାଯାଇଛି ତାହା ପୂରଣ କରିବେ ବୋଲି ରାହୁଲ ଗାନ୍ଧୀ କହିଛନ୍ତି। ରାହୁଲ ଏହା…

କେନ୍ଦ୍ର ରାଜ୍ୟମନ୍ତ୍ରୀ ନିସିଥଙ୍କ କନ୍‌ଭେ ଉପରେ ଆକ୍ରମଣ ଘଟଣାର ହେବ ସିବିଆଇ ଯାଞ୍ଚ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୨୮।୩: ପଶ୍ଚିମବଙ୍ଗର କେନ୍ଦ୍ର ରାଜ୍ୟ ଗୃହ ଏବଂ କ୍ରୀଡ଼ା ମନ୍ତ୍ରୀ ନିସିଥ ପ୍ରାମାଣିକଙ୍କ କନ୍‌ଭେ ଉପରେ ହୋଇଥିବା ଆକ୍ରମଣର ସିବିଆଇ ଯାଞ୍ଚ ହେବ। ମଙ୍ଗଳବାର କୋଲକାତା ହାଇକୋର୍ଟ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ମୁତାବକ, ଗତ ଫେବୃଆରୀରେ ପଶ୍ଚିମବଙ୍ଗର…

ସାବରିମାଲା ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ: ୬୦ ଆହତ…

ଥିରୁଭାନନ୍ତପୁରମ୍‌,୨୮।୩ : କେରଳରେ ଏକ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। କୁହାଯାଉଛି ଯେ ତାମିଲନାଡୁରୁ ପ୍ରାୟ ୬୦ ଜଣ ସାବରିମାଲା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ପଠାନମଥିଟ୍ଟା ଜିଲାର ଏକ ଗଭୀର ଖାଲରେ ଖସି ପଡିଥିଲା। ଏହି ଦୁର୍ଘଟଣାରେ ୬୦…

ବେଲୁର ମଠରେ ରାଷ୍ଟ୍ରପତି…

କୋଲକାତା,୨୮।୩ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ବେଲୁର ମଠ ପରିଦର୍ଶନ କରିଛନ୍ତି। ଶ୍ରୀ ଶ୍ରୀ ଠାକୁର ରାମକୃଷ୍ଣ ପରମହଂସ ଏବଂ ମା ଶାରଦା ଦେବୀଙ୍କର ଦର୍ଶନ କରିଥିଲେ। ରାଷ୍ଟ୍ରପତି ମଠର ମୁଖ୍ୟ ମନ୍ଦିର ସହିତ ସ୍ବାମୀ ବିବେକାନନ୍ଦଙ୍କ କୋଠରୀ ପରିଦର୍ଶନ…

କାନାଡ଼ାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ପୁଣି ଭଙ୍ଗାରୁଜା: ନିନ୍ଦା କଲା ଭାରତୀୟ ଦୂତାବାସ…

ଟରଣ୍ଟୋ,୨୮।୩ : ମହାତ୍ମା ଗାନ୍ଧୀଙ୍କ ଆଉ ଏକ ପ୍ରତିମୂର୍ତ୍ତି କାନାଡାର ବର୍ନାବିସ୍ଥିତ ଏକ ବିଶ୍ୱବିଦ୍ୟାଳୟ ପରିସରରେ ଭଙ୍ଗାରୁଜା କରାଯାଇଥିଲା। ଭାନକୋଭରରେ ଥିବା ଭାରତୀୟ ଦୂତାବାସ ମଙ୍ଗଳବାର ଏ ବିଷୟରେ ସୂଚନା ଦେଇଛନ୍ତି। ସୂଚନାନୁସାରେ, ଏହି ପ୍ରତିମୂର୍ତ୍ତିକୁ ସାଇମନ ଫ୍ରେଜର ବିଶ୍ୱବିଦ୍ୟାଳୟର ବର୍ନାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?